ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ନବୀନ
ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଭବନରେ ୨୮ ଗୋଟି ଏସି ରୁମ ଓ ୪ ଟି ଏସି ଡର୍ମିଟୋରୀ ରହିଛି । ଏହି ସବୁ ରୁମ୍ ମଧ୍ୟରୁ ୧୬ ଗୋଟି ୨ ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ ଟି ଏସି!-->…
Read More...
Read More...