ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ପାରା ପାୱାରଲିପ୍ଟିଂରେ ସ୍ୱର୍ଣ୍ଣ ପଦକ ଜିତିଲେ ସୁଧିର

ବର୍ମିଂହୋମ: ରାଜ୍ୟଗୋଷ୍ଠୀ କ୍ରିଡ଼ାରେ ଭାରତ ଆଉ ପାଦେ ଆଗେଇଛି । ପାରା ପାୱାରଲିପ୍ଟିଂରେ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ। ଏହାକୁ ମିଶାଇ ଦେଶକୁ ୬ଟି ସ୍ୱର୍ଣ୍ଣ ସହ ୨୦ରେ ପହଞ୍ଚିଛି ପଦକ ସଂଖ୍ୟା । ବର୍ମିଂହାମରେ ଚାଲିଥିବା କମନୱେଲଥ ଗେମରେ ଭାରତ ପକ୍ଷରୁ ସୁଧୀର ଭଲ ପ୍ରଦର୍ଶନ କରିଛନ୍ତି
Read More...

ଏଣିକି ବଢିବ ବର୍ଷା

୭ ରେ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ, ପରବର୍ତ୍ତୀ ୪୮ ଘଣ୍ଟା ରେ ଚିହ୍ନିତ ଲଘୁଚାପ ରୂପ ନେଇପାରେ ୬ ରୁ ୧୧ ଯାଏଁ ବର୍ଷା ପରିମାଣ ବୃଦ୍ଧି ଓ ବିସ୍ତୃତି ଦକ୍ଷିଣ ଓ ଉପକୂଳ ରେ ୮-୧୦ ଯାଏଁ ପ୍ରବଳ ରୁ ଅତି ପ୍ରବଳ ବର୍ଷିବ ଭୁବନେଶ୍ବର: କିଛି ଦିନ ର ବ୍ୟବଧାନ ପରେ ମୌସୁମୀ
Read More...

ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ୟୁ ୟୁ ଲଳିତ

ନୂଆଦିଲ୍ଲୀ: ଜଷ୍ଟିସ୍ ଉଦୟ ଉମେଶ ଲଳିତ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ୍‌‌ଭି ରମନ୍ନା ଜଷ୍ଟିସ ଲଳିତଙ୍କ ନାଁ ସୁପାରିଶ କରିଛନ୍ତି। ଆଇନ ଏବଂ ନ୍ୟାୟ ମନ୍ତ୍ରଣାଳୟର ଏକ ସରକାରୀ ଚିଠି ପାଇବା ପରେ ବର୍ତ୍ତମାନ ପ୍ରଧାନ ବିଚାରପତି ରାମନ୍ନା ତାଙ୍କ
Read More...

ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍

ପାରାଦୀପ: ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସ୍‌ରେ ଆଜି ସକାଳୁ ପହଁଞ୍ଚିଛି ସିବିଆଇ ଟିମ୍‌ । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଏନେଇ ସିବିଆଇ ତରଫରୁ ଅଫିସିଆଲି କିଛି ଘୋଷଣା ହୋଇ ନ ଥିବା ବେଳେ  ୨୫
Read More...

ଆଇଏଏସ୍ ସ୍ତରରେ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତିକରଣ ସଚିବ ଦାୟିତ୍ବ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଅରବିନ୍ଦ ପାଢ଼ୀ ଓ ଅଶ୍ବଥୀ ଏସ୍‌ଙ୍କୁ ରାଜ୍ୟ ସରକାର ବଡ଼ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପାଢ଼ୀଙ୍କୁ କୃଷି ଓ
Read More...

ବାବୁଲ ହେଲେ କ୍ୟାବିନେଟ୍ ମନ୍ତ୍ରୀ

କୋଲକାତା: ମମତାଙ୍କ କ୍ୟାବିନେଟ୍ ରେ ସ୍ଥାନ ପାଇଛନ୍ତି ବାବୁଲ ସୁପ୍ରିଓ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ତାଙ୍କ କ୍ୟାବିନେଟକୁ ସଂପ୍ରସାରଣ କରିଛନ୍ତି। ମମତାଙ୍କ ମନ୍ତ୍ରିମଣ୍ଡଳରେ ୫ ଜଣ ନୂଆ ଚେହେରାଙ୍କୁ ଦେଖିବାକୁ ମିଳିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି ବାବୁଲ ସୁପ୍ରିଓ।
Read More...

ଭାରତ ହାତେଇଲା ଆଉ ଏକ ସ୍ବର୍ଣ୍ଣ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ହାତେଇଛି ଆଉ ଏକ ସ୍ୱର୍ଣ୍ଣ ପଦକ। ପୁରୁଷ ଟେବୁଲ ଟେନିସ ଟିମ୍‌ ସିଙ୍ଗାପୁରକୁ ହରାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଭାରତର ଏହା ଦ୍ୱିତୀୟ ସ୍ୱର୍ଣ୍ଣ। ଏହା ପୂର୍ବରୁ ଲନ ବଲ ୱମେନ ଫୋରସରେ ଭାରତୀୟ ମହିଳା ଦଳ ଐତିହାସିକ ସ୍ୱର୍ଣ୍ଣ ଜିତିଥିଲା
Read More...

ବନ୍ଦ ରହିବ ଜଗା ଦର୍ଶନ

ଆସନ୍ତାକାଲି ତା୩.୮.୨୦୨୨ ରିଖ ବୁଧବାର,ଶ୍ରାବଣ-ଶୁକ୍ଳ ପଞ୍ଚମୀ ମଳତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସର୍ବସାଧାରଣ ଦର୍ଶନ ଆପାତତଃ ଅପରାହ୍ନ ଘ. ୫.୦୦ ରୁ ରାତ୍ର ଘ.୯.୦୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ।
Read More...

ପଦକ ପକ୍କା କରିବାରେ ଲାଗିଛନ୍ତି ଭାରତୀୟ ଆଥଲେଟ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଗୋଟିଏ ପରେ ଗୋଟିଏ ପଦକ ହାସଲ କରିବାରେ ଲାଗିଛନ୍ତି ଭାରତୀୟ ଆଥଲେଟ। ପୁଣି ଭାରୋତ୍ତୋଳନରେ ଭାରତକୁ ମିଳିଛ ସଫଳତା । ଚତୁର୍ଥ ଦିବସରେ ହରଜିନ୍ଦର କୌର ମହିଳାଙ୍କ ୭୧ କେଜି ବର୍ଗରେ ବ୍ରୋଞ୍ଜ ପଦକ ଜିତିଛନ୍ତି । ଏଥିସହ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର
Read More...

ଡୋନ୍ ଆକ୍ରମଣରେ ଆଖି ବୁଜିଲେ ଅଲ-ଜାୱାହିରୀ

ୱାଶିଂଟନ: ଆମେରିକାର ଡ୍ରୋନ ଆକ୍ରମଣରେ ଜୁଲାଇ ୩୧ ତାରିଖ ରାତିରେ ଆଖି ବୁଜିଛନ୍ତି ଅଲ-ଜାୱାହିରୀ ।  ଲାଡେନର ମୃତ୍ୟୁ ପରେ ଅଲ-କାଏଦାର ମୁଖ୍ୟ ଥିବା ଅଲ୍ ଜଓ୍ୱାହିରିର ମୁଣ୍ଡ ଉପରେ ୨୫ ମିଲିୟନ ଡଲାର ପୁରସ୍କାର ରାଶି ଘୋଷଣା କରିଥିଲା ଆମେରିକା । ଶେଷରେ ଆମେରିକା ଆକ୍ରମଣରେ ହିଁ ଯାଇଛି 
Read More...