ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଆଜିଠୁ ପଞ୍ଚୁକ ବ୍ରତ, ଭର୍ଚ୍ଚୁଆଲରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ଆଠଗଡ; ଆଜିଠୁ ଆରମ୍ଭ ପବିତ୍ର ପଞ୍ଚୁକ ବ୍ରତ। ପଞ୍ଚକ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଓ ବେଶ ଅନୁଷ୍ଠିତ ହୋଇଛି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଆଜି ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ ।
Read More...

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଗୁଳିମାଡ଼

ଇସଲମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ହୋଇଛି ଗୁଳିମାଡ଼। ଏକ ରାଲିରେ ଯାଉଥିବା ବେଳେ ଇମ୍ରାନ ଖାନଙ୍କ କଣ୍ଟେନର ଉପରକୁ ଖୋଇଛି ଆଖିବୁଜା ଫାୟାରିଂ। ଏକ ରାଜନୈତିକ କାର୍ଯ୍ୟକ୍ରମ ଚାଲିଥିଲାବେଳେ ହୋଇଛି ଗୁଳିମାଡ  । ଗୁଳି ମାଡରେ ଇମ୍ରାନ ଖାନ୍ ଗୁରୁତର ଭାବେ 
Read More...

ପଳାତକ ବିଜୟ ମାଲ୍ୟାଙ୍କୁ ଲାଗିଲା ଝଟକା

ନୂଆଦିଲ୍ଲୀ; ପଳାତକ ବିଜୟ ମାଲ୍ୟାଙ୍କୁ ଲାଗିଲା ଆଉ ଏକ ଝଟକା । ସୁପ୍ରିମକୋର୍ଟରେ କେସ୍ ଲଢିବାକୁ ମନା କରିଦେଇଛନ୍ତି ତାଙ୍କ ଓକିଲ । ଜଷ୍ଟିସ୍ ଚନ୍ଦ୍ରଚୂଡ ଓ ହିମା କୋହଲିଙ୍କ ଖଣ୍ଡପୀଠକୁ ସେ କହିଛନ୍ତି, ମାଲ୍ୟା ଏବେ ସମ୍ଭବତଃ ବ୍ରିଟେନରେ ଅଛନ୍ତି । ହେଲେ ତାଙ୍କ ପାଖରେ କେବଳ ତାଙ୍କର ଇମେଲ୍
Read More...

ଗୁଜରାଟ ନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ; ବାଜିଲା ଗୁଜରାଟ ସାଧାରଣ ନିର୍ବାଚନ ପାଇଁ ବିଗୁଲ । ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଗତଥର ଭଳି ୨ଟି ପର୍ଯ୍ୟାୟରେ ନିର୍ବାଚନ ହେବ । ଗୁଜରାଟରେ ଡିସେମ୍ବର ୧ ଓ ୫ରେ ବିଧାନସଭା ନିର୍ବାଚନ ହେବ ଏବଂ ୮ ଡିସେମ୍ବରରେ ଫଳାଫଳ ଆସିବ ।
Read More...

ନେତା ବାଛିବେ ଧାମନଗରବାସୀ

ଧାମନଗର; ଆଜି ଧାମନଗର ଉପନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ ହୋଇଯାଇଛି । ସକାଳ ୭ ରୁ ଭୋଟିଂ ଆରମ୍ଭ ହୋଇଯାଇଛି।। ଧାମନଗରର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ଭୋଟଦାନ ଅଧିକାର ସାବ୍ୟସ୍ତ କରିବେ । ମଇଦାନରେ ଅଛନ୍ତି ୫ ପ୍ରାର୍ଥୀ । ଭୋଟରମାନେ ଭୋଟ ପରିଚୟ ପତ୍ର ଛଡା ୧୨ଟି ଅନ୍ୟ
Read More...

ସାମାଜିକ ସୁରକ୍ଷା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ ଯୋଜନା ଏକ ଭଲ ପ୍ରୟାସ

ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସମୀକ୍ଷାସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ୫୦୦ ଘରୋଇ ହସ୍ପିଟାଲ ତାଲିକାଭୁକ୍ତ, ସେଥିମଧ୍ୟରୁ ୯୮ଟି ରାଜ୍ୟ ବାହାରେଯୋଜନା ଆରମ୍ଭରୁ ଆଜି ପର୍ଯ୍ୟନ୍ତ ୫,୪୫,୩୩୯ ହିତାଧିକାରୀଙ୍କ ପାଇଁ ୧୧୯୧ କୋଟି ଟଙ୍କା ଖର୍ଚ୍ଚ ଭୁବନେଶ୍ବର;
Read More...

