ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଉଜ୍ବଳା ହିତାଧିକାରୀଙ୍କ ପାଇଁ କମିଲା ଗ୍ୟାସ ଦର

ନୂଆଦିଲ୍ଲୀ: ପେଟ୍ରୋଲ ଡିଜେଲ ଭଳି ଗ୍ୟାସ ଦର ମଧ୍ୟ କମିବ । ଏନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଉଜ୍ୱଳା ହିତାଧିକାରୀଙ୍କ ପାଇଁ ଦର କମାଇଛନ୍ତି ସରକାର । ସିଲିଣ୍ଡର ପିଛା ଦର ୨ ଶହ ଟଙ୍କା କମାଇବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରତି ହିତାଧିକାରୀଙ୍କୁ ବର୍ଷକୁ ୧୨ଟି ଗ୍ୟାସ
Read More...

ପ୍ରବଳ ବର୍ଷାରେ ୩ ରାଜ୍ୟ ପ୍ରଭାବିତ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ହେଉଥିବା ପ୍ରବଳ ବର୍ଷା ଓ ଭୂସ୍ଖଳନ ହେତୁ ଆସାମରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରିପୋର୍ଟ ଅନୁଯାୟୀ, ନଗାଓଁ, ହଜୋଇ ଏବଂ କାଛରରେ ପରିସ୍ଥିତି ଅତ୍ୟନ୍ତ ଜଟିଳ ହୋଇଛି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଅନୁଯାୟୀ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ମୃତ୍ୟୁ
Read More...

ଏବେ ଡରାଇଲାଣି ମଙ୍କିପକ୍ସ

ନୂଆଦିଲ୍ଲୀ : ଆମେରିକା ଓ ବ୍ରିଟେନ ସମେତ ଏକାଧିକ ଦେଶରେ ମଙ୍କିପକ୍ସ ଭୂତାଣୁ ବ୍ୟାପିବା ପରେ ବନ୍ଦର ଓ ବିମାନ ବନ୍ଦରଗୁଡିକୁ ଆଲର୍ଟ କରିଛନ୍ତି କେନ୍ଦ୍ର ସରକାର । ମଙ୍କିପକ୍ସ ଆକ୍ରାନ୍ତ ଦେଶରୁ ଆସୁଥିବା ଯେକୌଣସି ଅସୁସ୍ଥ ବ୍ୟକ୍ତିଙ୍କ ଉପରେ ସତର୍କ ନଜର ରଖିବାକୁ କୁହାଯାଇଛି ।
Read More...

ଅବିନାଶ ମୃତ୍ୟୁ ମାମଲାରେ ପୁଲିସ ପାଇଛି କିଛି ସୁରାକ

ଭୁବନେଶ୍ବର: ଶିଖରଚଣ୍ଡୀ ପାହାଡ଼ରେ ସଫ୍ଟୱେର ଇଞ୍ଜିନିୟର ଅବିନାଶ ପ୍ରଧାନଙ୍କୁ ଜାଳିଦେବା ଘଟଣାରେ ସିସିଟିଭି କ୍ୟାମେରାରୁ ପୁଲିସକୁ ବଡ଼ ସୁରାକ ମିଳିଛି । ଶିଖରଚଣ୍ଡୀ ତୋରଣ ସାମ୍ନାରେ ଲାଗିଥିବା କ୍ୟାମେରା ଫୁଟେଜରୁ ଜଣାପଡ଼ିଛି, ଅବିନାଶ ଜଣେ ଯୁବକଙ୍କ ସହ ବାଇକ୍‌ରେ ବସି ପାହାଡ଼
Read More...

ଆଜିଠୁ ଆରମ୍ଭ ହେଲା ମାଟ୍ରିକ ଖାତା ଦେଖା

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବ ମାଟ୍ରିକ୍ ଖାତା ମୂଲ୍ୟାୟନ ପ୍ରକ୍ରିୟା । ଦଶମ ଶ୍ରେଣୀ ସହିତ, ଏସଓଏସ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ । ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଖାତା ଦେଖା । ଏଥିପାଇଁ ପରୀକ୍ଷା ନୀରିକ୍ଷକମାନେ ମୂଲ୍ୟାୟନ କେନ୍ଦ୍ରରେ ପହଞ୍ଚି
Read More...

