ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ତାଇଓ୍ବାନ ବିରୋଧରେ ଯୁଦ୍ଧମୁହାଁ ଚୀନ

ଚୀନ; ଆଗକୁ ହୋଇପାରେ ଚୀନ-ତାଇଓ୍ବାନ ଯୁଦ୍ଧ । କାରଣ ବଢିବାରେ ଲାଗିଛି ଚୀନ-ତାଇଓ୍ବାନ ବିବାଦ । ପୁଣି ତାଇଓ୍ବାନ ସୀମାରେ ପ୍ରବେଶ କରିଛି ଚୀନର ୯ଟି ଜେଟ । ଏଥିସହିତ ସୀମାରେ ୪ଟି ଯୁଦ୍ଧଜାହାଜ ସହ ପାଟ୍ରୋଲ ଏୟାରକ୍ରାଫ୍ଟ ଓ ଭୂପୃଷ୍ଠରୁ ନିକ୍ଷେପ ହୋଇପାରୁଥିବା ମିସାଇଲ ମୁତୟନ ହୋଇଛି । ଚୀନର…
Read More...

୫ ଦିନ ହେବ ଜଳୁଛି ମାର୍କେଟ୍ କମ୍ପ୍ଲେକ୍ସ

ନୂଆଦିଲ୍ଲୀ; ୫ ଦିନ ହେବ ଜଳୁଛି ମାର୍କେଟ୍ କମ୍ପ୍ଲେକ୍ସ । ଦିଲ୍ଲୀ ଚାନ୍ଦନୀଚୌକ ଭାଗିରଥି ପ୍ୟାଲେସ ବଜାରରେ ଲାଗିଥିବା ନିଆଁ ଲିଭାଇବା ପାଇଁ ୧୫୦ଟି ଦମକଳ ଗାଡି ମୁତୟନ କରାଯାଇଥିଲେ ବି ଏଯାଏଁ ସମ୍ପୂର୍ଣ୍ଣ ଆୟତ ହୋଇପାରିନାହିଁ । ଯାହା ଅଗ୍ନିଶମ ବିଭାଗର ଚିନ୍ତାର କାରଣ ପାଲଟିଛି।…
Read More...

ମିଳିମିଳାକୁ ନେଇ ‘ହୁ’ର ଚେତାବନୀ

ନୂଆଦିଲ୍ଲୀ; ଭାରତ ସମେତ ସାରା ବିଶ୍ୱରେ ଦ୍ରୁତ ଗତିରେ ବଢି ଚାଲିଛି ମିଳିମିଳା ସଂକ୍ରମଣ । ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ମିଳିମିଳା ଗମ୍ଭୀର ରୂପ ଧାରଣ କରିଛି। ଗତ କିଛି ଦିନ ଭିତରେ ମୁମ୍ବାଇରେ ମିଳିମିଳାର ସଂକ୍ରମଣ ଚିନ୍ତା ବଢାଇଛି । ଏଯାଏଁ ୨୩୩ ଜଣ ମିଳିମିଳାରେ ଆକ୍ରାନ୍ତ ହୋଇଥିବା…
Read More...

ଦୁନିଆର ସବୁଠୁ ଦାମୀ ଔଷଧ ‘ହେମଜେନିକ୍ସ’

ଆମେରିକା; ଜାଣିଛନ୍ତି କି ଦୁନିଆର ସବୁଠୁ ଦାମୀ ଔଷଧ ବିଷୟରେ । ଏହି ଔଷଧର ଦାମ୍ ଶୁଣିଲେ ପ୍ରାୟ ସମସ୍ତଙ୍କ ହୋସ୍ ଉଡିଯିବ । ଆମେରିକାର ଫେଡେରାଲ ଡ୍ରଗ୍ ଆଡମିନିଷ୍ଟ୍ରେସନ ଏକ ଔଷଧକୁ ଦୁନିଆର ସବୁଠୁ ଦାମି ଔଷଧର ମାନ୍ୟତା ଦେଇଛନ୍ତି । ସେହି ଔଷଧର ନାଁ ହେଉଛି ‘ହେମଜେନିକ୍ସ’ । ଯାହାର ଗୋଟିଏ…
Read More...

କିମ୍ବଦନ୍ତୀ ଅଭିନେତା ବିକ୍ରମ ଗୋଖଲେଙ୍କ ପରଲୋକ

ମୁମ୍ବାଇ; କିମ୍ବଦନ୍ତୀ ଅଭିନେତା ବିକ୍ରମ ଗୋଖଲେଙ୍କ ୮୨ ବର୍ଷ ବୟସରେ ଦେହାନ୍ତ ହୋଇଛି । ଅଭିନେତା ଆଜି ଅପରାହ୍ନରେ ପୁଣେର ଏକ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅଭିନେତା ଅସୁସ୍ଥ ଥିବାରୁ ଗତ ୫ ତାରିଖରୁ ତାଙ୍କୁ ପୁଣେର ଦିନାନାଥ ମଙ୍ଗେସକର ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ…
Read More...

