ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ପ୍ରଶ୍ନପତ୍ର ଲିକ୍ ଯୋଗୁଁ ବାତିଲ ହେଲା ପରୀକ୍ଷା

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ହେବା ପରେ ଆଜିର ଏଜୁକେସନ୍ ୬ଷ୍ଠ ସେମିଷ୍ଟର ପରୀକ୍ଷାକୁ ବାତିଲ କରାଯାଇଛି। ଏନେଇ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ସଂଜୀବ ମିତ୍ତଲ ସୂଚନା ଦେଇଛନ୍ତି।ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି
Read More...

୮୦୦ ଟପିଲା କରୋନା ସଂକ୍ରମଣ; ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ବର: ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି। ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ
Read More...

ସର୍ତକ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ତକ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କୋଭିଡ୍ ମହାମାରୀର ବିପଦ ଏଯାଏଁ ଟଳିନାହିଁ । ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା
Read More...

ଆସନ୍ତା ୧୫ରୁ ମାଗଣାରେ ମିଳିବ କରୋନା ବୁଷ୍ଟର ଡୋଜ୍

ନୂଆଦିଲ୍ଲୀ: ଦେଶରେ ଏବେ ଲଗାତାର କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସେଥିପାଇଁ କେନ୍ଦ୍ର ସରକାର ୧୮-୫୯ ବର୍ଷ ବୟସର ସମସ୍ତ ନାଗରିକଙ୍କୁ କୋଭିଡ ନିରୋଧୀ ଟିକାର ବୁଷ୍ଟର ଡୋଜ ମାଗଣା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଆସନ୍ତା ୧୫ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣାରେ
Read More...

ମହିଳାଙ୍କୁ ଏସିଡ୍ ମାଡ, ଗୁରୁତର ଅବସ୍ଥାରେ ଏସସିବି ସ୍ଥାନାନ୍ତର

ଆଠଗଡ; ସୁଧ କାରବାରକୁ ନେଇ ମହିଳାଙ୍କୁ ଏସିଡ୍ ମାଡ । ଆଠଗଡ ତିଗିରିଆରେ ଜଣେ ୩୬ ବର୍ଷୀୟ ମହିଳାଙ୍କ ଉପରକୁ ଦୁର୍ବୃତ୍ତ ଏସିଡ୍ ଫିଙ୍ଗିଛନ୍ତି । ମହିଳାଙ୍କ ଶରୀରର ୫୦ ପ୍ରତିଶତ ପୋଡି ଯାଇଥିବା ସୂଚନା ରହିଛି । ଗୁରୁତର ମହିଳା ଜଣଙ୍କୁ କଟକ ଏସସିବିକୁ ସ୍ଥାନାନ୍ତରିତ କରାଯାଇଛି । ଭୋର ୪ଟା
Read More...

ସ୍କୁଲକୁ ଫେରିବ କରୋନା କଟକଣା

ଭୁବନେଶ୍ବର; ରାଜଧାନୀର ସମସ୍ତ ସ୍କୁଲ କ୍ୟାମ୍ପସରେ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ । ଖୋର୍ଦ୍ଧାରେ କରୋନା ସଂକ୍ରମଣ ବଢୁଥିବାରୁ ଏବଂ ୧୨ରୁ କମ ବୟସର ପିଲା ଟିକା ନେଇନଥିବାରୁ ଭୁବନେଶ୍ୱର ମହାନଗର ନିଗମ ଏହି ପଦକ୍ଷେପ ନେବାକୁ ଯାଉଛି । ସ୍କୁଲକୁ ଖାଦ୍ୟ ସାମଗ୍ରୀ ନେବା
Read More...

ରାଷ୍ଟ୍ରପତି ନିର୍ବାଚନ ପାଇଁ ପହଁଞ୍ଚିଲା ବାଲାଟ ବକ୍ସ

ଭୁବନେଶ୍ବର; ଆସନ୍ତା ୧୮ ତାରିଖରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି ବାଲାଟ ବକ୍ସ। ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ ଭୁବନେଶ୍ୱର ବିମାନବନ୍ଦରରୁ ବିଧାନସଭାକୁ ଅଣାଯାଇଥିଲା। ନିର୍ବାଚନ
Read More...

ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ
Read More...

କରୋନା ସଂକ୍ରମଣ ବଢ଼ାଇଲା ଚିନ୍ତା

ଭୁବନେଶ୍ବର: ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୪ ଦିନ ହେବ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫ଶହ ଉପରେ ରହୁଛି । ଲୋକେ ଯେତେ କରୋନାକୁ ନିୟମକୁ ଅଣଦେଖା କରୁଛନ୍ତି, ଭୂତାଣୁ ସେତେ ମାତ୍ରାରେ ମାଡ଼ିଚାଲିଛି । ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ୪ ଜିଲ୍ଲା ରେଡ୍‌
Read More...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଢେଙ୍କାନାଳ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବ୍ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆଜି ସକାଳେ ଦୁଷ୍ମନ୍ତଙ୍କ ଢ଼େଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ପୈତୃକ ଘର ,ଟାଉନ
Read More...