ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ପୁଣି ବଢ଼ିଲା କରୋନା

ଭୁବନେଶ୍ବର: ରାଜ୍ୟ‌ରେ ଆଜି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୯୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ ଘଣ୍ଟା ମଧ୍ୟରେ ୧୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬୪ ସ୍ଥାନିୟ
Read More...

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍ ନିଷ୍ପତ୍ତି ନେଇ ଅବଗତ କଲେ ନିରଞ୍ଜନ ପୂଜାରୀ । ରାୟଗଡା କାଶୀପୁରରେ ବୃହତ ପାନୀୟ ଜଳ ପ୍ରକଳ୍ପ ହେବ । ଆଇଟି ପଲିସି ୨୦୨୨କୁ ବ୍ୟାବିନେଟ୍
Read More...

ଦ୍ରୌପଦୀଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ

କଟକ: ଆଜି ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ମତଦାନ ଚାଲିଥିବା ବେଳେ ଦଳୀୟ ପ୍ରାର୍ଥୀ ପରିବର୍ତ୍ତେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ଭୋଟ୍ ଦେଇଛନ୍ତି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ। କହିଛନ୍ତି, ପାର୍ଟି ନୁହେଁ, ମାଟି ବଡ଼। ତେଣୁ ନିଜ ବିବେକ କଥା ଶୁଣି, ନିଜ
Read More...

ଖୋଲିଲା ହୀରାକୁଦ ଗେଟ୍

ସମ୍ବଲପୁର; ହୀରାକୁଦ ଜଳଭଣ୍ଡାରରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ବନ୍ୟାଜଳ ନିଷ୍କାସନ ପାଇ ଦିନ ୧୧ଟାରେ ଖୋଲାଯାଇଛି ୫ଟି ଗେଟ୍ । ଜିଲ୍ଲା ପ୍ରଶାସନ ଓ ଡ୍ୟାମ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା । ପରେ ପ୍ରଥମେ ଶୁଭ ସଂକେତ ଅନୁସାରେ ୭
Read More...

ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉଜ୍ୱଳ ନକ୍ଷତ୍ର ‘ସୋଆ’

ଭୁବନେଶ୍ବର; ପଚିଶ ବର୍ଷ ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ ଆଜି ପୂର୍ବ ଭାରତରେ ଏକ ଉଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି । ଶିକ୍ଷାର ଗୁଣବତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି ବିଶ୍ୱବିଦ୍ୟାଳୟର ବିଶେଷତ୍ୱ । ସୋଆ ଭାବେ ପରିଚିତ ଏହି
Read More...

ପୁଲିସ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା ନିଲମ୍ବିତ

ଭୁବନେଶ୍ବର; ପୁଲିସ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କୁ ଆଜି ପୁଲିସ ଡିଜି ସୁନୀଲ କୁମାର ବନସଲ ଚାକିରିରୁ ନିଲମ୍ବନ କରିଛନ୍ତି । ନିଲମ୍ବନ ଅବଧି ମଧ୍ୟରେ ସେ ସୁନ୍ଦରଗଡ଼ ପୁଲିସ ଏସପିଙ୍କ ଅଧୀନରେ ରହିବେ ତଥା ଓଡ଼ିଶା ସର୍ଭିସ କୋଡ୍ -୯୦ ଅନ୍ତର୍ଗତ ସେ ନିଜର ଡିଏ ଓ ଅନ୍ୟାନ୍ୟ ଭତ୍ତା
Read More...

ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ; ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ପଶ୍ଚିମବଙ୍ଗର ରାଜ୍ୟପାଳ ଥିବା ଜଗଦୀପଙ୍କୁ ପ୍ରାର୍ଥୀ କରିଛି ବିଜେପି। ଏନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସମିଟରେ ଘୋଷଣା କରିଛନ୍ତି। ଆଜି ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ
Read More...

ସଂସଦ ଅଧିବେଶନରେ ବିଜେଡି ଉଠେଇବ ସ୍ବତନ୍ତ୍ର ପାହ୍ୟା ପ୍ରସଙ୍ଗ

ଭୁବନେଶ୍ବର: ସଂସଦରେ ବିଜେଡି ପୁଣି ଥରେ ଉଠାଇବ ସ୍ୱତନ୍ତ୍ର ପାହ୍ୟା ପ୍ରସଙ୍ଗ। ଏହା ସହ ଉଷୁନା ଚାଉଳ ଉଠେଇବା, ଫନିରେ କ୍ଷତିଗ୍ରସ୍ତ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବା, ରେଳବାଇ କ୍ଷେତ୍ରରେ ଅବହେଳା, କୋଇଲା ରୟାଲଟି ଆଦି ପ୍ରସଙ୍ଗ ବିଜୁ ଜନତା ଦଳ ଉଠେଇବ। ୧୮
Read More...

ଆଜି ବି ହଜାରେ ଉପରେ ରହିଛି ସଂକ୍ରମଣ

ଭୁବନେଶ୍ବର: ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ
Read More...

ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ୬ ଜଣ ଶ୍ରମିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ; ଦିଲ୍ଲୀ ଅଲିପୁରରେ ଏକ ବଡ ଦୁର୍ଘଟଣା ଘଟିଛି । ଆଲିପୁରରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ିବା କାରଣରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ଦୁର୍ଘଟଣାରେ ଏବେ ବି ୯ ଜଣ ଶ୍ରମିକ ଫସିରହିଥିବାରୁ ସେମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରାଯାଉଛି | ଏହି ଘଟଣାରେ ୨ ଜଣ
Read More...