ଗୋଚାଲାଣକାରୀଙ୍କ ଗୁଳିମାଡରେ ଦୁଇ ଗୋସେବକ ଗୁରୁତର

ଯଶିପୁର: ଆଜି ଭୋର୍ ରୁ ଯଶିପୁର ଟୋଲଗେଟ୍ ନିକଟରେ ଗୋସେବକଙ୍କ ଉପରକୁ ଗୋଚାଲାଣକାରୀମାନେ ଗୁଳିମାଡ଼ କରିଥିବାର ଖବର ମିଳିଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଗୋଚାଲାଣ ଲାଗି ଗୋରୁ ଗାଡ଼ିକୁ ନେଇ ଯାଉଥିବା ବେଳେ ଗୋସେବକମାନେ ଅଟକାଇବାରୁ ଗୋଚାଲାଣକାରୀ ଗୁଳି ଚଳାଇଥିଲେ। ସୂଚନା
Read More...

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ମ୍ୟାଚ୍ ପାଇଁ ଜୁନ୍ ୧ରୁ ଟିକେଟ ବିକ୍ରି ଆରମ୍ଭ

କଟକ: ଆସନ୍ତା ଜୁନ୍ ୧୨ରେ କଟକ ବାରବାଟି ଷ୍ଟାଡିୟମରେ ଖେଳାଯିବ ଭାରତ ଏବଂ ଦକ୍ଷିଣ ଆଫିକ୍ରା ମଧ୍ୟରେ ଟି-୨୦ ମ୍ୟାଚ । ଏଥିପାଇଁ ରାଜ୍ୟ ସରକାର ଦର୍ଶକଙ୍କ ପ୍ରବେଶକୁ ଅନୁମତି ପ୍ରଦାନ କରିଛନ୍ତି । ମ୍ୟାଚ ପାଇଁ ଜୁନ୍ ପହିଲା ଅନଲାଇନରେ ଟିକେଟ୍ ବିକ୍ରି ଆରମ୍ଭ ହେବ । ବାରବାଟୀ ଷ୍ଟାଡିୟମରେ
Read More...

ଆତ୍ମସମର୍ପଣ କରିବାକୁ ୭ଦିନ ସମୟ ମାଗିଲେ ସିଦ୍ଧୁ

ନୂଆଦିଲ୍ଲୀ: ଆଜି ଆତ୍ମସମର୍ପଣ କରିବେନି ନବଜୋତ୍ ସିଂ ସିଦ୍ଧୁ । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ କୋର୍ଟଙ୍କୁ ଆହୁରି ସପ୍ତାହକର ସମୟ ମାଗିଛନ୍ତି ସିଦ୍ଧୁ । ଏଥିପାଇଁ ସେ କୋର୍ଟରେ କ୍ୟୁରେଟିଭ୍ ପିଟିସନ ଦାଏର କରିଥିବା ଜଣାପଡିଛି । ନବଜୋତ୍ ସିଂ ସିଦ୍ଧୁ ରୋଡରେଜ୍ ମାମଲାରେ ଦୋଷୀ ସାବ୍ୟସ୍ତ
Read More...

ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା

ବାଲେଶ୍ବର: ବାଲେଶ୍ୱରରେ କଲେଜ ହଷ୍ଟେଲରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ବାଲେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଥିବା ଏକ ଘରୋଇ ଯୁକ୍ତ ଦୁଇ ବିଜ୍ଞାନ ଆବାସିକ କଲେଜର ଛାତ୍ରୀ ସାବିତ୍ରୀ ବେହେରା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ସହଯୋଗୀ ଓ ହଷ୍ଟେଲ ୱାର୍ଡେନଙ୍କଠାରୁ
Read More...

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

୭୦ କୋଟି ଟଙ୍କା ଖର୍ଚ୍ଚ ହେବ, ଏକ ବର୍ଷରେ କାମ ସରିବ।ସଫଳ ରୂପାୟନ ପାଇଁ କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ କଟକ: କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତମାନଙ୍କ
Read More...