କ୍ଷୀର ଅପମିଶ୍ରଣ ଘଟଣା: ମାଷ୍ଟର ମାଇଣ୍ଡ ଗିରଫ
କଟକ: କ୍ଷୀର ଅପମିଶ୍ରଣ କରୁଥିବା ରାକେଟର ପର୍ଦ୍ଦାଫାସ କରିଛି ପୋଲିସ। ଶନିବାର କଟକ ଜିଲ୍ଲାର ଗୁରୁଡିଝାଟିଆ ଅଞ୍ଚଳରେ ଏହି ବେଆଇନ କାର୍ଯ୍ୟର ମାଷ୍ଟରମାଇଣ୍ଡ ଏବଂ ଜଣେ ସହଯୋଗୀଙ୍କୁ ଗିରଫ କରିଛି ପୋଲିସ।
ଗତ ସେପ୍ଟେମ୍ବର ୧୦ରେ ସୂଚନା ପାଇ ପୋଲିସ କୁସୁପାଙ୍ଗିରେ ଏକ କ୍ଷୀର ଟ୍ୟାଙ୍କର!-->!-->!-->…
Read More...
Read More...