ତାଳଚେରରେ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ସୁଶାନ୍ତ ଗୁରୁତର
ତାଳଚେର: ତାଳଚେରର ସ୍କଟ୍ ଲ୍ୟାଣ୍ଡପୁର ଜଙ୍ଗଲରେ ଏନକାଉଣ୍ଟର। ଏହି ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତରହୋଇଛି। ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ଆଜି ତାଳଚେର ଏବଂ ଅନୁଗୁଳ!-->…
Read More...
Read More...