ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ବଢ଼ିଲା ଗୃହରକ୍ଷୀଙ୍କ ଭତ୍ତା

ଭୁବନେଶ୍ବର: ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ ଅପ୍ ଭତ୍ତା ରେ ରାଜ୍ୟ ସରକାର ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ
Read More...

୨୪ ଘଣ୍ଟା ରେ ଲଘୁଚାପ, ୪ ଦିନ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର: ଉତ୍ତର ଆନ୍ଧ୍ର ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଏବେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ରେ ପରିଣତ ହେବ। ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ
Read More...

ଜଗଦୀପ ଧନଖଡ ପରବର୍ତ୍ତୀ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି । ଏନ୍‌ଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଛନ୍ତି। ସେ ମାର୍ଗାରେଟ ଆଲଭାଙ୍କୁ ୩୪୬ ଭୋଟ୍‌ରେ ପରାସ୍ତ କରିଛନ୍ତି।
Read More...

ଓଡିଶାବାସୀଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

• ଓଡ଼ିଶାର ୮୭ ପ୍ରତିଶତ ନାଗରିକ ଏ ପର୍ଯ୍ୟନ୍ତ ବୁଷ୍ଟର ଡ଼ୋଜ୍ ନେଇ ନାହାନ୍ତି• ଅଗଷ୍ଟ ୪ ସୁଦ୍ଧା ଓଡ଼ିଶାରେ ୩ କୋଟି ୨୩ ଲକ୍ଷ ନାଗରିକ ପ୍ରଥମ ଓ ଦ୍ୱିତୀୟ ଡ଼ୋଜ ଟିକା ନେଇସାରିଛନ୍ତି• ୪୨ ଲକ୍ଷ ୩୪ ହଜାର ଜଣ ବୁଷ୍ଟର ଡୋଜ୍ ନେଇଛନ୍ତି• ରାଜ୍ୟର ୬ଟି ଜିଲ୍ଲା କଟକ, ଖୋର୍ଦ୍ଧା, ଜଗତସିଂପୁର,
Read More...

ଅଗଷ୍ଟ ୧୫ରୁ ୫ଜି ସେବା ଆରମ୍ଭ

ନୂଆଦିଲ୍ଲୀ : ଚଳିତମାସରେ ଏୟାରଟେଲ ୫ଜି ମୋବାଇଲ ଫୋନ ସେବା ଆରମ୍ଭ କରିବ। ଉକ୍ତ ସେବା ଆରମ୍ଭ ପାଇଁ କମ୍ପାନି ଏରିକ୍‌ସନ, ନୋକିଆ ଏବଂ ସାମସଙ୍ଗ ଭଳି ବିଶ୍ବସ୍ତରୀୟ କମ୍ପାନି ସହିତ ରାଜିନାମା ସ୍ବାକ୍ଷର କରିଛି। ଚଳିତମାସ ୧୫ ତାରିଖରେ ରିଲାଏନ୍ସ ଜିଓ ଇନଫୋକମ ଏହାର ସେବା ଆରମ୍ଭ କରିପାରେ
Read More...

କିଏ ହେବ ଉପରାଷ୍ଟ୍ରପତି ?

ନୂଆଦିଲ୍ଲୀ: ଆଜି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ସଂସଦ ଭବନରେ ସକାଳ ୧୦ଟାରୁ ଭୋଟ୍ ଗ୍ରହଣ ଚାଲିଛି। ଅପରାହ୍ନ ୫ଟା ଯାଏ ଭୋଟ୍‌ ଗ୍ରହଣ ଚାଲିବ । ଏହାପରେ ଗଣତି କରାଯାଇ ଫଳାଫଳ ଘୋଷିତ ହେବ । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେପି ନେତୃତ୍ୱାଧିନ ଏନଡିଏ ଜଗଦୀପ ଧନଖଡ଼ଙ୍କୁ ପ୍ରାର୍ଥୀ
Read More...

ଗିରଫ ହେଲେ ଚର୍ଚ୍ଚିତ ମିଶ୍ର

ଭୁବନେଶ୍ୱର: ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ଗିରଫ କରିଛି ସିବିଆଇ। ଭୋର ସମୟରେ ଚର୍ଚ୍ଚିତ ମିଶ୍ର ସିବିଆଇରେ ହାଜର ହୋଇଥିଲେ। ଚର୍ଚ୍ଚିତ ସିବିଆଇର ହାଜର ହେବା ପରେ ତାଙ୍କର ମେଡ଼ିକାଲ ଟେଷ୍ଟ ହୋଇଥିଲା।ମେଡିକାଲ ଟେଷ୍ଟ ପରେ ସିବିଆଇ ଅଫିସକୁ ଫେରିବା ପରେ
Read More...

ଓଡିଶାର କେଉଁ ଅଞ୍ଚଳରେ ବନ୍ୟା ଆଣିବ ଲଘୁଚାପ?

ଭୁବନେଶ୍ବର: ଅଗଷ୍ଟ ମାସର ପ୍ରଥମ ଲଘୁଚାପ ଆସନ୍ତା କାଲି ସୃଷ୍ଟି ହେବାକୁ ଯାଉଛି। ଦକ୍ଷିଣ ଓଡିଶାରେ ଭାରି ବ‌ର୍ଷା ଥିବାବେଳେ, ଉତ୍ତର ଓଡିଶାରେ ବର୍ଷାର ପରିମାଣ କମ୍ ହେବାର ସମ୍ଭାବନା ରହିଛି। ଆକଳନ କରାଯାଉଛିଯେ; କାଲି ଉପରବେଳାରୁ ରାତି ମଧ୍ୟରେ ଦକ୍ଷିଣ ଓଡିଶା ସଂଲଗ୍ନ ଉତ୍ତର-ପଶ୍ଚିମ
Read More...

ଏବେ ଘର କଳି ତୁଟିବ ନା ବଢ଼ିବ?

କେନ୍ଦ୍ର ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହଙ୍କୁ ପତ୍ର ପ୍ରଦାନ କରିବା ସହ ଆଲୋଚନା କଲେଆଲୋଚନା ସମୟରେ ଏ ଦିଗରେ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ଆବାସ ପ୍ଲସ ଓ୍ୱିଣ୍ଡୋ ଖୋଲାଯାଇ ଯୋଗ୍ୟ
Read More...

ମହଙ୍ଗା ହେବ ବ୍ୟାଙ୍କ ଋଣ

ନୂଆଦିଲ୍ଲୀ: ଆଗକୁ ମହଙ୍ଗା ହେବ ବ୍ୟାଙ୍କ ଋଣ । ଲଗାତାର ତୃତୀୟ ଥର ପାଇଁ ରେପୋ ରେଟରେ ବୃଦ୍ଧି କରିଛି ରିଜର୍ଭ ବ୍ୟାଙ୍କ । ଏଥର ରେପୋ ରେଟ୍ ୦.୫୦ ବୃଦ୍ଧିପାଇ ୫.୪୦ ପ୍ରତିଶତରେ ପହଞ୍ଚିଛି । ଦେଶରେ ଦରବୃଦ୍ଧିକୁ ନିୟନ୍ତ୍ରଣ କରିବାକୁ ଏପରି କରାଯାଉଛି ବୋଲି କହିଛନ୍ତି ଆରବିଆଇ ଗଭର୍ଣ୍ଣର
Read More...