ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଡିସେମ୍ବର ୫ରେ ହେବ ପଦ୍ମପୁର ବିଧାନସଭା ଉପନିର୍ବାଚନ

ପଦ୍ମପୁର; ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନର । ଡିସେମ୍ବର ୫ତାରିଖରେ ହେବ ମତଦାନ । ଡିସେମ୍ବର ୫ତାରିଖରେ ଭୋଟ ପଡୁଥିବା ବେଳେ ଡିସେମ୍ବର ୮ତାରିଖରେ ହେବ ଭୋଟ ଗଣତି । ଆସନ୍ତା ୧୦ ତାରିଖରେ ବିଦ୍ଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ।…
Read More...

ଆସନ୍ତାକାଲି ଧାମନଗର ଫଳାଫଳକୁ ନେଇ ଚର୍ଚ୍ଚା

ଭଦ୍ରକ: ଆସନ୍ତାକାଲି ମିଳିବ ଧାମନଗର ଉପନିର୍ବାଚନ ଫଳାଫଳ। କିଏ ବାଜିମାତ୍ କରିବ କାଲି ଜଣାପଡ଼ିବ। କଡ଼ା ସୁରକ୍ଷା ଭିତରେ ଇଭିଏମ୍‌ଗୁଡ଼ିକୁ ରଖାଯାଇଥିବା ବେଳେ କାଲି ସକାଳ ୮ରୁ ଆରମ୍ଭ ହେବ ଭୋଟ୍ ଗଣତି ହେବ। ଭୋଟ୍ ଗଣତି ଲାଗି ଭଦ୍ରକ ସଂସ୍କୃତି ଭବନରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୧୪ଟି…
Read More...

ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର

ନୂଆଦିଲ୍ଲୀ: ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର ଶ୍ୟାମ ସରଣ ନେଗୀ । ଆଜି ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ନେଗୀଙ୍କୁ ୧୦୬ ବର୍ଷ ହୋଇଥିଲା । ଗତ ୨ ତାରିଖରେ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ନିମନ୍ତେ ପୋଷ୍ଟାଲ ବାଲାଟରେ ନିଜର ଶେଷ ଭୋଟଦାନ କରିଥିଲେ…
Read More...

୨୩ରୁ ମାଟ୍ରିକ ସମେଟିଭ୍ ପରୀକ୍ଷା

କଟକ: ଆସନ୍ତା ୨୩ରୁ ମାଟ୍ରିକ ସମେଟିଭ୍ ପରୀକ୍ଷା। ଚଳିତ ମାସ ୨୩ରୁ ୩୦ ତାରିଖ ଯାଏଁ ମାଟ୍ରିକ ସମେଟିଭ୍ ଆସେସ୍‌ମେଣ୍ଟ-୧ ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟର ୩୦ ଜିଲ୍ଲାର ୩୦୨୯ ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ସମେଟିଭ୍‌ ପରୀକ୍ଷାରେ ସାମିଲ ହେବା ପାଇଁ ୫ ଲକ୍ଷ ୩୨ ହଜାର…
Read More...

ଗୁଜରାଟ ପାଇଁ ଆପ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଇସୁଦାନ ଗଡବୀ

ଗୁଜୁରାଟ; ଗୁଜରାଟ ପାଇଁ ଆପର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ଆମ୍ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଇସୁଦାନ ଗଡବୀ । ଏନେଇ ଘୋଷଣା କରିଛନ୍ତି ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ବାଲ । ତେବେ ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ କହିଛନ୍ତି ଯେ…
Read More...

ଦିଲ୍ଲୀରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ; ରାଜଧାନୀ ଦିଲ୍ଲୀରେ ବଢିବାରେ ଲାଗିଛି ବାୟୁ ପ୍ରଦୂଷଣ । ପ୍ରଦୂଷଣକୁ ଆଖି ଆଗରେ ରଖି ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ନୋଏଡାରେ ପ୍ରାଇମେରୀ ସ୍ତରର ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନଲାଇନରେ କ୍ଲାସ କରିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।…
Read More...

ଇସଲାମାବାଦରେ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଲକଡାଉନ

ଇସଲାମାବାଦ; ପାକିସ୍ତାନରେ ଇମ୍ରାନ ଖାନଙ୍କୁ ଗୁଳିମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସ୍ଥିତି ଅଣାୟତ ହୋଇପଡ଼ିବା ଯୋଗୁଁ ଇସଲାମାବାଦରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରାଯାଇଛି । ସହବାଜ ସରକାରଙ୍କ ସୁପାରିଶ ଅନୁସାରେ ଏହି ସମ୍ପୂର୍ଣ୍ଣ ଅଞ୍ଚଳ ସିଲ୍…
Read More...

ଆଜିଠୁ ପଞ୍ଚୁକ ବ୍ରତ, ଭର୍ଚ୍ଚୁଆଲରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ଆଠଗଡ; ଆଜିଠୁ ଆରମ୍ଭ ପବିତ୍ର ପଞ୍ଚୁକ ବ୍ରତ। ପଞ୍ଚକ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଓ ବେଶ ଅନୁଷ୍ଠିତ ହୋଇଛି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଆଜି ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ ।…
Read More...

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଗୁଳିମାଡ଼

ଇସଲମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ହୋଇଛି ଗୁଳିମାଡ଼। ଏକ ରାଲିରେ ଯାଉଥିବା ବେଳେ ଇମ୍ରାନ ଖାନଙ୍କ କଣ୍ଟେନର ଉପରକୁ ଖୋଇଛି ଆଖିବୁଜା ଫାୟାରିଂ। ଏକ ରାଜନୈତିକ କାର୍ଯ୍ୟକ୍ରମ ଚାଲିଥିଲାବେଳେ ହୋଇଛି ଗୁଳିମାଡ  । ଗୁଳି ମାଡରେ ଇମ୍ରାନ ଖାନ୍ ଗୁରୁତର ଭାବେ …
Read More...

ପଳାତକ ବିଜୟ ମାଲ୍ୟାଙ୍କୁ ଲାଗିଲା ଝଟକା

ନୂଆଦିଲ୍ଲୀ; ପଳାତକ ବିଜୟ ମାଲ୍ୟାଙ୍କୁ ଲାଗିଲା ଆଉ ଏକ ଝଟକା । ସୁପ୍ରିମକୋର୍ଟରେ କେସ୍ ଲଢିବାକୁ ମନା କରିଦେଇଛନ୍ତି ତାଙ୍କ ଓକିଲ । ଜଷ୍ଟିସ୍ ଚନ୍ଦ୍ରଚୂଡ ଓ ହିମା କୋହଲିଙ୍କ ଖଣ୍ଡପୀଠକୁ ସେ କହିଛନ୍ତି, ମାଲ୍ୟା ଏବେ ସମ୍ଭବତଃ ବ୍ରିଟେନରେ ଅଛନ୍ତି । ହେଲେ ତାଙ୍କ ପାଖରେ କେବଳ ତାଙ୍କର ଇମେଲ୍…
Read More...