ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ରାଉରକେଲାରେ ଗଡିବ ‘ମୋ ବସ୍’

ରାଉରକେଲା; ଭୁବନେଶ୍ୱର, କଟକ ଓ ପୁରୀ ପରେ ଏଣିକି ଇସ୍ପାତ ନଗରୀରେ ଗଡ଼ିବ ମୋ ବସ୍ । ହକି ବିଶ୍ୱକପ ପୂର୍ବରୁ ମୋ ବସ ସେବାରେ ସାମିଲ ହେବ ଅଧିକ ୩୦ଟି ବସ୍‌ । ୩୦ଟି ପ୍ରଦୂଷଣ ମୁକ୍ତ ତଥା ଶୀତତାପ ନିୟନ୍ତ୍ରିତ ଇକେକ୍ଟ୍ରିକ ବସ୍‌। ବିଶ୍ବକପ୍ ପୂର୍ବରୁ ୨୫ଟି ବସ୍ କ୍ରୁଟ ପକ୍ଷରୁ
Read More...

ମଙ୍ଗଳନାଥଙ୍କୁ ପୂଜା କଲେ ଦୂର ହୋଇଥାଏ ମଙ୍ଗଳ ଦୋଷ

ଉଜ୍ଜୟିନୀ; ଉଜ୍ଜୟିନୀକୁ ମହାକାଳଙ୍କ ନଗରୀ କୁହାଯାଇଥାଏ । ଏହି ପବିତ୍ର ସ୍ଥାନରେ ବହିଯାଇଛି ସିପ୍ରା ନଦୀ । ଏହି ପବିତ୍ର ତଟର ପାଦ ଦେଶରେ ଅମଙ୍ଗଳକୁ ମଙ୍ଗଳରେ ପରିବର୍ତ୍ତନ କରିବା ପାଇଁ ପୂଜା ପାଇଥାନ୍ତି ଭଗବାନ ମଙ୍ଗଳନାଥ । ଦେଶରେ ମଙ୍ଗଳ ଭଗବାନଙ୍କର ଅନେକ ମନ୍ଦିର ରହିଛି କିନ୍ତୁ ଭଗବାନ
Read More...

ବିମାନ ଦୋହଲିବାରୁ ୩୬ ଯାତ୍ରୀ ଆହତ

ହନଲୁଲୁ; ଲ୍ୟାଣ୍ଡିଂର ଅଧଘଣ୍ଟା ପୂର୍ବରୁ ମଝି ଆକାଶରେ ଦୋହଲିଲା ବିମାନ । ଘଟଣାରେ ୩୬ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏଥିସହିତ ୨୦ ଜଣଙ୍କୁ ଏମରେଜନ୍ସି ଚିକିତ୍ସା ପାଇଁ ହନଲୁଲୁ ମେଡିକାଲ ସର୍ଭିସେସ୍‌କୁ ପଠାଯାଇଛି । ଆହତ
Read More...

ମିସେସ୍‌ ଓ୍ଵାଲ୍ଡ ମୁକୁଟ ପିନ୍ଧିଲେ ସରଗମ କୌଶଲ

ଆମେରିକା; ୨୧ ବର୍ଷ ପରେ ଭାରତକୁ ମିଳିଲା ମିସେସ୍ ଓ୍ବାଲ୍ଡ ଟାଇଟଲ୍ । ୨୦୨୨-୨୩ର ମିସେସ୍‌ ଓ୍ଵାଲ୍ଡ ମୁକୁଟ ପିନ୍ଧିଲେ ସରଗମ କୌଶଲ । ଲସ ଭେଗସରେ ଚାଲିଥିବା ଗାଲା ଇଭେଣ୍ଟରେ ଜମ୍ମୁ ଓ କାଶ୍ମୀରର ବାସିନ୍ଦା ଏହି ଟାଇଟଲର ଅଧିକାରୀ ହୋଇଛନ୍ତି । ୬୩ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ
Read More...

ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ

ନେପାଳ; ବିଳମ୍ବିତ ରାତିରେ ନେପାଳରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୪.୫ ଥିବା ରେକର୍ଡ କରାଯାଇଛି । ସୂଚନା ମୁତାବକ, ଗତକାଲି ରାତି ୧୦ଟା ୫୩ ମିନିଟ୍‌ରେ ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଫଳରେ ଲୋକେ ଭୟଭୀତ ହୋଇଯାଇଥିଲେ। ଏପରିକି କିଛି ଲୋକେ ଭୟରେ ଘରୁ
Read More...

