ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

କାହାକୁ କେଉଁ ବିଭାଗ ଦେଲେ ନବୀନ, ଜାଣନ୍ତୁ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ଏଥର ମଧ୍ୟ ମନ୍ତ୍ରୀ ହୋଇଛନ୍ତି ଓ ପୂର୍ବ ଦାୟିତ୍ୱ
Read More...

ସମ୍ବଲପୁର ଜୁଜୁମୁରାରେ ‘କାର୍ଯ୍ୟକର୍ତା ସମାବେଶ’କୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ

ରାଜ୍ୟରେ ୨୨ ବର୍ଷର ଲମ୍ବା ଶାସନରେ ଗରିବଙ୍କୁ କ'ଣ ମିଳିଛି ବୋଲି ପ୍ରଶ୍ନମୋଦିଙ୍କ ଲୋକପ୍ରିୟତା ବଢ଼ିବା ଡ଼ରରେ ଆୟୁଷ୍ମାନ ଯୋଜନା ଲାଗୁ ନହେବା ଚିନ୍ତାର ବିଷୟକାର୍ଯ୍ୟକର୍ତା ସମାବେଶରେ ବିପୁଳ ଜନସମାବେଶ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାର ପ୍ରତିଫଳନଜନଜାତି ଯୁବକ ଇସାକ୍
Read More...

ମନ୍ତ୍ରୀମଣ୍ଡଳର ନବକଳେବର: ନୂଆମନ୍ତ୍ରୀ କାଲି ନେବେ ଶପଥ

ଭୁବନେଶ୍ୱର:ମନ୍ତ୍ରୀମଣ୍ଡଳର ହେଲା ନବକଳେବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନିଜ ମନ୍ତ୍ରିମଣ୍ଡଳର ନବକଳେବର କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିବାବେଳେ ଆସନ୍ତାକାଲି ଦିନ ୧୧ଟା ୪୫ମିନିଟରେ ନୂଆ ମନ୍ତ୍ରୀମାନେ ଶପଥ ନେବେ। ଲୋକସେବା ଭବନର
Read More...

ମହାରାଷ୍ଟ୍ରରେ ପୁଣି ବଢ଼ିଲା କରୋନା ସଂକ୍ରମଣ

ମହାରାଷ୍ଟ୍ର: କରୋନାର ତିନୋଟି ଲହରରେ ସବୁଠୁ ଅଧିକ ପ୍ରଭାବିତ ରାଜ୍ୟ ଭିତରେ ମହାରାଷ୍ଟ୍ର ଥିଲା । ବିଶେଷକରି ମୁମ୍ବାଇ ସହରର ସଂକ୍ରମଣ ସବୁଠୁ ଚିନ୍ତାର କାରଣ ପାଲଟିଥିଲା । ଏବେ ପୁଣି ସେଠାରେ ସଂକ୍ରମଣ ବଢ଼ିଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧୦୪୫ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ
Read More...

ବ୍ରଜରାଜନଗରରେ ବିଜେଡିର ବାଜିମାତ୍:ଜିତିଲେ ଅଳକା

ଝାରସୁଗୁଡ଼ା: ବ୍ରଜରାଜନଗର ଉପ-ନିର୍ବାଚନରେ ବିପୁଳ ଭୋଟ୍‌ରେ ବାଜିମାତ କଲା ବିଜେଡି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର କିଶୋର ପଟେଲଙ୍କୁ ୬୬,୧୨୨ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଛନ୍ତି। ଅଳକା ମହାନ୍ତି ସମୁଦାୟ ୯୩ ହଜାର ୯୫୩ ଖଣ୍ଡ ଭୋଟ ପାଇଛନ୍ତି।
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ରାଜ୍ୟ ସରକାରଙ୍କ ବଡ଼ ବିଜୟ

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ରାଜ୍ୟ ସରକାରଙ୍କ ବଡ଼ ବିଜୟ। ଉଭୟ ଆବେଦନକାରୀଙ୍କ ମାମଲା ଖାରଜ କଲେ ସୁପ୍ରିମକୋର୍ଟ। ଏହି ବିଜୟ ପରେ ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ଵିଟ୍। ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ । ଜୟ ଜଗନ୍ନାଥ
Read More...

ଝଲସିବ ମା’ ଶାରଳା ମନ୍ଦିର: ଖର୍ଚ୍ଚ ହେବ ୪୨ କୋଟି

ଭୁବନେଶ୍ବର; ରାଜ୍ୟର ପ୍ରାଚୀନ ଶକ୍ତିପୀଠ ମା’ ତାରାତାରିଣୀ ଓ ମା’ କଟକ ଚଣ୍ଡୀଙ୍କ ପରେ ଝଙ୍କଡ଼ସ୍ଥିତ ଶାରଳା ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି । ପ୍ରଥମ
Read More...

ଚଳିତବର୍ଷ ରଥଯାତ୍ରା ପାଇଁ ଗଡିବ ୪୦ ଟି ସ୍ବତନ୍ତ୍ର ଟ୍ରେନ୍

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଯାତ୍ରୀଙ୍କ ସୁବିଧାରେ ଆଗମନ ନିମନ୍ତେ ଚାଲିବ ୪୦ଟି ସ୍ୱତନ୍ତ୍ର ଟ୍ରେନ। ରଥଯାତ୍ରା ଠାରୁ ସୁନାବେଶ ମଧ୍ୟରେ ୧୩୭ଟି ଅତିରିକ୍ତ ଟ୍ରେନ୍ ଚଳାଚଳ କରିବ। ଚଳାଚଳ କରୁଥିବା ଟ୍ରେନ ଗୁଡ଼ିକରେ ମୋଟ ୧୫୦ଟି ଅଧିକ କୋଚ୍ ଲାଗିବ। ଏଥିନିମନ୍ତେ ପୁରୀ ଷ୍ଟେଶନରେ
Read More...

ମଙ୍କିପକ୍ସ ପାଇଁ କେନ୍ଦ୍ର ସରକାର ଆଣିଲେ ମାର୍ଗଦର୍ଶିକା

ନୂଆଦିଲ୍ଲୀ: ବିଶ୍ୱରେ ଦୃତ ଗତିରେ ବ୍ୟାପିବା ଆରମ୍ବ କରିଛି ମଙ୍କିପକ୍ସ ସଂକ୍ରମଣ । ଏ ପର୍ଯ୍ୟନ୍ତ ବିଶ୍ୱର ୨୩ଟି ଦେଶରେ ବ୍ୟାପିସାରିଛି ଏହି ମାରାତ୍ମକ ଭୂତାଣୁ । ସାରା ବିଶ୍ୱରେ ମୋଟ ୨୫୭ ଜଣ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହୋଇସାରିଛନ୍ତି । ଏହାରି ଭିତରେ ମଙ୍କିପକ୍ସକୁ ନେଇ ନୂଆ
Read More...

ସ୍କୁଲ ରୂପାନ୍ତରଣ ପିଲାଙ୍କ ସ୍ୱପ୍ନରେ ଡେଣା ଲଗାଇଛି: ମୁଖ୍ୟମନ୍ତ୍ରୀ

ଆଜି ଗୋଟିଏ ଦିନରେ ୫ଟି ଜିଲ୍ଲାର ରେକର୍ଡ ୫୩୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତପିଲାମାନଙ୍କୁ ୫-ଟିର ମହତ୍ତ୍ବ ବୁଝାଇଲେ ମୁଖ୍ୟମନ୍ତ୍ରୀସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନରେ ଡେଣା ଯୋଡିଛିଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ, ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌
Read More...