ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ମଙ୍କିପକ୍ସକୁ ନେଇ ଗାଇଡ ଲାଇନ ଜାରି

ନୂଆଦିଲ୍ଲୀ; କରୋନା ପରେ ଏବେ ସାରା ବିଶ୍ୱରେ ବଢୁଛି ମଙ୍କିଫକ୍ସ ସଂକ୍ରମିତଙ୍କ ସଂଖ୍ୟା । ଏହାକୁ ନଜରରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗାଇଡ ଲାଇନ ଜାରି କରାଯାଇଛି । ମନ୍ତ୍ରଣାଳୟର ଗାଇଡ ଲାଇନ ମୁତାବକ ବିଦେଶରୁ ଆସୁଥିବା ଲୋକମାନେ ନିଜ ଲୋକଙ୍କ ଠାରୁ
Read More...

ଭୁବନେଶ୍ୱରରେ ହେବ ସାଇନ୍ସ ସିଟି

ଭୁବନେଶ୍ବର: ଶିଶୁ ଓ ଯୁବପୀଢିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏକ ବଡ ନିସ୍ପତ୍ତି ନେଇଛନ୍ତି । କଲିକତାରେ ଥିବା ସାଇନ୍ସ ସିଟି ଭଳି ଭୁବନେଶ୍ବରରେ ପ୍ରତିଷ୍ଠା ସାଇନ୍ସ ସିଟି କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ
Read More...

ରାଜ୍ୟରେ ହଜାରେ ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର : ଲଗାତାର ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ହଜାର ଟପିଲା ଦୈନିକ ସଂକ୍ରମିତ। ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୧୦୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୬୦୯ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୪୩୪ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୧୦୦
Read More...

ଆଜି ସଧ୍ୟାରେ ନବୀନଙ୍କ କୋଭିଡ ସମୀକ୍ଷା ବୈଠକ

ଭୁବନେଶ୍ଵର; ସନ୍ଧ୍ୟାରେ କୋଭିଡ୍ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟ ସଚିବ, ସ୍ଵାସ୍ଥ୍ୟ ସଚିବ ଓ ଉନ୍ନୟନ କମିଶନର ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ। ପ୍ରକାଶ ଥାଉକି, ରାଜ୍ୟରେ ହୁହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା
Read More...

ପ୍ରଶ୍ନପତ୍ର ଲିକ୍ ଯୋଗୁଁ ବାତିଲ ହେଲା ପରୀକ୍ଷା

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ହେବା ପରେ ଆଜିର ଏଜୁକେସନ୍ ୬ଷ୍ଠ ସେମିଷ୍ଟର ପରୀକ୍ଷାକୁ ବାତିଲ କରାଯାଇଛି। ଏନେଇ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ସଂଜୀବ ମିତ୍ତଲ ସୂଚନା ଦେଇଛନ୍ତି।ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି
Read More...

୮୦୦ ଟପିଲା କରୋନା ସଂକ୍ରମଣ; ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ବର: ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି। ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ
Read More...

ସର୍ତକ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ତକ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କୋଭିଡ୍ ମହାମାରୀର ବିପଦ ଏଯାଏଁ ଟଳିନାହିଁ । ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା
Read More...

ଆସନ୍ତା ୧୫ରୁ ମାଗଣାରେ ମିଳିବ କରୋନା ବୁଷ୍ଟର ଡୋଜ୍

ନୂଆଦିଲ୍ଲୀ: ଦେଶରେ ଏବେ ଲଗାତାର କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସେଥିପାଇଁ କେନ୍ଦ୍ର ସରକାର ୧୮-୫୯ ବର୍ଷ ବୟସର ସମସ୍ତ ନାଗରିକଙ୍କୁ କୋଭିଡ ନିରୋଧୀ ଟିକାର ବୁଷ୍ଟର ଡୋଜ ମାଗଣା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଆସନ୍ତା ୧୫ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣାରେ
Read More...

ମହିଳାଙ୍କୁ ଏସିଡ୍ ମାଡ, ଗୁରୁତର ଅବସ୍ଥାରେ ଏସସିବି ସ୍ଥାନାନ୍ତର

ଆଠଗଡ; ସୁଧ କାରବାରକୁ ନେଇ ମହିଳାଙ୍କୁ ଏସିଡ୍ ମାଡ । ଆଠଗଡ ତିଗିରିଆରେ ଜଣେ ୩୬ ବର୍ଷୀୟ ମହିଳାଙ୍କ ଉପରକୁ ଦୁର୍ବୃତ୍ତ ଏସିଡ୍ ଫିଙ୍ଗିଛନ୍ତି । ମହିଳାଙ୍କ ଶରୀରର ୫୦ ପ୍ରତିଶତ ପୋଡି ଯାଇଥିବା ସୂଚନା ରହିଛି । ଗୁରୁତର ମହିଳା ଜଣଙ୍କୁ କଟକ ଏସସିବିକୁ ସ୍ଥାନାନ୍ତରିତ କରାଯାଇଛି । ଭୋର ୪ଟା
Read More...

ସ୍କୁଲକୁ ଫେରିବ କରୋନା କଟକଣା

ଭୁବନେଶ୍ବର; ରାଜଧାନୀର ସମସ୍ତ ସ୍କୁଲ କ୍ୟାମ୍ପସରେ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ । ଖୋର୍ଦ୍ଧାରେ କରୋନା ସଂକ୍ରମଣ ବଢୁଥିବାରୁ ଏବଂ ୧୨ରୁ କମ ବୟସର ପିଲା ଟିକା ନେଇନଥିବାରୁ ଭୁବନେଶ୍ୱର ମହାନଗର ନିଗମ ଏହି ପଦକ୍ଷେପ ନେବାକୁ ଯାଉଛି । ସ୍କୁଲକୁ ଖାଦ୍ୟ ସାମଗ୍ରୀ ନେବା
Read More...