ହକି ବିଶ୍ୱକପରେ ଗୀତ ଗାଇବେ ଆଦିବାସୀ ଝିଅ ନମିତା

ଭୁବନେଶ୍ବର; ହକି ବିଶ୍ୱକପ ଜରିଆରେ ସାରା ବିଶ୍ବ ଶୁଣିବ ଆଦିବାସୀ ଝିଅର ସ୍ବର । ଉଦଘାଟନୀ ସମାରୋହରେ ଗୀତ ଗାଇବେ ଓଡ଼ିଆ ଝିଅ ନମିତା ମେଲେକା । ବିଶ୍ୱକପ ହକିରେ ଗୀତ ଗାଇବା ପାଇଁ ନମିତାଙ୍କୁ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ପାରିଶ୍ରମିକ ବାବଦକୁ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି । ଏହି ଗୀତ
Read More...

ହକି ବିଶ୍ବକପ ପାଇଁ ଆଜିଠୁ ଅଫ୍‌ଲାଇନ୍ ଟିକେଟ ବିକ୍ରି

ଭୁବନେଶ୍ବର; ଆରମ୍ଭ ହେଲା ହକି ମହାକୁମ୍ଭ ପାଇଁ କାଉଣ୍ଟଡାଉନ । ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହେବ ହକି ବିଶ୍ବକପ । ଏଥିପାଇଁ ଆଜିଠୁ ଅଫ୍‌ଲାଇନ୍ ଟିକେଟ ବିକ୍ରି ହେବ । ଉଭୟ ଭୁବନେଶ୍ୱର ଓ ରାଉଲକେଲାରେ ବିକ୍ରି ହେବ ଏହି ଟିକେଟ୍ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ୮ ନମ୍ବର ଗେଟ୍ ଏବଂ
Read More...

ଭଙ୍ଗାରୁଜା ଘଟଣାରେ ଆଉ ୩ ଆଇନଜୀବୀ ଗିରଫ

ସମ୍ବଲପୁର; ହାଇକୋର୍ଟ ବେଞ୍ଚ ସ୍ଥାପନ ପାଇଁ ସମ୍ବଲପୁରରେ ହୋଇଥିବା ଆନ୍ଦୋଳନ ଘଟଣାରେ ବଢୁଛି ଗିରଫଦାରୀ । ଆଉ ୩ ଜଣ ଆଇନଜୀବୀଙ୍କୁ ଗିରଫ କରିଛି ପୁଲିସ୍‌ । ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଆଇନଜୀବୀ ଅଛନ୍ତି । ଗିରଫ ଆଇନଜୀବୀମାନେ ହେଉଛନ୍ତି- ବିଷ୍ଣୁପ୍ରିୟା ଭୋଇ, ସେବତୀ ବନ୍‌ଛୋର ଏବଂ
Read More...

ନୌସେନାରେ ସାମିଲ ହେଲା ଆଇଏନଏସ୍ ମୋର୍ମୁଗାଓ

ନୂଆଦିଲ୍ଲୀ; ଶକ୍ତିଶାଳୀ ହେଉଛି ଭାରତୀୟ ନୌସେନା । ସମୁଦ୍ରରେ ନିଜର ଉପସ୍ଥିତି ଜାହିର କରିବ ଭାରତର ବାହୁବଳୀ ମୋର୍ମୁଗାଓ । ପି-୧୫୮ ଷ୍ଟେଲଥ ଗାଇଡେଡ ମିସାଇଲ ଡେଷ୍ଟ୍ରୟର ଭାବେ ପରିଚିତ ମୋର୍ମୁଗାଓକୁ ନୌସେନାକୁ ସମର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସ୍ୱଦେଶୀ ଜ୍ଞାନ
Read More...

କିଏ ହାତେଇବ ଟାଇଟଲ

କତାର; ଆଜି ଫିଫା ବିଶ୍ୱକପ ଫାଇନାଲ ମୁକାବିଲା । ଫାଇନାଲ ଟ୍ରଫି ପାଇଁ ଆଜି ରାତି ସାଢେ ୮ଟାରେ କତାରର ଲୁସାଇଲ ଆଇକନିକ୍ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଆର୍ଜେଣ୍ଟିନା-ଫ୍ରାନ୍ସ । ଫୁଟବଲ ରୢାଙ୍କର ୪ ନମ୍ବରରେ ଥିବା ଫ୍ରାନ୍ସ ଓ ତିନି ନମ୍ବରରେ ଥିବା ଆର୍ଜେଟିଂନା ଦୁଇଟି ଲେଖାଏଁ ବିଶ୍ୱକପ
Read More...