ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ହାରିଲା ଭାରତ, ସିରିଜ ବରାବର

ସେଣ୍ଟ କିଟ୍ସ,: ଦ୍ବିତୀୟ ଟି-ଟ୍ବେଣ୍ଟି ମ୍ୟାଚ୍ ରେ ଭାରତ ବିପକ୍ଷରେ ବିଜୟ ସହ ୱେଷ୍ଟ ଇଣ୍ଡିଜ ସିରିଜ ବରାବର କରିଛି । ସୋମବାର ଅନୁଷ୍ଠିତ ଦ୍ୱିତୀୟ ଟି-ଟ୍ୱେଣ୍ଟି ମୁକାବିଲାରେ ୱେଷ୍ଟ ଇଣ୍ଡିଜ୍‌ ୫ ୱିକେଟ୍‌ରେ ବିଜୟ ହାସଲ କରିଥିଲା । ଏହି ମ୍ୟାଚ୍‌ରେ ଭାରତ ଓବେଡ ମ୍ୟାକ୍‌କୟଙ୍କ ଘାତକ
Read More...

ସ୍ବର୍ଣ୍ଣ ଜିତିଲେ ଅଚିନ୍ତା

ବର୍ମିଂହାମ: କମନୱେଲ୍ଥ ଗେମ୍ସରେ ପୁଣି ଭାରତକୁ ମିଳିଲା ସ୍ବର୍ଣ୍ଣ ପଦକ । ଭାରତ ପାଇଁ ଗର୍ବ ଓ ଗୌରବ ଆଣିଲେ ଅଚିନ୍ତା ସେଉଲି । ୨୦ ବର୍ଷୀୟ ଅଚିନ୍ତା ପୁରୁଷ ଭାରୋତ୍ତୋଳନର ୭୩ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି । ମୀରାବାଇ ଚାନୁ ଓ ଜେରେମି ଲାଲରିନୁଙ୍ଗାଙ୍କ ପରେ ସ୍ୱର୍ଣ୍ଣ
Read More...

ଆସନ୍ତା ୩ରେ ରାଷ୍ଟ୍ରପତିଙ୍କୁ ଭେଟିବେ ୨୬ ବିଧାୟକ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ଓଡ଼ିଶାର ବିଧାୟକ। ଆସନ୍ତାକାଲି ୨୬ ବିଧାୟକ ଦିଲ୍ଲୀ ଅଭିମୁଖେ ବାହାରିବେ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ଦିଲ୍ଲୀ ଯିବେ। ଏହି ବିଧାୟକଙ୍କ ମଧ୍ୟରେ ବିଜେଡିର ୧୫ ଜଣ, କଂଗ୍ରେସର ୩ ଜଣ, ବିଜେପିର ୬
Read More...

କମିଲା ବ୍ୟାବସାୟିକ ‘ଏଲ୍‌ପିଜି’ ସିଲିଣ୍ଡର୍‌ ଦର

ନୂଆଦିଲ୍ଲୀ: ଆଜିଠାରୁ ୧୯ କି.ଗ୍ରା,ବିଶିଷ୍ଟ ବ୍ୟାବସାୟିକ ‘ଏଲ୍‌ପିଜି’ ସିଲିଣ୍ଡର୍‌ ଦର ୩୬ ଟଙ୍କା ହ୍ରାସ ପାଇଛି।ଏହି ହ୍ରାସ ପରେ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ସିଲିଣ୍ଡର ର ମୂଲ୍ୟ ସିଲିଣ୍ଡର ପିଛା ୧୯୭୬ ଟଙ୍କା ରହିଛି । ଏହାର ମୂଲ୍ୟ ୨୦୧୨.୫୦ ଟଙ୍କା ଥିଲା । ଦର ହ୍ରାସ
Read More...

ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି-୨୦ ମ୍ୟାଚ୍

ସେଣ୍ଟ୍ କିଟ୍ସ : ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯିବ । ପ୍ରଥମ ମ୍ୟାଚ୍‌ରେ ବ୍ୟାଟିଂ, ବୋଲିଂ ଓ କ୍ଷେତ୍ରରକ୍ଷଣ ସମସ୍ତ ବିଭାଗରେ ଭାରତ ପ୍ରଭାବୀ ପ୍ରଦର୍ଶନ କରିଥିଲା ବେଳେ ନିଜର ସର୍ବାଧିକ ପସନ୍ଦର ଫର୍ମାଟ୍‌ରେ ୱେଷ୍ଟଇଣ୍ଡିଜ୍‌ କିନ୍ତୁ ନୈରାଶ୍ୟଜନକ ପ୍ରଦର୍ଶନ
Read More...

