ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

‘ଡ୍ରଗ୍‌ସ୍‌-ଅନ୍‌-କ୍ରୁଜ୍‌’ ମାମଲାରେ ଆର୍ଯ୍ୟନ ଖାନଙ୍କୁ ମିଳିଲା କ୍ଲିନ୍ ଚିଟ୍

ମୁମ୍ବାଇ: କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡ୍ ଷ୍ଟାର୍ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ କ୍ଲିନ୍ ଚିଟ୍ ମିଳିଛି। ଏନସିବି ଏହି ମାମଲାରେ ଏକ ଚାର୍ଜସିଟ୍ ଦାଖଲ କରିଛି। ଯେଉଁଥିରେ ଆର୍ଯ୍ୟନ୍ ଏବଂ ଅନ୍ୟ ପାଞ୍ଚଜଣଙ୍କୁ କ୍ଲିନ୍ ଚିଟ୍ ଦିଆଯାଇଛି, ଏମାନଙ୍କ ନାମ ଚାର୍ଜସିଟରେ ନାହିଁ।
Read More...

ହାଇକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ପାରିବାରିକ ବିବାଦ

କଟକ: ହାଇକୋର୍ଟର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଭିଡିଓ ପୋଷ୍ଟ କରି ବିଭିନ୍ନ କଥା କହୁଥିବାରୁ ତାଙ୍କର ସମ୍ମାନହାନୀ ହେଉଥିବା ଅଭିଯୋଗ କରି ସେ ହାଇକୋର୍ଟ ଯାଇଛନ୍ତି । ଅନୁଭବ ତାଙ୍କର ବ୍ୟକ୍ତିଗତ ଜୀବନ ନେଇ
Read More...

ବିଜେପିର ରାଷ୍ଟ୍ରପତି ନିର୍ବାଚନ ଲୋଭ

ବିଜେଡିକୁ ଅସନ୍ତୁଷ୍ଟ କରିବନି, ପାଖରେ ରଖିବାକୁ ବାଧ୍ୟରାଷ୍ଟ୍ରପତି ନିର୍ବାଚନ ପାଇଁ ସଂଖ୍ୟା ହେଉନି, ନବୀନ ହିଁ ଭରସାକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବେ ଭରସା, ଶାହ ବି କଥା ହୋଇପାରନ୍ତିନୀତିଶ ଓ କେସିଆର୍ ବିଗିଡିଯିବା ପରେ ଭୀଷଣ ଚାପରେ ମୋଦୀ ଭୁବନେଶ୍ବର: ଧୀରେ ଧୀରେ ଏନଡିଏକୁ
Read More...

ଏମ୍ସ ଭୁବନେଶ୍ୱର ଅସ୍ଥିଶଲ୍ୟ ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ଜଙ୍ଘହାଡ଼ ପ୍ରତିରୋପଣ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ଅସ୍ଥିଶଲ୍ୟ ବିଭାଗକୁ ମିଳିଛି ଆଉ ଏକ ବିରଳ ସଫଳତା। ଏହି ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ଜଙ୍ଘହାଡ଼ ପ୍ରତିରୋପଣ ଅସ୍ତ୍ରୋପଚାର ସଫଳତାର ସହିତ କରାଯାଇଛି। ଏପରି ବିରଳ ଅସ୍ତ୍ରୋପଚାର ରାଜ୍ୟରେ ପ୍ରଥମଥର ପାଇଁ ଅନୁଷ୍ଠିତ ହୋଇଛି। ଅସ୍ଥିଶଲ୍ୟ ବିଭାଗର ଅତିରିକ୍ତ
Read More...