ବିରାଟ ମନ୍ତ୍ର ଶୁଣି ରାହୁଲ ଫର୍ମକୁ ଫେରିଲେ

ଆଡିଲେଡ; ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ ଉପରେ ଏବେ ପୂରା ଭାରତର ନଜର ରହିଛି। ଆଜି ମ୍ୟାଚ୍ ଜିତିଲେ, ଭାରତ ସେମିଫାଇନାଲ ଯିବ। ହେଲେ ଏଥିରେ ଯେଉଁ ଭୟଟି ରହିଥିଲା, ତାହା ହେଲା, ଓପନର୍ କେ ଏଲ୍ ରାହୁଲଙ୍କ ପ୍ରଦର୍ଶନ। ଏଯାଏ ଅତ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରି ଆସୁଥିଲେ ରାହୁଲ। ଏମିତି ଯେ
Read More...

ପଞ୍ଚୁକରେ କେମିତି ରହିବ ପାଣିପାଗ, ଜାଣନ୍ତୁ

ଭୁବନେଶ୍ବର; ଦିନକ ପରେ କାର୍ତ୍ତିକ ମାସର ବହୁ ପ୍ରତୀକ୍ଷିତ ସମୟ ଆସିବ। ପଞ୍ଚୁକ ଉପରେ ସମସ୍ତଙ୍କ ନଜର ରହିଛି। ବିଶେଷକରି ବଡ଼ି ଭୋରରୁ ଉଠି ଗାଧୋଇ ସମସ୍ତେ ଠାକୁର ଦର୍ଶନ ପାଇଁ ମନ ବଳାଇଥାନ୍ତି। କିଛି କିଛି ସମୟରେ ଶୀତ ଏଥିରେ ବାଧକ ସାଜିଥାଏ। ହେଲେ ଏଥର ପାଣିପାଗ ପଞ୍ଚୁକ ପାଇଁ ପୂରା
Read More...

ଡିଜ୍‌ନୀ ଲ୍ୟାଣ୍ଡରେ ହଜାର ହଜାର ଲୋକ ବନ୍ଦୀ

ସାଘାଂଇ; କରୋନା ଆକ୍ରାନ୍ତ ଚିହ୍ନଟ ହେବା ପଡିଲା ମହଙ୍ଗା । ଜଣଙ୍କ ପାଇଁ ହଜାର ହଜାର ଲୋକ ବନ୍ଦୀ ହୋଇଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ଚୀନ୍‌ର ଶାଙ୍ଘାଇରେ । ଡିଜ୍‌ନୀ ଲ୍ୟାଣ୍ଡ ବୁଲିବାକୁ ଆସିଥିବା ଜଣେ ମହିଳା କରୋନା ପଜିଟିଭ ଚିହ୍ନଟ ହେବା ପରେ ପାର୍କରେ ଥିବା ସମସ୍ତ ଯାତ୍ରୀଙ୍କୁ
Read More...

ଟ୍ୱିଟରର ନୂଆ ବସ୍ ଆଣିଲେ ନୂଆ ନିୟମ

ନୂଆଦିଲ୍ଲୀ; ନିକଟରେ ଟ୍ୱିଟରର ମାଲିକାନା ହାତେଇଥିବା ଏଲନ ମସ୍କ ଏହି ନୂଆ ନିୟମ କରିଛନ୍ତି। ଟ୍ୱିଟରର ବ୍ଲୁଟିକ୍‌, ଏବେ ୟୁଜରଙ୍କ ପାଇଁ ମହଙ୍ଗା ହୋଇଛି। ଏଣିକି ବ୍ଲୁ–ଟିକ୍‌ ବ୍ୟବହାରକାରୀଙ୍କୁ ମାସିକ ଦେୟ ହିସାବରେ ଦେବାକୁ ପଡ଼ିବ ୬୬୧.୭୨ ଟଙ୍କା । ମାଇକ୍ରୋବ୍ଲଗିଂ ସାଇଟ୍‌ ଟ୍ୱିଟରର
Read More...