ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ପଦ୍ମପୁରରେ ପୁଣି ଶଙ୍ଖନାଦ,ବାଜି ମାରିନେଲା ବିଜେଡି

ଭୁବନେଶ୍ୱର: ସବୁ କଳ୍ପନଜଳ୍ପନାର ଅନ୍ତ ଘଟିଛି। ପଦମପୁର ଉପନିର୍ବାଚନ ବାଜି ଜିତିଛି ବିଜେଡି। ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୪୨,୦୬୫ ଭୋଟରେ ପରାସ୍ତ କରିଛନ୍ତି । ଗଣତି ଆରମ୍ଭରୁ ହିଁ ବର୍ଷା ବିଜେପି ପ୍ରାର୍ଥୀଙ୍କ ଉପରେ
Read More...

ବଙ୍ଗୋପସାଗର ରେ ସୃଷ୍ଟି ହେଲା ବାତ୍ୟା ‘ ମାଣ୍ଡୋସ ‘

ଓଡ଼ିଶା ରେ କାଲି ଠାରୁ ଶୀତ କମିବ ।ଆକାଶ ମେଘାଚ୍ଛନ୍ନ ରହିବା ସହ ଦକ୍ଷିଣ, ଆଭ୍ୟନ୍ତର ଓଡ଼ିଶା ରେ ଅଳ୍ପ ବର୍ଷା ସମ୍ଭାବନା !! ଭୁବନେଶ୍ବର; ପୂର୍ବାନୁମାନ ଅନୁଯାୟୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସକ୍ରିୟ ରହିଛି ବାତ୍ୟା ମଣ୍ଡୋସ । ଏହି ବାତ୍ୟା ର ନାମ କରଣ ୟୁଏଇ ଦେଶ କରିଛି
Read More...

ୱେଟଲିଫ୍ଟିଂ ଓ୍ଵାଲର୍ଡ ଚାମ୍ପିଅନସିପରେ ରୌପ୍ୟ ଜିତିଲେ ମୀରାବାଈ ଚାନୁ

କଲମ୍ବିଆ; ୱେଟଲିଫ୍ଟିଂ ଓ୍ଵାଲର୍ଡ ଚାମ୍ପିଅନସିପରେ ଇତିହାସ ରଚିଲେ ଅଲିମ୍ପିକ ରୌପ୍ୟ ବିଜେତା ମୀରାବାଈ ଚାନୁ । ଭାରୋତ୍ତୋଳନ ବିଶ୍ୱ ଚାମ୍ପିଅନସିପରେ ୨୦୦ କିଗ୍ରା ଓଜନ ଉଠାଇ ରୌପ୍ୟ ପଦକ ହାସଲ କରିଛନ୍ତି । ମୀରାବାଈ ରୌପ୍ୟ ଜିତିଥିବା ବେଳେ ଚୀନର ଜିୟାଙ୍ଗ ହୁଇହୁଆ ୨୦୬ କିଗ୍ରା ଓଜନ ଉଠାଇ
Read More...

ବାଜି ମାରିନେଲା କେଜ୍ରଓ୍ବାଲଙ୍କ ‘ଝାଡୁ’

ନୂଆଦିଲ୍ଲୀ; ୧୫ ବର୍ଷ ପରେ କ୍ଷମତାରୁ ବିଦା ହେଲା ବିଜେପି । ଏମ୍‌ସିଡିରେ ବାଜି ମାରିନେଲା ଅରବିନ୍ଦ କେଜ୍ରଓ୍ବାଲଙ୍କ ଝାଡୁ । ଦିଲ୍ଲୀ ଏମ୍‌ସିଡି ନିର୍ବାଚନରେ ଐତିହାସିକ ବିଜୟ ହାସଲ କରିଛି ଆପ୍‌ । ବିପୁଳ ଜନମତ ସହ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେସନ୍‌ ଦଖଲ କରିଛି ଆମ୍‌ ଆଦମୀ ପାର୍ଟି ।
Read More...

ଗଭୀର ବୋରେୱେଲ ଭିତରେ ୮ ବର୍ଷର ବାଳକ

ମଧ୍ୟପ୍ରଦେଶ; ରାହୁଲ ଘଟଣାର ପୁନରାବୃତ୍ତି। ପୁଣି ଗଭୀର ବୋରେୱେଲ ଭିତରେ ଖସିପଡ଼ିଛି ଏକ ୮ ବର୍ଷର ବାଳକ । ପ୍ରାୟ ୪୦୦ ଫୁଟ ଗଭୀର ରହିଛି ବୋରେଓ୍ୱଲଟି କିନ୍ତୁ ପିଲାଟି ୬୦ ଫୁଟରେ ଅଟକି ରହିଥିବା ଜଣାପଡିଛି । ଏହି ଅଭାବନୀୟ ଘଟଣାଟି ମଧ୍ୟପ୍ରେଦଶର ବେତୁଲ ଜିଲ୍ଲାର ମାଣ୍ଡଭି ଗାଁରେ ଘଟିଛି ।
Read More...

ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ; ଆଜିଠାରୁ ଆରମ୍ଭ ହୋଇଗଲା ସଂସଦର ଶୀତକାଳୀନ ଅଧିବେଶନ । ଆସନ୍ତା ୨୯ ତାରିଖ ଯାଏ ଚାଲିବ ଏହି ଅଧିବେଶନ । ଏହି ଅଧିବେଶନ କାଳରେ ମୋଟ ୧୭ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଏଥିରେ ବହୁ ଗୁରୁତ୍ବପୂର୍ଣ୍ଣ ବିଲ୍ ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ଚଳିତ ଅଧିବେଶନରେ ପ୍ରାୟ ୧୬ଟି
Read More...

ରାଗିଂ ଅଭିଯୋଗରେ ୭ ଛାତ୍ର ସସପେଣ୍ଡ

ବ୍ରହ୍ମପୁର; ବ୍ରହ୍ମପୁର ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବିଦ୍ୟାଳୟର ଆଣ୍ଟି ରାଗିଂ କମିଟି । ରାଗିଂ ଅଭିଯୋଗରେ ୭ ଜଣ ଛାତ୍ରଙ୍କୁ ସସପେଣ୍ଡ କରିଛନ୍ତି ବିଦ୍ୟାଳୟର ଅଧ୍ୟକ୍ଷ । ତେବେ ବିଦ୍ୟାଳୟର ଆଣ୍ଟି ରାଗିଂ କମିଟିର ତଦନ୍ତ
Read More...

ଏଣିକି ମହଙ୍ଗା ହେବ ଋଣ

ନୂଆଦିଲ୍ଲୀ; ପୁଣି ବଢିଲା ରେପୋ ରେଟ୍‌ । ଲଗାତାର ପଞ୍ଚମ ଥର ପାଇଁ ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଚଳିତ ବର୍ଷ ରେପୋ ରେଟ୍‌ ବୃଦ୍ଧି କରିଛି । ଲଗାତାର ତିନି ଥର ରେପୋ ରେଟ୍ ୫୦ ବେସିସ୍ ପଏଂଟ ବଢିବା ପରେ ଏଥର ୩୫ ବେସିସ୍ ପଏଂଟ ବଢାଇଛି ଭାରତୀୟ ରଜର୍ଭ ବ୍ୟାଙ୍କ । ରେପୋ ରେଟ୍ ୦.୩୫%
Read More...

ହ୍ୟାକରଙ୍କ ଟାର୍ଗେଟରେ ଆଇସିଏମଆର

ନୂଆଦିଲ୍ଲୀ; ଦିନକୁ ଦିନ ବଢୁଛି ହ୍ୟାକରଙ୍କ ଦୌରାତ୍ମ୍ୟ । ପୂର୍ବରୁ ଦିଲ୍ଲୀ ଏମ୍ସ, ପରେ ଜଳଶକ୍ତି ମନ୍ତ୍ରାଳୟର ଟ୍ବିଟର ଆକାଉଣ୍ଟ ଆଉ ଏବେ ଆଇସିଏମଆର ଓ୍ବେବସାଇଟ୍ ଉପରେ ଆଟାକ କରିଛନ୍ତି ହ୍ୟାକର । ଦିଲ୍ଲୀ ଏମ୍ସର ସର୍ଭର ହ୍ୟାକକୁ କିଛିଦିନ ବିତିଯାଇଛି, ହେଲେ ଏବେ ବି ସମ୍ପୂର୍ଣ୍ଣ ଭାବେ
Read More...

ରାଜଧାନୀରେ ଅଳିଆ ଉଠେଇବ ‘ଜଟାୟୁ’

ଭୁବନେଶ୍ବର; ପରିମଳ ବ୍ୟବସ୍ଥା ପାଇଁ ଆଉ ଏକ ପାଦ ଆଗକୁ ବଢାଇଛି ଭୁବନେଶ୍ୱର ମହାନଗର ନିଗମ । ଅତ୍ୟାଧୁନିକ ମେସିନ୍ ‘ଜଟାୟୁ’ ଜରିଆରେ ଆରମ୍ଭ ହୋଇଛି ସଫେଇ । ସମସ୍ତ ପ୍ରକାରର ଆବର୍ଜନା ଉଠାଇବା ପାଇଁ ଏହି ମେସିନ୍ କ୍ଷମତା ରଖିଛି । ଏହି ମେସିନ୍ କ୍ଷମତା ୧.୫ ଟନ୍ ରହିଛି । ୯ ଇଞ୍ଚ ମୋଟେଇ
Read More...