ସାଂସଦ ସଂଞ୍ଜୟ ରାଉତ ଗିରଫ

ମୁମ୍ବାଇ; ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ବିଳମ୍ବିତ ରାତିରେ ଗିରଫ କରିଛି ଇଡି।  ଗତକାଲି ରାତି ୧୨ଟାରେ ତାଙ୍କୁ ଗିରଫ କରାଯାଇଥିବା ସଞ୍ଜୟଙ୍କ ଭାଇ ସୁନୀଲ ରାଉତ ସୂଚନା ଦେଇଛନ୍ତି। ଆଜି ସକାଳ ସାଢେ ୧୧ଟାରେ ସଞ୍ଜୟ ରାଉତଙ୍କୁ କୋର୍ଟରେ ହାଜର କରାଯିବ। ଗତକାଲି ସକାଳ ୭ଟାରେ ସିଆରପିଏଫ
Read More...

ସସ୍ମିତ ରାଜ୍ୟସଭା ନେତା ନିଯୁକ୍ତ

ଭୁବନେଶ୍ବର: ଶେଷରେ ଡ. ସସ୍ମିତ ପାତ୍ର ରାଜ୍ୟସଭାରେ ବିଜେଡି ନେତା ନିଯୁକ୍ତ ହେଲେ। ନବ ନିର୍ବାଚିତ ସାଂସଦ ସୁଲତା ଦେଓଙ୍କୁ ଚିଫ୍ ହ୍ବିପ୍ କରାଗଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନିର୍ଦେଶନାମାରେ ବିଜ୍ଞପ୍ତି ଜାରି କରାଯାଇଛି।
Read More...

ଏବେ ଗୋଲାପୀ ଆସନରେ ବସିବେ ମହିଳା..

ଭୁବନେଶ୍ୱରରେ ଇ-ବସ ଓ ଇ-ରିକ୍ସା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀପ୍ରଥମ ପର୍ଯ୍ୟାୟରେ ୧୦ଟି ଇ -ବସ ଓ ୫୦ ଟି ଇ -ରିକ୍ସା ଗଡିଲା ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ଏୟାରପୋର୍ଟ ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ
Read More...

ବହିଷ୍କୃତ ହେଲେ ପାର୍ଥ ଚାଟାର୍ଜୀ

କୋଲକାତା: ବହିଷ୍କୃତ ହୋଇଛନ୍ତି ବେଙ୍ଗଲ ମନ୍ତ୍ରୀ ପାର୍ଥ ଚାଟାର୍ଜୀ। ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିଛନ୍ତି। ଶିକ୍ଷକ ନିଯୁକ୍ତିରେ ହୋଇଥିବା ବ୍ୟାପକ ଦୁର୍ନୀତିରେ ପାର୍ଥଙ୍କ ହାତ ଥିବା ଅଭିଯୋଗ ହୋଇଥିଲା। ଏହି କାରଣରୁ ଇଡି ତାଙ୍କୁ ଗିରଫ କରିଛି।
Read More...

ଅପରାଜିତାଙ୍କ ସହ ବାଲକୋନିରେ ଦେଖାଦେଲେ ବାବୁସାନ୍

ଭୁବନେଶ୍ବର: ବାବୁସାନ୍ ଆଜି ନିଜ ଘର ବାଲକୋନିକୁ ଆସି ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଦେଖା କରିଛନ୍ତି। ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ମୁଁ ପରିବାର ପାଖରେ ଅଛି। ସେଥିପାଇଁ ବହୁତ ଖୁସି ଅଛି। ଠିକ୍ ସମୟରେ ଠିକ୍ କଥା କହିବି। ଏଇ ଅଳ୍ପ କଥା କହି ବାବୁସାନ୍ ଘର ଭିତରକୁ
Read More...