ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଗୋଚାଲାଣକାରୀଙ୍କ ଗୁଳିମାଡରେ ଦୁଇ ଗୋସେବକ ଗୁରୁତର

ଯଶିପୁର: ଆଜି ଭୋର୍ ରୁ ଯଶିପୁର ଟୋଲଗେଟ୍ ନିକଟରେ ଗୋସେବକଙ୍କ ଉପରକୁ ଗୋଚାଲାଣକାରୀମାନେ ଗୁଳିମାଡ଼ କରିଥିବାର ଖବର ମିଳିଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଗୋଚାଲାଣ ଲାଗି ଗୋରୁ ଗାଡ଼ିକୁ ନେଇ ଯାଉଥିବା ବେଳେ ଗୋସେବକମାନେ ଅଟକାଇବାରୁ ଗୋଚାଲାଣକାରୀ ଗୁଳି ଚଳାଇଥିଲେ। ସୂଚନା
Read More...

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ମ୍ୟାଚ୍ ପାଇଁ ଜୁନ୍ ୧ରୁ ଟିକେଟ ବିକ୍ରି ଆରମ୍ଭ

କଟକ: ଆସନ୍ତା ଜୁନ୍ ୧୨ରେ କଟକ ବାରବାଟି ଷ୍ଟାଡିୟମରେ ଖେଳାଯିବ ଭାରତ ଏବଂ ଦକ୍ଷିଣ ଆଫିକ୍ରା ମଧ୍ୟରେ ଟି-୨୦ ମ୍ୟାଚ । ଏଥିପାଇଁ ରାଜ୍ୟ ସରକାର ଦର୍ଶକଙ୍କ ପ୍ରବେଶକୁ ଅନୁମତି ପ୍ରଦାନ କରିଛନ୍ତି । ମ୍ୟାଚ ପାଇଁ ଜୁନ୍ ପହିଲା ଅନଲାଇନରେ ଟିକେଟ୍ ବିକ୍ରି ଆରମ୍ଭ ହେବ । ବାରବାଟୀ ଷ୍ଟାଡିୟମରେ
Read More...

ଆତ୍ମସମର୍ପଣ କରିବାକୁ ୭ଦିନ ସମୟ ମାଗିଲେ ସିଦ୍ଧୁ

ନୂଆଦିଲ୍ଲୀ: ଆଜି ଆତ୍ମସମର୍ପଣ କରିବେନି ନବଜୋତ୍ ସିଂ ସିଦ୍ଧୁ । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ କୋର୍ଟଙ୍କୁ ଆହୁରି ସପ୍ତାହକର ସମୟ ମାଗିଛନ୍ତି ସିଦ୍ଧୁ । ଏଥିପାଇଁ ସେ କୋର୍ଟରେ କ୍ୟୁରେଟିଭ୍ ପିଟିସନ ଦାଏର କରିଥିବା ଜଣାପଡିଛି । ନବଜୋତ୍ ସିଂ ସିଦ୍ଧୁ ରୋଡରେଜ୍ ମାମଲାରେ ଦୋଷୀ ସାବ୍ୟସ୍ତ
Read More...

ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା

ବାଲେଶ୍ବର: ବାଲେଶ୍ୱରରେ କଲେଜ ହଷ୍ଟେଲରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ବାଲେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଥିବା ଏକ ଘରୋଇ ଯୁକ୍ତ ଦୁଇ ବିଜ୍ଞାନ ଆବାସିକ କଲେଜର ଛାତ୍ରୀ ସାବିତ୍ରୀ ବେହେରା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ସହଯୋଗୀ ଓ ହଷ୍ଟେଲ ୱାର୍ଡେନଙ୍କଠାରୁ
Read More...

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

୭୦ କୋଟି ଟଙ୍କା ଖର୍ଚ୍ଚ ହେବ, ଏକ ବର୍ଷରେ କାମ ସରିବ।ସଫଳ ରୂପାୟନ ପାଇଁ କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ କଟକ: କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତମାନଙ୍କ
Read More...

ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା

ପୁରୀ: ଭକ୍ତଙ୍କ ପାଇଁ ଖୁସିଖବର । ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ନେଇ ଆସିଲା ଖୁସିଖବର । ଚଳିତଥର ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହୋଇପାରିବେ ଭକ୍ତ । ଏନେଇ ଦଇତାପତି ନିଯୋଗ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର
Read More...

ଶିଖରଚଣ୍ଡୀ ପାହାଡ଼ରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର

ଭୁବନେଶ୍ବର: ରାଜଧାନୀରେ ପୁଣି ଘଟିଲା ବୀଭତ୍ସ ହତ୍ୟାକାଣ୍ଡ।  ଭୁବନେଶ୍ୱର ସ୍ଥିତ ଇନଫୋସିସ୍ ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ତଳୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଯୁବକ ଜଣଙ୍କ ହେଲେ ନନ୍ଦନକାନନ ଥାନା
Read More...

ପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ନୂତନ ଭବ୍ୟ ମନ୍ଦିର

ତାରା ତାରିଣୀ ପୀଠ ରେ ଭକ୍ତି ମୟ ପରିବେଶପ୍ରତିଷ୍ଠା ହେଲା ମାଙ୍କ ନୂତନ ଭବ୍ୟ ମନ୍ଦିର.ଲୋକାର୍ପିତ ହେଲା ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧାହଜ଼ାର ହଜ଼ାର ଭକ୍ତଙ୍କ ଗହଣରେ ଉତ୍ସବ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀରାଜ୍ୟ ବାସୀଙ୍କ ମଙ୍ଗଳ ପାଇଁ ମାଙ୍କ ଆଶୀର୍ବାଦ କାମନା କଲେ ଯୋଜନା ର
Read More...

ଆଜି ୧୧ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ବର: ମୌସୁମୀ ଆଗୁଆ ଆସିବ। ପାଣିପାଗ ବିଭାଗର ଏଭଳି ପୂର୍ବାନୁମାନ ସମସ୍ତଙ୍କୁ ଆଶ୍ବସ୍ତ କରୁଛି। ହେଲେ ଏଥର ପାଣିପାଗ କିଛି ଭଲ ଖବର ନେଇ ସାଙ୍ଗରେ ଆସୁନାହିଁ। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ ଏଭଳି ଗୋଟିଏ ପୂର୍ବାନୁମାନ କଲେଣି। ଡ. ପଶୁପାଳକ କହିଛନ୍ତି ଯେ ଗତବର୍ଷ
Read More...

ଦୋହଲିଗଲା ବ୍ୟବସ୍ଥା; ଦରଦାମ ଆହୁରି ବଢ଼ିବ

୧୯୯୮ ମସିହା ପରେ ସବୁଠାରୁ କଠିନ ପରିସ୍ଥିତି ସାମ୍ନା କରୁଛି ଦେଶ୨୦୨୧ ଏପ୍ରିଲରୁ ମୁଦ୍ରାସ୍ଫୀତି ଦୁଇଅଙ୍କ ଛୁଇଁଛି, ଉପରମୁହାଁ ଧରିଛିଅର୍ଥନୀତିଜ୍ଞ ଡରାଇଲେଣି, ସ୍ଥିତି ଏବେ ସୁଧୁରିବା ଆଶା କ୍ଷୀଣବାମଦଳ ରାସ୍ତାକୁ ଓହ୍ଲାଇବ; ଦେଶବ୍ୟାପୀ ୨୫ରୁ ୩୧ ବିରୋଧ କରିବ ନୂଆଦିଲ୍ଲୀ: ଦେଶରେ
Read More...