ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଆସନ୍ତା କାଲି ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ କାଲି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ
Read More...

ଜୁଲାଇ ୩୧ରେ ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ; ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ୍ ଉପରେ ସମସ୍ତଙ୍କ ନଜର ରହିଥାଏ । ଆଉ ଏବେ ପୁଣିଥରେ ଉଭୟ ଟିମ୍ ମୈଦାନରେ ସାମ୍ନାସାମ୍ନି ହେବାକୁ ଯାଉଛନ୍ତି । ଇଂଲଣ୍ଡର ଏଜବେଷ୍ଟନ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ । ଆଉ ଏଥିପାଇଁ ଟିମ୍ ଇଣ୍ଡିଆ ଏବେ ଲଣ୍ଡନରେ ପହଞ୍ଚି ସାରିଛି ।
Read More...

୫ଜି ଆଉ ବେଶୀ ଡେରି ନୁହେଁ

ନିଲାମ ଆରମ୍ଭ ହେଲା, ୪.୩ଲକ୍ଷ କୋଟିର ବଡ କାରବାରରିଲାଏନ୍ସ ଜିଓ, ଆଦାନୀ ଡାଟା େନଟଵର୍କ ସମେତ ୪ କଂପାନି ସାମିଲ୨୬ ତାରିଖ ସନ୍ଧ୍ୟା ଯାଏ ଚାଲିବ ନିଲାମ ନୂଆଦିଲ୍ଲୀ: ଟେଲିଫୋନ୍ ଏବଂ ଇଣ୍ଟରନେଟ୍ ଡାଟା ସିଗନାଲ୍ ବହନ କରୁଥିବା ଭାରତର ସର୍ବବୃହତ ନିଲାମ ମଙ୍ଗଳବାର ଅର୍ଥାତ୍ ଆଜି ଆରମ୍ଭ
Read More...

ସପ୍ତାହେ ଯାଏ ମୌସୁମୀରେ ବ୍ରେକ୍ ଲାଗିବ

ଭୁବନେଶ୍ବର: ରାଜ୍ୟରେ ଧୀରେ ଧୀରେ ଏବେ ବର୍ଷାର ପରିମାଣ କମିବ। ଅଗଷ୍ଟ ପ୍ରଥମ ସପ୍ତାହରେ ମୌସୁମୀ ପୁଣି ଥରେ ସକ୍ରିୟ ହୋଇପାରେ। ପାଣିପାଗ ସ୍ଥିତି ଅନୁଧ୍ୟାନ କରି ଏଭଳି ଚିତ୍ର ଆଙ୍କୁଛନ୍ତି ସାର୍ଥକ ମିଶ୍ର। ଶ୍ରୀ ମିଶ୍ରଙ୍କ କହିବାନୁସାରେ, ଉପଗ୍ରହରୁ ଉତ୍ତୋଳନ କରାଯାଇଥିବା ପାଣିପାଗ
Read More...

ପ୍ରଶାନ୍ତଙ୍କୁ ବର୍ଷେ ନିର୍ବାଚନମଣ୍ଡଳୀ ମନା

ଜାମିନ ଦେଲେ; ବଡ କଟକଣା ଲଗାଇଲେ ସୁପ୍ରିମକୋର୍ଟବିଧାୟକଙ୍କ ଜାମିନକୁ ବିରୋଧ କରିିଥିଲେ ରାଜ୍ୟ ସରକାରବାଣପୁରରେ ଗାଡି ମଡାଇ ହତ୍ୟା ଉଦ୍ୟମ ଭଳି ଅଭିଯୋଗ ଥିଲା ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବର୍ଷେ ଯାଏ ନିଜ ନିର୍ବାଚନମଣ୍ଡଳୀକୁ ଯାଇପାରିବେ ନାହିଁ। ଯଦି ଯାଆନ୍ତି,
Read More...

ପ୍ରଥମ ଅଭିଭାଷଣରେ କ’ଣ କହିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜୁହାର!ନମସ୍କାର !ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବି ନିମନ୍ତେ ମତେ ନିର୍ବାଚିତ କରିଥିବାରୁ ମୁଁ ସମସ୍ତ ସଂସଦ ଓ ବିଧାନସଭା ସଦସ୍ୟଙ୍କୁ ମୋର ହାର୍ଦ୍ଦିକ କୃତଜ୍ଞତା ଜଣାଉଛି। ଆପଣମାନଙ୍କ ଭୋଟ୍ ଦେଶର କୋଟି କୋଟି ନାଗରିକଙ୍କ ବିଶ୍ୱାସର ଅଭିବ୍ୟକ୍ତି। ଏହି ପବିତ୍ର ସଂସଦରୁ ମୁଁ ବିନମ୍ରତାର
Read More...

ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଜି ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟ୍‌ର ସେଣ୍ଟ୍ରାଲ୍‌ ହଲ୍‌ରେ ପୂର୍ବାହ୍ନ ୧୦.୧୩ରେ ଭାରତର ୧୫ଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଭାରତର ପ୍ରଧାନ ବିଚାରପତି ଏନ୍‌. ଭି. ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
Read More...

ଟୁଇଷ୍ଟ ଆଣିଲେ ଉତ୍ତମ-ଅପରାଜିତା

ଭାଇରାଲ୍‌ ହେଉଛି ବାବୁସାନ୍‌-ତୃପ୍ତି-ପ୍ରକୃତିଙ୍କ ଠେଲାପେଲାଭଲ ପାଇଁ ନୁହେଁ, ଭୁଲ ପାଇଁ ଓଲିଉଡ଼ ବାରମ୍ବାର ଚର୍ଚ୍ଚାରେଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ଆଲୋଚନା ସରିନି ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ। ନିକଟ ଅତୀତରେ କୌଣସି ଗୋଟିଏ ବି
Read More...

ରାସ୍ତାରେ କଳି କଲେ ଷ୍ଟାର ଦମ୍ପତ୍ତି

ଭୁବନେଶ୍ବର; ରାସ୍ତା ଉପରେ ବାବୁସାନଙ୍କ ସହ ଝଗଡ଼ା କଲେ ପତ୍ନୀ । ପ୍ରକୃତି ମିଶ୍ରଙ୍କ ସହ ବାବୁସାନ ଥିବା ବେଳେ ଧରିଲେ ପତ୍ନୀ । ରାସ୍ତା ଉପରେ କାରକୁ ଅଟକାଇ ଝଗଡ଼ା କରିବା ସହ ଅଭିନେତ୍ରୀଙ୍କୁ ମାଡ ମଧ୍ୟ ମାରିଲେ ବାବୁସାନଙ୍କ ପତ୍ନୀ । ଅଭିନେତ୍ରୀଙ୍କ ଯୋଗୁଁ ତାଙ୍କ ପରିବାର ଭାଙ୍ଗିଥିବା
Read More...

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର; ରାଷ୍ଟ୍ରପତି ଭାବେ ନିର୍ବାଚିତ ପରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦ୍ରୌପଦୀ ମୁର୍ମୁଙ୍କ ସହ ଫୋନରେ କଥା ହୋଇ ଓଡିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇଲେ । ଜୁଲାଇ ୨୫ରେ ଦ୍ରୌପଦୀ ମୁର୍ମୁ ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେବେ । ଶପଥ ଗ୍ରହଣ
Read More...