ପ୍ରମୁଖ ଖବର

ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ଚାଉଳ ମିଲିଂ ଦର ଦ୍ୱିଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ରାଜ୍ୟରେ ବଢ଼ିଛି ଶିଶୁ ଟିକାକରଣ ହାର, ସହରଠାରୁ ଗ୍ରାମାଞ୍ଚଳ ଆଗରେ
ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ବିରୋଧୀ ଦଳ ନେତା ନିଯୁକ୍ତିକୁ ନେଇ ହାଇକୋର୍ଟ ଯିବ ଟିଏମସି
ବୋର୍ଡ-ନିଗମର ଖାଲି ପଦ ପୂରଣ ପାଇଁ ତତ୍ପର ସରକାର, ଜୁନ୍ ୩୦ ସୁଦ୍ଧା ୧୧୮୩ ନିଯୁକ୍ତି ଲକ୍ଷ୍ୟ
ଏମ୍ସ ଭୁବନେଶ୍ୱରରେ ମହିଳାଙ୍କ ହାତରୁ କଢ଼ାଗଲା ୭ କିଲୋଗ୍ରାମର ବିଶାଳ ଟ୍ୟୁମର
ଜନ୍ତରମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ର ବିଶାଳ ବିକ୍ଷୋଭ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ମିକ୍ସର ମେସିନ ସହ ଓଲଟିଲା ପିକଅପ

ନ୍ୟୁଜ୍ ବ୍ୟୁରୋ: ରାଜନଗର ବ୍ଲକ ଡେରା ପଞ୍ଚାୟତ ଅଞ୍ଚଳରେ ଏକ ଦୁର୍ଘଟଣାରେ ମିକ୍ସର ମେସିନ ସହ ପିକଅପ ଗାଡ଼ି ଓଲଟି ପଡ଼ିବାରୁ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଗୋଖଣି ଗ୍ରାମରେ ଛାତ ପକାଇବା କାମ ସାରି ଶ୍ରମିକମାନେ ମିକ୍ସର ମେସିନ ସହ ପିକଅପରେ
Read More...

କେନ୍ଦୁଝରରେ ୬୫ ହଜାର କୋଟିର ଜେଏସଡବ୍ଲ୍ୟୁ ଷ୍ଟିଲ ପ୍ଲାଣ୍ଟ

କେନ୍ଦୁଝର: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନିଆଯାଇଛି। କେନ୍ଦୁଝର ଜିଲ୍ଲାରେ ପ୍ରତିଷ୍ଠା ହେବାକୁ ଥିବା ଜେଏସଡବ୍ଲ୍ୟୁ ଷ୍ଟିଲର ବିଶାଳ ଷ୍ଟିଲ ପ୍ଲାଣ୍ଟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୋହନ ଚରଣ ମାଝୀ । ପ୍ରାୟ ୬୫,୦୦୦ କୋଟି ଟଙ୍କାର ଏହି ପ୍ରକଳ୍ପ
Read More...

ବାଣପୁରରେ ଭୟାବହ ଅଗ୍ନିକାଣ୍ଡ

୭ ପରିବାରର ୧୪ ବଖରା ଘର ପୋଡ଼ି ଛାରଖାର ନ୍ୟୁଜ୍ ବ୍ୟୁରୋ: ବାଣପୁର ବ୍ଲକର ନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ସରନଇ ମାଣେତ୍ରୀ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୭ଟି ପରିବାରର ୧୪ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଘରେ ଥିବା ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ସହ ଲକ୍ଷାଧିକ ଟଙ୍କାର
Read More...

ଆସାମରେ ସମାନ ନାଗରିକ ସଂହିତା ବିଲ୍ ପାରିତ

ଆସାମ: ଆସାମ ସରକାର ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ବିଧାନସଭାରେ ପାରିତ କରାଇଛନ୍ତି। ଉତ୍ତରାଖଣ୍ତ ଏବଂ ଗୁଜୁରାଟ ପରେ ଆସାମ ଦେଶର ତୃତୀୟ ରାଜ୍ୟ ଭାବେ ଏହି ଆଇନକୁ ମଞ୍ଜୁରୀ ଦେଇଛି। ବିରୋଧୀ ଦଳମାନଙ୍କ ହଟ୍ଟଗୋଳ ମଧ୍ୟରେ ସରକାର ବିଲ୍‌ଟିକୁ ସଫଳତାର ସହ ପାସ କରାଇଛନ୍ତି। ନୂତନ
Read More...

