ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଦିଲ୍ଲୀର ଉପରାଜ୍ୟପାଳ ହେଲେ ବିନୟ କୁମାର ସାକସେନା

ନୂଆଦିଲ୍ଲୀ: ଆଜି ଦିଲ୍ଲୀର ଉପରାଜ୍ୟପାଳ ଭାବେ ବିନୟ କୁମାର ସାକ୍‌ସେନା ଶପଥ ଗ୍ରହଣ କରିଛନ୍ତି। ଆଜି ରାଜ ନିବାସରେ ଆୟୋଜିତ ନିରାଡ଼ମ୍ବର ଉତ୍ସବରେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ବିପିନ ସାଙ୍ଘି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦିଲ୍ଲୀର ଉପରାଜ୍ୟପାଳ ଭାବେ
Read More...

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଧାନସଭା ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଜୁନ୍ ୨ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଆବଶ୍ୟକସ୍ଥଳେ ଜୁନ୍ ୧୩
Read More...

ନାବାଳିକା ସହ ଦୁଷ୍କର୍ମ କରି ଗିରଫ ହେଲେ କନଷ୍ଟେବଳ

ଭୁବନେଶ୍ୱର: ୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ କମିଶନରେଟ୍‌ ପୁଲିସ ଜଣେ କନଷ୍ଟେବଳଙ୍କୁ ଗିରଫ କରିଛି । ସେ ହେଲେ ରଜନୀକାନ୍ତ ଗମାଙ୍ଗୋ । ରଜନୀକାନ୍ତ ଭୁବନେଶ୍ୱର ସହରାଞ୍ଚଳ ଜିଲ୍ଲା ପୁଲିସର ଏକ ଥାନାରେ କାର୍ଯ୍ୟରତ ଅଛନ୍ତି । ତାଙ୍କୁ ଗିରଫ କରାଯିବା ପରେ କନଷ୍ଟେବଳ
Read More...

ପ୍ରେମିକା ଘରୁ ମିଳିଲା ପ୍ରେମିକର ମୃତଦେହ

ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଘଟିଛି ଏମିତି ଘଟଣା। ସାହୁପଡ଼ା ଗାଁରେ ଜଣେ ଯୁବତୀଙ୍କ ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହା ହତ୍ୟା ନା ଆତ୍ମହତ୍ୟା, ସେନେଇ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାରେ ଯୁବତୀଙ୍କ ସମେତ ପରିବାରର
Read More...

ହାତ ଛାଡି ସାଇକେଲ ଚଢ଼ିଲେ ଶିବଲ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ରାଜନୀତିରେ ଆସିଲା ନୂଆ ମୋଡ। ହାତ ଛାଡି ସାଇକେଲରେ ବସିଲେ ବରିଷ୍ଠ କଂଗ୍ରେସ ନେତା କପିଲ ଶିବଲ। ସେ ସାଇକେଲରେ ବସି ଯିବେ ରାଜ୍ୟସଭା। କଂଗ୍ରେସର ପୂର୍ବତନ ବରିଷ୍ଠ ନେତା ତଥା ଆଇନଜୀବୀ କପିଲ ଶିବଲ ଆଜି ସମାଜବାଦୀ ପାର୍ଟିରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ
Read More...

ଦୁର୍ବୃତ୍ତଙ୍କ ଗୁଳିମାଡରେ ଗୋରୁ ବେପାରୀ ମୃତ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବ୍ଲକ ହାଟବାଦଡାରେ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଗୋରୁ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତବ୍ୟକ୍ତି ହେଲେ ପଶ୍ଚିମବଙ୍ଗ କମ୍ବାଲି ଥାନା ଅଞ୍ଚଳର ଜାମୁସ ଅଲ୍ଲୀ। ସୂଚନାଯୋଗ୍ୟ, ଆଜି ସକାଳେ ଶେଖ ଜାମସେଦ ଅଲିଙ୍କ ସମେତ ୫ଜଣ
Read More...

ଓଲଟି ପଡ଼ିଲା ଟୁରିଷ୍ଟ ବସ୍, ୨ମୃତ ସୂଚନା

ବ୍ରହ୍ମପୁର: ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲାର ଭଂଜନଗର ନିକଟସ୍ଥ କଳିଙ୍ଗା ଘାଟିରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି। କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟରେ ଏକ ପର୍ଯ୍ୟଟନ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ବସଟି ଓଲଟି ପଡ଼ିଥିଲା।
Read More...

ପ୍ରଥମ ଥର ପଦାର୍ପଣରେ ଗୁଜରାଟ ଫାଇନାଲରେ

କୋଲକାତା: ଆଇପିଏଲ-୧୫ରେ ପ୍ରଥମ ଥର ପାଇଁ ପଦାର୍ପଣ କରିଥିବା ଗୁଜରାଟ ଟାଇଟନ୍ସ ହାତରେ ଏକ ବଡ ସଫଳତା ଲାଗିଛି। ପ୍ରଥମ ଟିମ୍ ଭାବେ ଫାଇନାଲରେ ପ୍ରବେଶ କରିଛି ଗୁଜରାଟ। ମଙ୍ଗଳବାର ରାତିରେ କୋଲକାତାର ଇଡେନ୍ ଗାଡେନ୍ସରେ ଖେଳାଯାଉଥିବା ୨୦୨୨ ପ୍ରଥମ କ୍ବାଲିଫାୟର ମ୍ୟାଚରେ ଏହି ଦଳ ରାଜସ୍ଥାନ
Read More...

ପୁଣି ପୁରୀରେ ଫୁଟିଲା ଗୁଳି

ପୁରୀ: ପୁଣି ଅଶାନ୍ତ ହୋଇପଡିଛି ପୁରୀ। ଦୀର୍ଘ ଦିନର ବ୍ୟବଧାନ ପ​‌ରେ ପୁଣି ପୁରୀରେ ଫୁଟିଛି ଗୁଳି। ଗୁଳିମାଡରେ ଜଣେ ସେବାୟତଙ୍କ ମୃତ୍ୟୁ ଘଟିଛି।  ପୂର୍ବ ଶତ୍ରୁତାକୁ ନେଇ ଏହି ଗୁଳିମାଡ଼ ହୋଇଛି।  ପୁରୀ ଏମାର ମଠ ନିକଟରେ ଏହି ଗୁଳିମାଡ଼ ହୋଇଛି। ମୃତ ସେବାୟତ ଜଣକ ହେଲେ ଶିବରାମ ପାତ୍ର ।
Read More...

ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ। ଖାଲି ପଡ଼ିଥିବା ୩ଟି ଆସନ ପାଇଁ ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷଦିନ ।
Read More...