ଜେଲରେ ସିଦ୍ଧୁଙ୍କୁ ମିଳିଲା କିରାଣି ଚାକିରି

ଚଣ୍ଡିଗଡ: କ୍ରିକେଟର୍‌ରୁ କଂଗ୍ରେସ ନେତା ଆଉ ଏବେ କିରାଣି ପାଲଟିଲେ ନବଜୋତ ସିଂହ ସିଦ୍ଧୁ। ୩୪ ବର୍ଷ ତଳର ଏକ ମାମଲାକୁ ନେଇ ବର୍ତ୍ତମାନ କଂଗ୍ରେସ ନେତା ସିଦ୍ଧୁ ପଟିଆଲା ଜେଲ୍‌ରେ ସଜା କାଟୁଛନ୍ତି। ଜେଲ୍‌ରେ ରହି ଏବେ ସିଦ୍ଧୁ କିରାଣି କାମ କରିବେ। ଜେଲ ଅଫିସର କାଗଜପତ୍ର ଦେଖିବେ ସିଦ୍ଧୁ।
Read More...

ଦିଲ୍ଲୀର ଉପରାଜ୍ୟପାଳ ହେଲେ ବିନୟ କୁମାର ସାକସେନା

ନୂଆଦିଲ୍ଲୀ: ଆଜି ଦିଲ୍ଲୀର ଉପରାଜ୍ୟପାଳ ଭାବେ ବିନୟ କୁମାର ସାକ୍‌ସେନା ଶପଥ ଗ୍ରହଣ କରିଛନ୍ତି। ଆଜି ରାଜ ନିବାସରେ ଆୟୋଜିତ ନିରାଡ଼ମ୍ବର ଉତ୍ସବରେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ବିପିନ ସାଙ୍ଘି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦିଲ୍ଲୀର ଉପରାଜ୍ୟପାଳ ଭାବେ
Read More...

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଧାନସଭା ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଜୁନ୍ ୨ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଆବଶ୍ୟକସ୍ଥଳେ ଜୁନ୍ ୧୩
Read More...

ନାବାଳିକା ସହ ଦୁଷ୍କର୍ମ କରି ଗିରଫ ହେଲେ କନଷ୍ଟେବଳ

ଭୁବନେଶ୍ୱର: ୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ କମିଶନରେଟ୍‌ ପୁଲିସ ଜଣେ କନଷ୍ଟେବଳଙ୍କୁ ଗିରଫ କରିଛି । ସେ ହେଲେ ରଜନୀକାନ୍ତ ଗମାଙ୍ଗୋ । ରଜନୀକାନ୍ତ ଭୁବନେଶ୍ୱର ସହରାଞ୍ଚଳ ଜିଲ୍ଲା ପୁଲିସର ଏକ ଥାନାରେ କାର୍ଯ୍ୟରତ ଅଛନ୍ତି । ତାଙ୍କୁ ଗିରଫ କରାଯିବା ପରେ କନଷ୍ଟେବଳ
Read More...

ପ୍ରେମିକା ଘରୁ ମିଳିଲା ପ୍ରେମିକର ମୃତଦେହ

ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଘଟିଛି ଏମିତି ଘଟଣା। ସାହୁପଡ଼ା ଗାଁରେ ଜଣେ ଯୁବତୀଙ୍କ ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହା ହତ୍ୟା ନା ଆତ୍ମହତ୍ୟା, ସେନେଇ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାରେ ଯୁବତୀଙ୍କ ସମେତ ପରିବାରର
Read More...

ହାତ ଛାଡି ସାଇକେଲ ଚଢ଼ିଲେ ଶିବଲ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ରାଜନୀତିରେ ଆସିଲା ନୂଆ ମୋଡ। ହାତ ଛାଡି ସାଇକେଲରେ ବସିଲେ ବରିଷ୍ଠ କଂଗ୍ରେସ ନେତା କପିଲ ଶିବଲ। ସେ ସାଇକେଲରେ ବସି ଯିବେ ରାଜ୍ୟସଭା। କଂଗ୍ରେସର ପୂର୍ବତନ ବରିଷ୍ଠ ନେତା ତଥା ଆଇନଜୀବୀ କପିଲ ଶିବଲ ଆଜି ସମାଜବାଦୀ ପାର୍ଟିରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ
Read More...