NEET-UG 2026 ପେପର୍ ଲିକ୍ ମାମଲା: ସିବିଆଇର ଆଉ ୨ ଗିରଫ

ନ୍ୟୁଜ୍ ବ୍ୟୁରୋ: ସିବିଆଇ NEET-UG 2026 ପେପର୍ ଲିକ୍ ମାମଲାରେ ଆଉ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଗିରଫ ହୋଇଥିବା ପ୍ରଥମ ଅଭିଯୁକ୍ତ ହେଉଛନ୍ତି ଲାଟୁରର ଡାକ୍ତର ମନୋଜ ଶିରୁରେ। ସିବିଆଇ ଅନୁଯାୟୀ, ସେ
Read More...

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାର୍ଯ୍ୟ ଆସନ୍ତାକାଲିଠାରୁ ସ୍ଥଗିତ

ପୁରୀ: ଶ୍ରୀମନ୍ଦିରର ରତ୍ନଭଣ୍ଡାର ଗଣତି କାର୍ଯ୍ୟ ଆସନ୍ତାକାଲିଠାରୁ ସ୍ଥଗିତ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ସହ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଆଖି ଆଗରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଜୁନ୍‌ ମାସରେ ପୁଣି ଗଣତି କାର୍ଯ୍ୟ ଆରମ୍ଭ
Read More...

କେନ୍ଦ୍ର ସରକାରଙ୍କୁ ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

ଯୁଦ୍ଧ ସଙ୍କଟ ମଧ୍ୟରେ ସରକାରଙ୍କୁ ବଡ଼ ଆଶ୍ୱାସନ ନ୍ୟୁଜ୍ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ କେନ୍ଦ୍ର ସରକାରଙ୍କୁ ୨.୮୭ ଲକ୍ଷ କୋଟି ଟଙ୍କାର ସର୍ବକାଳୀନ ରେକର୍ଡ ଲାଭାଂଶ ପ୍ରଦାନ କରିବାକୁ ଘୋଷଣା କରିଛି। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଘୋଷିତ ଏହି ଲାଭାଂଶ ପରିମାଣ ପୂର୍ବବର୍ଷଗୁଡିକୁ
Read More...

ଚୀନ୍ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ

ଚୀନ୍: ଉତ୍ତର ଚୀନର ଶାଂସି ପ୍ରଦେଶରେ ଥିବା ଏକ କୋଇଲା ଖଣିରେ ଭୟଙ୍କର ଗ୍ୟାସ ବିସ୍ଫୋରଣ ଘଟି ପ୍ରାୟ ୯୦ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ଚାଙ୍ଗଝି ସହରର କିନୟୁଆନ କାଉଣ୍ଟିରେ ଅବସ୍ଥିତ ଲିଉସେନୟୁ କୋଇଲା ଖଣିରେ ଶୁକ୍ରବାର ରାତିରେ ଏହି ବଡ଼
Read More...

ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ

ଆମେରିକା: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଏକ ଷଡ଼ଯନ୍ତ୍ର ରଚାଯାଇଥିବା ଅଭିଯୋଗ ଏବେ ଆମେରିକାରେ ଚର୍ଚ୍ଚାର ବିଷୟ ହୋଇଛି। ଆମେରିକୀୟ ମାଧ୍ୟମ ରିପୋର୍ଟ ଅନୁସାରେ, ଇରାନର ଇସଲାମିକ୍ ରିଭୋଲ୍ୟୁସନରୀ ଗାର୍ଡ କର୍ପସ (IRGC) ସହ
Read More...

ଆମେରିକାର ଗୁଇନ୍ଦା ମୁଖ୍ୟ ପଦରୁ ତୁଳସୀ ଗାବାର୍ଡଙ୍କ ଇସ୍ତଫା

ଆମେରିକା: ତୁଳସୀ ଗାବାର୍ଡ ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ନିର୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ନିଜର ଇସ୍ତଫା ପତ୍ର ସେୟାର କରି ଏହି ସୂଚନା ଦେଇଛନ୍ତି। ସ୍ୱାମୀ ଆବ୍ରାହମ୍ ୱିଲିୟମ୍ସ ଏକ ଦୁର୍ଲଭ ପ୍ରକାରର ବୋନ୍ କ୍ୟାନ୍ସରରେ
Read More...