ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଆସନ୍ତା ସପ୍ତାହରେ ଓଡିଶା ଆସିବ ମୈାସୁମୀ

ଭୁବନେଶ୍ବର: ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ। ଏନେଇ ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର
Read More...

କଳା ବୋଳିଥିଲେ, ତଡ଼ା ଖାଇଲେ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ଭିଜିଲାନ୍ସ ଅଧିକାରୀ ମାନସୀ ଜେନାଙ୍କୁ ଆଜି ରାଜ୍ୟ ସରକାର ଚାକିରିରୁ ବହିଷ୍କାର କରିଛନ୍ତି। ପୁଲିସ ମହାନିର୍ଦେଶକ ସୁନୀଲ କୁମାର ବଂଶଲ ଏ ସଂକ୍ରାନ୍ତ ନିର୍ଦେଶନାମା ଜାରି କରିଛନ୍ତି। ଶ୍ରୀମତୀ ଜେନା ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ତାଙ୍କୁ ଗିରଫ କରାଯାଇଛି
Read More...

ନାମାଙ୍କନ ପତ୍ର ଦାଖଲ କଲେ ଆରୁଖ

ଭୁବନେଶ୍ବର: ବିଧାନସଭାର ବାଚସ୍ପତି ଭାବେ ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆସନ୍ତା ୧୩ ତାରିଖ ଦିନ ବାଚସ୍ପତି ନିର୍ବାଚନ ବିଧିବଦ୍ଧ ଭାବେ ଅନୁଷ୍ଠିତ ହେବ। ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ,
Read More...

ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ପୂର୍ଣ୍ଣାଙ୍ଗ ବଜେଟ୍ ଅଧିବେଶନ ଲାଗି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସମନ ଜାରି କରିଛନ୍ତି। ଜୁଲାଇ ୨ ତାରିଖରୁ ଆରମ୍ଭ ହେଉଥିବା ମୌସୁମୀ ଅଧିବେଶନ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ବସିବ। ଏଥିରେ ମୋଟ ୨୪ଟି କାର୍ଯ୍ୟଦିବସ ଥିବା ସୂଚନା ମିଳିଛି। ବିଧାନସଭା
Read More...

ନୂଆ ମନ୍ତ୍ରୀଙ୍କ କାନରେ କି ମନ୍ତ୍ର ଫୁଙ୍କିଲେ ନବୀନ?

ଭୁବନେଶ୍ବର: ନୂଆ ମନ୍ତ୍ରୀମାନେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି ତାଙ୍କ ଠାରୁ ଆଶୀର୍ବାଦ ନେଇଛନ୍ତି।ମନ୍ତ୍ରୀମାନଙ୍କୁ ନବୀନ ଗୁରୁମନ୍ତ୍ର ଦେଇଥିଲେ।ମୁଖ୍ୟମନ୍ତ୍ରୀ ଏହି ଅବସରରେ ମନ୍ତ୍ରୀମାନଙ୍କୁ ସ୍ବଚ୍ଛତା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ।
Read More...

କାହାକୁ କେଉଁ ବିଭାଗ ଦେଲେ ନବୀନ, ଜାଣନ୍ତୁ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ଏଥର ମଧ୍ୟ ମନ୍ତ୍ରୀ ହୋଇଛନ୍ତି ଓ ପୂର୍ବ ଦାୟିତ୍ୱ
Read More...

ସମ୍ବଲପୁର ଜୁଜୁମୁରାରେ ‘କାର୍ଯ୍ୟକର୍ତା ସମାବେଶ’କୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ

ରାଜ୍ୟରେ ୨୨ ବର୍ଷର ଲମ୍ବା ଶାସନରେ ଗରିବଙ୍କୁ କ'ଣ ମିଳିଛି ବୋଲି ପ୍ରଶ୍ନମୋଦିଙ୍କ ଲୋକପ୍ରିୟତା ବଢ଼ିବା ଡ଼ରରେ ଆୟୁଷ୍ମାନ ଯୋଜନା ଲାଗୁ ନହେବା ଚିନ୍ତାର ବିଷୟକାର୍ଯ୍ୟକର୍ତା ସମାବେଶରେ ବିପୁଳ ଜନସମାବେଶ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାର ପ୍ରତିଫଳନଜନଜାତି ଯୁବକ ଇସାକ୍
Read More...

ମନ୍ତ୍ରୀମଣ୍ଡଳର ନବକଳେବର: ନୂଆମନ୍ତ୍ରୀ କାଲି ନେବେ ଶପଥ

ଭୁବନେଶ୍ୱର:ମନ୍ତ୍ରୀମଣ୍ଡଳର ହେଲା ନବକଳେବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନିଜ ମନ୍ତ୍ରିମଣ୍ଡଳର ନବକଳେବର କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିବାବେଳେ ଆସନ୍ତାକାଲି ଦିନ ୧୧ଟା ୪୫ମିନିଟରେ ନୂଆ ମନ୍ତ୍ରୀମାନେ ଶପଥ ନେବେ। ଲୋକସେବା ଭବନର
Read More...

ମହାରାଷ୍ଟ୍ରରେ ପୁଣି ବଢ଼ିଲା କରୋନା ସଂକ୍ରମଣ

ମହାରାଷ୍ଟ୍ର: କରୋନାର ତିନୋଟି ଲହରରେ ସବୁଠୁ ଅଧିକ ପ୍ରଭାବିତ ରାଜ୍ୟ ଭିତରେ ମହାରାଷ୍ଟ୍ର ଥିଲା । ବିଶେଷକରି ମୁମ୍ବାଇ ସହରର ସଂକ୍ରମଣ ସବୁଠୁ ଚିନ୍ତାର କାରଣ ପାଲଟିଥିଲା । ଏବେ ପୁଣି ସେଠାରେ ସଂକ୍ରମଣ ବଢ଼ିଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧୦୪୫ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ
Read More...

ବ୍ରଜରାଜନଗରରେ ବିଜେଡିର ବାଜିମାତ୍:ଜିତିଲେ ଅଳକା

ଝାରସୁଗୁଡ଼ା: ବ୍ରଜରାଜନଗର ଉପ-ନିର୍ବାଚନରେ ବିପୁଳ ଭୋଟ୍‌ରେ ବାଜିମାତ କଲା ବିଜେଡି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର କିଶୋର ପଟେଲଙ୍କୁ ୬୬,୧୨୨ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଛନ୍ତି। ଅଳକା ମହାନ୍ତି ସମୁଦାୟ ୯୩ ହଜାର ୯୫୩ ଖଣ୍ଡ ଭୋଟ ପାଇଛନ୍ତି।
Read More...