ବିଜାପୁର ଏନକାଉଣ୍ଟରରେ ଟିଳିଲେ ୩ ନକ୍ସଲ

ଛତିଶଗଡ; ଛତିଶଗଡ଼ରେ ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଛି ଗୁଳିବିନିମୟ । ଉଭୟ ପକ୍ଷରୁ ଗୁଳିବିନିମୟ ବେଳେ ୩ ମାଓବାଦୀ ନିହତ ହୋଇଛନ୍ତି । ସିଆରପିଏଫ, ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ ବେଳେ…
Read More...

ମୁମ୍ବାଇ ଆକ୍ରମଣକୁ ପୁରିଲା ୧୪ ବର୍ଷ,ତଥାପି ଭୁଲି ନାହାନ୍ତି ଲୋକେ

ମୁମ୍ୱାଇ: ଆଜକୁ ଠିକ୍ ୧୪ ବର୍ଷ ତଳେ ୨୬ ନଭେମ୍ୱର ୨୦୦୮ ସନ୍ଧ୍ୟା ସମୟରେ ପାକିସ୍ତାନୀ ଜୈଶ-ଏ-ମୋହମ୍ମଦର ୧୦ ସଇତାନ ଆତଙ୍କବାଦୀ ମୁମ୍ୱାଇରେ ଆକ୍ରମଣ କରିଥିଲେ। ବୋମା ଓ ଗୁଳି ବର୍ଷାରେ ଥରିଥିଲା ପୂରା ସହର। ଭାରତ ଇତିହାସରେ ସେହି କଳା ଦିନକୁ ଆଜି ବି କେହି ଭୁଲି ପାରିନାହାନ୍ତି।…
Read More...

ନାକରେ ଦିଆଯିବ କୋଭିଡ ଭାକ୍ସିନ, ମଞ୍ଜୁରୀ ଦେଲା ଡିସିଜିଆଇ

ନୂଆଦିଲ୍ଲୀ; ଆସିଲା ଭାରତର ପ୍ରଥମ କୋଭିଡ ନାଜାଲ ଭାକ୍ସିନ ‘ଇନକୋଭାକ’ । ଏଣିକି ନାକରେ ଦିଆଯିବ କୋଭିଡ ଭାକ୍ସିନ । ଏହି ଭ୍ୟାକ୍ସିନକୁ ମଞ୍ଜୁରୀ ଦେଇଛନ୍ତି ଭାରତର ଔଷଧ ମହାନିୟନ୍ତ୍ରକ ବା ଡିସିଜିଆଇ । କୋଭିଡ ସଂକ୍ରମିତ ଲୋକଙ୍କ କ୍ଷେତ୍ରରେ ଏଣିକି ଇନକୋଭାକର ଜରୁରୀକାଳୀନ ବ୍ୟବହାର…
Read More...

ଇତିହାସ ରଚିଲା ଇସ୍ରୋ

ଶ୍ରୀହରିକୋଟା: ଭାରତୀୟ ମହାକାଶ ଗବେଷଣା ସଂଗଠନ ବା ଇସ୍ରୋ ଲଞ୍ଚ କରିଛି ୯ଟି ସାଟେଲାଇଟ । ଶ୍ରୀହରିକୋଟା ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ଉତକ୍ଷେପଣ ହୋଇଛି ରକେଟ । ଏହି ୯ଟି ସାଟେଲାଇଟ ମଧ୍ୟରେ ରହିଛି ମୁଖ୍ୟ ସାଟେଲାଇଠ EOS-06 ଓ ୮ଟି ନାନୋସାଟେଲାଇଟ । ଆଜି ଦିନ ୧୧ଟା ୫୬ରେ ଓସେନସେଟ…
Read More...

ବ୍ରିଟେନରେ ଏସୀୟ ଧନୀ ତାଲିକାର ୧୭ତମ ସ୍ଥାନରେ ଋଷି ସୁନକ

ନୂଆଦିଲ୍ଲୀ; ଦିନକୁ ଦିନ ବଢିବାରେ ଲାଗିଛି ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଧବ ଋଷି ସୁନକଙ୍କ ସମ୍ପତ୍ତି । ବ୍ରିଟେନରେ ଏସୀୟ ଧନୀଙ୍କ ତାଲିକାରେ ସାମିଲ୍ ହୋଇଛନ୍ତି ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୂର୍ତ୍ତି । ତାଲିକାରେ ସୁନକ ଦମ୍ପତ୍ତି ୧୭ତମ ସ୍ଥାନରେ…
Read More...