ଖୁବ ଶୀଘ୍ର ୧୦ ଓ ୫୦୦ ଟଙ୍କା ନୂଆ ନୋଟ୍ ଆଣିବ ଆରବିଆଇ
ନ୍ୟୁଜ୍ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ଆରବିଆଇ ଖୁବ ଶୀଘ୍ର ୧୦ ଟଙ୍କା ଏବଂ ୫୦୦ ଟଙ୍କା ନୋଟ ଜାରି କରିବ। ଏହି ନୋଟ୍ ଗୁଡ଼ିକରେ ନୂଆ ଗଭର୍ନର ସଞ୍ଜୟ ମାଲହୋତ୍ରାଙ୍କ ଦସ୍ତଖତ ରହିବ। ଏହି ନୋଟଗୁଡ଼ିକର ଡିଜାଇନ ପୂର୍ବରୁ ଥିବା!-->…
Read More...
Read More...