ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ବନ୍ଧା ହେଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ବର; ବନ୍ଧା ହେଲେ ଭବାନୀପାଟଣା ମୁନିସିପାଲିଟି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ନେଇ ରେଡ୍ ପରେ ଗିରଫ ହୋଇଛନ୍ତି ସମୀର ଠାକୁର । ସମୀରଙ୍କୁ କୋର୍ଟ ଚାଲାଣ କରାଯାଇଛି । ସୂଚନା ଅନୁଯାୟୀ, ସମୀର ଠାକୁରଙ୍କର ଅମାପ ସମ୍ପତ୍ତି ରହିଛି…
Read More...

ଚୀନରେ ୨୫ ହଜାର ଟପିପାରେ ଦୈନିକ ମୃତ୍ୟୁ

ଚୀନ୍; ଚୀନରେ ମାଡଚାଲିଛି କରୋନା ମହାମାରୀ । ସେଠାରେ ସ୍ଥିତି ଏପରି ହୋଇଛି ଯେ ଦିନକରେ ପ୍ରାୟ ୯ ହଜାର ଲୋକଙ୍କ ଜୀବନ ନେଉଛି ମହାମାରୀ । ଆଗକୁ ଆହୁରି ଭୟଙ୍କର ରୂପ ନେଇପାରେ କୋଭିଡ୍‌ ସଂକ୍ରମଣ । ବ୍ରିଟେନ୍‌ର ସ୍ୱାସ୍ଥ୍ୟ ବିଶେଷଜ୍ଞ ଆକଳନ ଅନୁଯାୟୀ, ଚୀନରେ ଏବେ କୋଭିଡ୍ ମୃତ୍ୟୁ ସଂଖ୍ୟା…
Read More...

ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସସ୍ତରରେଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ୨୦୦୯ ବ୍ୟାଚ୍‌ର ୩ ଜଣ ଆଇପିଏସ୍‌ଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୧୧ ଜିଲ୍ଲାରେ ନୂଆ ଏସ୍‌ପିମାନଙ୍କୁ ଅବସ୍ଥାପିତ କରାଯାଇଛି। ଜଗତସିଂହପୁର ଏସପି ଅଖିଳେଶ୍ବର ସିଂ ଡିଆଇଜି ଭାବେ…
Read More...

ଶୁଭାରମ୍ଭ ହେଲା ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶୁଭାରମ୍ଭ ହୋଇଛି ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ । ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରିବା ସହିତ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି…
Read More...

ଉନ୍ମୋଚିତ ହେଲା କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ

ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତକିଶୋର ବାବୁଙ୍କ ସରଳତା ଥିଲା ତାଙ୍କ ବଡ ପରିଚୟ – ମୁଖ୍ୟମନ୍ତ୍ରୀ ବ୍ରଜରାଜନଗର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ…
Read More...

ନୂଆବର୍ଷ ପାଇଁ କଡାକଡି ହେଲା ନିୟମ

ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ…
Read More...

୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର; ସରକାରୀ କର୍ମଚାରୀଙ୍କ ଲାଗି ଆସିଲା ଖୁସି ଖବର । ରାଜ୍ୟ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଲେ ସରକାର । ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ…
Read More...

ଦୁର୍ଘଟଣାରେ କ୍ରିକେଟର୍‌ ଋଷଭ ପନ୍ତ ଆହତ

ନୂଆଦିଲ୍ଲୀ; ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ନିଜ ଘର ଉତ୍ତରାଖଣ୍ଡରୁ ଦିଲ୍ଲୀ ଫେରୁଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ନାରସନ ବର୍ଡର ନିକଟରେ ଋଷଭଙ୍କ ଗାଡ଼ି ଡିଭାଇଡରରେ ପିଟି ହୋଇଥିଲା । ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା ହୋଇଥିବା କୁହାଯାଉଥିବା ବେଳେ…
Read More...

କିମ୍ବଦନ୍ତୀ ଫୁଟବଲ ଖେଳାଳି ପେଲେଙ୍କ ପରଲୋକ

ନ୍ୟୁଜ୍ ବ୍ୟୁରୋ; ଆରପାରିରେ ଫୁଟବଲ ତାରକା ପେଲେ । ୮୨ ବର୍ଷ ବୟସରେ ଆରପାରିକୁ ଚାଲିଯାଇଛନ୍ତି ପେଲେ । ବିଶ୍ବର ଏହି କିମ୍ବଦନ୍ତୀ ଫୁଟବଲ ଖେଳାଳି ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଗତ ନଭେମ୍ବର ୨୯ ତାରିଖରେ ପେଲେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଗୁରୁବାର ଦିନ ତାଙ୍କର…
Read More...

ଫେବୃଆରୀରୁ ହେବ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ; ଆସନ୍ତା ଫେବ୍ରୁଆରୀରୁ ଆରମ୍ଭ ହେବ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା । ଏନେଇ ସିବିଏସଇ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଦଶମ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ୨୧ ମାର୍ଚ୍ଚ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୧୫ ଫେବ୍ରୁଆରୀରୁ ୫ ଏପ୍ରିଲ ଯାଏଁ ଚାଲିବ । …
Read More...