ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆସନ୍ତାକାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା

କଟକ; ଆସନ୍ତାକାଲିଠୁ ଆରମ୍ଭ ହେଉଛି ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧୨ଟା ଯାଏଁ ଚାଲିବ ପରୀକ୍ଷା । ପ୍ରଥମ ଦିନ ଇଂରାଜୀ, ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ,…
Read More...

ମହିମା ଗାଦିରେ ଚାଲିଛି ଜବରଦଖଲ ଉଚ୍ଛେଦ

ଢ଼େଙ୍କାନାଳ; ବିଶ୍ଵପ୍ରସିଦ୍ଧ ଯୋରନ୍ଦାସ୍ଥିତ ମହିମା ଗାଦିରେ ଚାଲିଲା ଜେସିବି । ମହିମାପୀଠ ପରିସରରେ ଥିବା ବକଳ ସମାଜଙ୍କ ମୁଖ୍ୟ ଗାଦି ମନ୍ଦିର ତୃତୀୟ ବେଢ଼ା, କୌପୁନି ସମାଜର ବତୀ ମନ୍ଦିର, ଧୂନି ମନ୍ଦିର, ଟୁଙ୍ଗି ଘର ଆଦିକୁ ଭଙ୍ଗା ଯାଉଛି । ସୂଚନା ଅନୁଯାୟୀ, ମହିମା ପୀଠରେ ଥିବା ଉଭୟ…
Read More...

ଯୁବବର୍ଗଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପହାର

ନୂଆଦିଲ୍ଲୀ; ୭୧ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ। ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଣ୍ଟିଲେ ନିଯୁକ୍ତି ପତ୍ର । ମଙ୍ଗଳବାର ଅର୍ଥାତ୍ ଆଜି ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି…
Read More...

ବିଦେଶ ଯାତ୍ରୀଙ୍କୁ ଭରିବାକୁ ପଡିବନି ଏୟାର ସୁବିଧା ଫର୍ମ

ନୂଆଦିଲ୍ଲୀ: ବିଦେଶ ଯାତ୍ରୀମାନଙ୍କ ପାଇଁ ଏୟାର ସୁବିଧା ଫର୍ମ ପୂରଣ କରିବା ସର୍ତ୍ତକୁ ରଦ୍ଦ କରିଛନ୍ତି କେନ୍ଦ୍ର ସରକାର। ଏଣିକି ଆବଶ୍ୟକ ନାହିଁ ଏୟାର ସୁବିଧା ଫର୍ମ ପୂରଣ । ଏହି ବ୍ୟବସ୍ଥାକୁ ହଟାଇଛନ୍ତି କେନ୍ଦ୍ର ସରକାର । ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ଫର୍ମ ପୂରଣ ଏହି ବ୍ୟବସ୍ଥାରେ…
Read More...

ଇଣ୍ଡୋନେସିଆ ଭୂମିକମ୍ପରେ ଗଲାଣି ୪୬ ଜୀବନ, ୭୦୦ ଆହତ

ଜାଭା: ଇଣ୍ଡୋନେସିଆର ମୁଖ୍ୟ ସହର ଜାଭାରେ ଭୟଙ୍କର ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପର ମାତ୍ରା ରିକ୍ଟର ସ୍କେଲରେ ୫.୬ ରେକର୍ଡ଼ କରାଯାଇଥିବା ବେଳେ ଏଥିରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ୭୦୦ ଜଣ ଆହତ ହୋଇଛନ୍ତି । ତେବେ ଏହି ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ କୋଠା…
Read More...

ଭାରତର ନୂତନ ନିର୍ବାଚନ କମିଶନର ଦାୟିତ୍ବ ନେଲେ ଗୋଏଲ

ନୂଆଦିଲ୍ଲୀ: ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ସୋମବାର ଭାରତର ନୂତନ ନିର୍ବାଚନ କମିଶନର ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି। ପଞ୍ଜାବ କ୍ୟାଡରର ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ଶନିବାର ନିର୍ବାଚନ କମିଶନର ଭାବରେ ନିଯୁକ୍ତ ହୋଇଥିଲେ। ସୂଚନାଯୋଗ୍ୟ; ନୂତନ ନିର୍ବାଚନ କମିଶନର…
Read More...

ବିଧାନସଭାରୁ ହଟିଲା କୋଭିଡ କଟକଣା

ଭୁବନେଶ୍ୱର: ବିଧାନସଭାରୁ କୋଭିଡ କଟକଣାକୁ ହଟାଇ ଦିଆଯାଇଛି । ପୂର୍ବପରି ଚାଲିବ ବିଧାନସଭା । ଆସନ୍ତା ୨୪ରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବ। ପ୍ରେସ ଗ୍ୟାଲେରୀରେ ଗଣମାଧ୍ୟମକୁ ଅନୁମତି ମିଳିବ । ଲିଖିତ ଭାବେ ଜଣାଇଲେ ସେମାନେ ଭିଡିଓ କନଫରନେସ୍ ମାଧ୍ୟମରେ ବିଧାନସଭା ଅଧିବେଶନରେ ଯୋଗ…
Read More...

ନୂଆ ରୂପ ପାଇବ ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମାଷ୍ଟରପ୍ଲାନ ଅନୁମୋଦିତବର୍ଷକ ମଧ୍ୟରେ ଉଭୟ କାମ ସଂପୂର୍ଣ୍ଣ ହେବଉଭୟ ମନ୍ଦିରର ସେବାୟତମାନେ ଖୁସି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପୁରୀ; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି…
Read More...

ମାଲବାହୀ ଟ୍ରେନ୍ ଦୁର୍ଘଟଣା; ରାଜ୍ୟ ଓ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା

ନୂଆଦିଲ୍ଲୀ: କୋରାଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାରେ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରେଳ…
Read More...

ମାଲଗାଡି ଲାଇନଚ୍ୟୁତ: ୩ ମୃତ

ଯାଜପୁର: ଯାଜପୁର କୋରାଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ପ୍ଲାଟଫର୍ମ ଉପରକୁ ମାଡିଗଲା ୧୦ରୁ ଅଧିକ ବଗି । ଟିକେଟ୍ କାଉଣ୍ଟର ସହ ପାହାଚକୁ ମାଡ଼ିଗଲା ଟ୍ରେନ ବଗି । ଭଦ୍ରକରୁ କଟକ ଯିବା ବେଳେ କୋରେଇ ଷ୍ଟେସନରେ ମାଲବାହୀ ଗାଡ଼ିର ୧୦ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନକୁ…
Read More...