ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ବାଣପୁର କୋର୍ଟରେ ହାଜର ହେଲେ ପ୍ରଶାନ୍ତ ଜଗଦ୍ଦେବ

ବାଣପୁର: ବାଣପୁର କୋର୍ଟରେ ଆଜି ଆତ୍ମସମର୍ପଣ କରିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ତାଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଅବଧି ସରିଯାଇଥିବାରୁ କୋର୍ଟ ତାଙ୍କୁ ବିଚାରବିଭାଗ ହାଜତକୁ ପଠାଇ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କ ପୁନଃ ଜାମିନ ଆବେଦନକୁ କୋର୍ଟ ଖାରଜ କରିଦେଇଥିଲେ।
Read More...

ଶରତ ପଟ୍ଟନାୟକ ନୂଆ ପିସିସି ସଭାପତି ନିଯୁକ୍ତ

ଭୁବନେଶ୍ବର: ରାଜ୍ୟ ପ୍ରଦେଶ କଂଗ୍ରେସ ସଭାପତିକୁ ନେଇ  ଦୀର୍ଘ ଦିନ ଧରି ଲାଗି ରହିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ନୂଆ ପିସିସି ସଭାପତି  ଭାବେ ଶରତ ପଟ୍ଟନାୟକ ନିଯୁକ୍ତ ହୋଇଛନ୍ତି। ଶରତ ପଟ୍ଟନାୟକଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। l
Read More...

ହସ୍ପିଟାଲରେ ଭର୍ତ୍ତି ହେଲେ ସିଦ୍ଧୁ

ଚଣ୍ଡିଗଡ: ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ। ପଟିଆଲା ଜେଲ୍‌ରୁ ତାଙ୍କୁ ହସ୍ପିଟାଲକୁ ନିଆଯାଇଛି। ଜେଲରେ ରୁଟି ଡାଲି ଖାଇବାକୁ ମନା କରିବା ପରେ ତାଙ୍କୁ ପଟିଆଲା ରାଜେନ୍ଦ୍ର ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କ ମେଡିକାଲ ଚେକ୍‌ଅପ୍ ହେବ ବୋଲି ଖବର
Read More...

ନନ୍ଦନକାନନ ଭିତରେ ପର୍ଯ୍ୟଟକଙ୍କୁ ଆକ୍ରମଣ

ଭୁବନେଶ୍ବର: ନନ୍ଦନକାନନ ପରିସରରେ ପର୍ଯ୍ୟଟକଙ୍କୁ ମରଣାନ୍ତକ ଆକ୍ରମଣ କଲେ କର୍ମଚାରୀ। ସଫାରୀ ବସ୍ କର୍ମଚାରୀ ଗୋଡାଇ ଗୋଡାଇ ପିଟୁଥିବାରୁ ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି । ନନ୍ଦନକାନନରାରେ ସଫାରୀ ବସ୍ ଟିକେଟକୁ କେନ୍ଦ୍ର କରି ଏପରି ଆକ୍ରମଣ ହୋଇଛି । ଏଥିରେ ଛତିଶଗଡ଼ରୁ ଆସିଥିବା ତିନି ଜଣ
Read More...

ଆଜି ବସୁଛି ରଥଯାତ୍ରା ସମନ୍ବୟ କମିଟି ବୈଠକ

ପୁରୀ: ଆସନ୍ତା ଜୁଲାଇ ୧ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଏହା ପୂର୍ବରୁ ଆଜି ବସୁଛି ରଥଯାତ୍ରା ସମନ୍ୱୟ କମିଟି ବୈଠକ । କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ସ୍ୱାସ୍ଥ୍ୟ ବିଭାଗ, ପୌର ସଂସ୍ଥା ଓ
Read More...

ମଙ୍କିପକ୍ସକୁ ନେଇ ସତର୍କ କରାଇଛି ବିଶ୍ବ ସ୍ବାସ୍ଥ୍ୟ ସଂଙ୍ଗଠନ

କରୋନା ପରେ ଏବେ ବିଶ୍ବରେ ମଙ୍କିପକ୍ସ ଭୂତାଣୁ ନୂଆ ଆତଙ୍କ ସୃଷ୍ଟି କରିଛି । ୧୨ଟି ରାଷ୍ଟ୍ରରେ ଏହି ଭୂତାଣୁ ପହଞ୍ଚି ସାରିଥିବା ବେଳେ ବ୍ରିଟେନ୍‌ରେ ଏବେ ଏହା ଗୋଷ୍ଠୀ ସଂକ୍ରମଣର ରୂପ ନେଇଛି। ବ୍ରିଟେନ୍‌ ସ୍ବାସ୍ଥ୍ୟ ବିଭାଗ ଏହାକୁ ନେଇ ହାଇଆଲର୍ଟ ଜାରି କରିଛି। ଏଯାଏଁ ସାରା ବିଶ୍ୱରେ ଶହେରୁ
Read More...

କଲଭର୍ଟରେ ପିଟିହେଲା ବୋଲେରୋ,୨ ମୃତ ୫ ଗୁରୁତର

ମୟୁରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଆନନ୍ଦପୁର ରାସ୍ତାର ତରାମରା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କଲଭର୍ଟରେ ଏକ ବୋଲେରୋ ପିଟି ହେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଦୁଇ ମୃତକ ହେଲେ କ୍ଷେତ୍ରବାସୀ ମହାରଣା ଓ କୁଳମଣି ଦାସ।
Read More...

କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ଇଣ୍ଡିଆନ ଗ୍ରାଣ୍ଡ ପିକ୍ସ ସିରିଜ୍

ଭୁବନେଶ୍ବର: ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ଇଣ୍ଡିଆନ ଗ୍ରାଣ୍ଡ ପିକ୍ସ ସିରିଜ୍ । ବିଭିନ୍ନ ରାଜ୍ୟର ୧୧୪ ଆଥଲେଟ ଏଥିରେ ଭାଗ ନେଉଛନ୍ତି। ଅଲିମ୍ପିଆ ଶ୍ରାବଣୀ ନନ୍ଦଙ୍କ ସହ ଓଡ଼ିଶାର ୧୦ ଆଥଲେଟ ଏଥିରେ ସାମିଲ ହୋଇଛନ୍ତି । ଆଗକୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍ ଓ
Read More...

ମାଛ ଧରିବା ବେଳେ ବଜ୍ରାଘାତରେ ଜଣେ ମୃତ୍ୟୁ, ୨ ଗୁରୁତର

ଟାଙ୍ଗୀ : ଚିଲିକାରେ ମାଛ ଧରିବା ବେଳେ ବଜ୍ରାଘାତ। ଜଣେ ମତ୍ସ୍ୟଜିବୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଚିଲିକାରେ ମାଛ ଧରୁଥିବା ବେଳେ ବଜ୍ରାଘାତ
Read More...

ପୁରୀ-ସାତପଡ଼ା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା

ବ୍ରହ୍ମଗିରି: ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଚାଳକ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି।  ଏକ କାର୍ ଗଛରେ ପିଟି ହେବା ଫଳରେ ଏଭଳି ଅଘଟଣ ଘଟିଛି। ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। କାର୍‌ଟି ଭାରସାମ୍ୟ
Read More...