ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

ନୂଆପଡା: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ। ହୃଦଘାତର ଶିକାର ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ। ତେବେ ବର୍ତ୍ତମାନ ତାଙ୍କ ପାର୍ଥୀବ ଶରୀରକୁ ଚେନ୍ନାଇରୁ ଓଡ଼ିଶାକୁ ଅଣାଯାଉଛି। ୨୦୦୪ରେ ପ୍ରଥମେ ସ୍ବାଧୀନ ଭାବେ ବିଧାୟକ ନିର୍ବାଚିତ ହୋଇଥିଲେ। ପରେ
Read More...

ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନି ବିଜେଡି

ଭୁବନେଶ୍ବର: ଆସନ୍ତାକାଲି ହେବାକୁ ଥିବା ଉପ-ରାଷ୍ଟ୍ରପତି ନିର୍ବାଚନକୁ ନେଇ ନିଜର ସ୍ଥିତି ସ୍ପଷ୍ଟ କରିଛି ବିଜୁ ଜନତା ଦଳ। ଉପ-ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଅନୁପସ୍ଥିତ ରହିବ ବୋଲି ବିଧିବଦ୍ଧ ଘୋଷଣା କରିଛି। ବିଜେଡିର ରାଜ୍ୟସଭା ନେତା ସସ୍ମିତ ପାତ୍ର ଏନେଇ ସୂଚନା ଦେଇଛନ୍ତି।ବିଜୁ
Read More...

ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ

ନୂଆ ଦିଲ୍ଲୀ; ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଛି ଜାତୀୟ ଶିକ୍ଷକ
Read More...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗାଁ ଶ୍ମଶାନରେ ଯବାନଙ୍କ ଶେଷକୃତ୍ୟ ସଂପନ୍ନ

ଅତାବିରା: ଜନ୍ମମାଟିରେ ବିଏସ୍‌ଏଫ୍‌ ଯବାନଙ୍କ ମରଶରୀର। ଅତାବିରା ବ୍ଲକ ଗୋଡ଼ଭଗା ଗାଁର ଯବାନ ଖଗେନ୍ଦ୍ର ମହାପାତ୍ର ମେଘାଳୟରେ କାର୍ଯ୍ୟରତ ଥିବା ବେଳେ ଶହୀଦ ହୋଇଥିଲେ। ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଶେଷକୃତ୍ୟ କରାଯାଇଛି । ମଣିପୁର, ମିଜୋରାମ ଅନ୍ତର୍ଗତ ଆଇଯାଲରେ
Read More...

ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ମେଡିକାଲ୍ ସାଇନ୍‌ସେସ ଏବଂ ଇଞ୍ଜିନିୟରିଂ କ୍ଷେତ୍ରରେ ବି ଆଗରେଭୁବନେଶ୍ୱର: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ ହୋଇଛି। ଗୁରୁବାର କେନ୍ଦ୍ର ଶିକ୍ଷା
Read More...

ନକ୍ସଲ କମାଣ୍ଡର ଗୁଳି ବିନିମୟ, ୨ ଯବାନ ସହିଦ, ଜଣେ ଗୁରୁତର

ପଲମୁ: ପାଲାମୁ ଜିଲ୍ଲାର ମାନତୁ ଥାନା ଅଞ୍ଚଳର କେଦଲ ଜଙ୍ଗଲରେ ପୋଲିସ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ପାଲାମୁ ପୋଲିସର ଦୁଇ ସାହସୀ ଯବାନ ସୁନୀଲ ରାମ ଏବଂ ସାନ୍ତାନ ମେହେଟା ସହିଦ ହୋଇଛନ୍ତି ଓ ଜିଲ୍ଲା ପୋଲିସ ବାହିନୀର ଜଣେ ଯବାନ ରୋହିତ କୁମାର ଗୁରୁତର
Read More...

ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର

ଭୁବନେଶ୍ଵର; ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ସୂଚନା ଦେଇଛନ୍ତି।
Read More...

ଅକ୍ଟୋବର ୭ରୁ ହବିଷ ବ୍ରତ: ଖୁବଶୀଘ୍ର ଆରମ୍ଭ ହେବ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ହବିଷ୍ୟାଳୀମାନେ ମାସେ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ
Read More...

ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଭୁବନେଶ୍ବରରେ ଆସାମ ପୋଲିସର ରେଡ୍‌

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍‌
Read More...

ସବୁ ଅଙ୍ଗନବାଡି, ସ୍କୁଲ୍‌ରେ ସାମିଲ୍‌ ସମ୍ଭବ ନୁହେଁ: ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ଦେଇଛନ୍ତି ପ୍ରତିକ୍ରିୟା। ମନ୍ତ୍ରୀ କହିଛନ୍ତି, ‘ଶିଶୁବାଟିକା ୩କୁ ସ୍କୁଲ୍‌ରେ ସାମିଲ କରାଯାଇଛି। ଏବେ ବି ଶିଶୁବାଟିକା ୧ ଓ ୨ ଅଙ୍ଗନବାଡ଼ି କେନ୍ଦ୍ରରେ ଅଛି। ବର୍ତ୍ତମାନ ସବୁ ଅଙ୍ଗନବାଡି ବନ୍ଦ କରି
Read More...