ପ୍ରମୁଖ ଖବର

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ
ପରଲୋକରେ ଲୋକପ୍ରିୟ ଅଭିନେତା ଅଚ୍ୟୁତ ପୋତଦାର୍
କଟକ ସହରରେ ଗଣେଶ ପୂଜା ପାଇଁ ଗାଇଡଲାଇନ ଜାରି
ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ
ବନ୍ଦ ହୋଇଯିବ ଭୁବନେଶ୍ଵର-ଦୁବାଇ ବିମାନ ସେବା
ଆଳି ଏକମାଣିଆ ମଇଁଷି ମୃତ୍ୟୁ ଘଟଣା : ମିଳିବ କ୍ଷତିପୂରଣ

୨୪ରେ ଏକାଠି ବସିବେ ମୋଦୀ-ବାଇଡେନ୍‌

ନୂଆଦିଲ୍ଲୀ: ଆସନ୍ତା ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କର ଭେଟ୍‌ଘାଟ୍ ହେବ।ଏ ନେଇ ହ୍ୱାଇଟ ହାଉସ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଉପରେ ଏବେ ପୂରା ବିଶ୍ବର ନଜର ରହିଛି। ମୋଦୀ ଓ ବାଇଡେନଙ୍କ
Read More...

ସତ କହିଲେ କି ବିଦ୍ୟାଭାରତୀ!

ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଉପରୁ ହଟିବ କି ରହସ୍ୟ? କ୍ରାଇମବ୍ରାଞ୍ଚ ବାହାର କରିବ କି ମୃତ୍ୟୁର ସତ? ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାକୁ ଏହାରି ଭିତରେ ୨ ମାସ ବିତିଯାଇଛି । ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରହିଛି । କିନ୍ତୁ ମୃତ୍ୟୁ ଉପରୁ ରହସ୍ୟ ଏଯାଏ ଉନ୍ମୋଚନ
Read More...

ରାଜାକୁ ମାରିଦେଲା ରାଜଧାନୀ ଡ୍ରେନ!

ଭୁବନେଶ୍ବର: ମାଆ ମୁଁ ୫ ମିନିଟରେ ଆସୁଛି..ଏତିକି କହି ରାଜା ଯାଇଛି ଯେ ଯାଇଛି ...। ରାଜଧାନୀର ମୁକୁଳା ଡ୍ରେନ ରାଜାକୁ ସବୁଦିନ ପାଇଁ ଭସାଇନେଇଛି । ୧୯ ଘଂଟା ଧରି ପାଣି ଭିତରେ ପୁଅକୁ ଖୋଜାଚାଲିଥିଲା, ଏପଟେ ମାଆ ଅନ୍ଧ ଲଉଡିର ଆସିବା ବାଟକୁ ଚାହିଁ ରହିଥିଲା । ରାତି ପାହିଗଲା.. ହେଲେ
Read More...

ଶପଥ ନେଲେ ଚରଣଜିତ

ନୂଆଦିଲ୍ଲୀ: ପଞ୍ଜାବରେ ଆସନ୍ତାବର୍ଷ ହେବାକୁ ଥିବା ନିର୍ବାଚନ ପୂର୍ବରୁ ବଡ଼ ପରିବର୍ତ୍ତନ ହୋଇଛି। ମୁଖ୍ୟମନ୍ତ୍ରୀ ଭାବେ ଆଜି ଚରଣଚିତ ସିଂ ଚନ୍ନୀ ଶପଥ ନେଇଛନ୍ତି। ସକାଳ ୧୧ଟାରେ ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ପଞ୍ଜାବର ରାଜ୍ୟପାଳ ବନୱାରିଲାଲା ପୁରୋହିତ ତାଙ୍କୁ ପଦ ଓ ଗୋପନୀୟତାର
Read More...

କରୋନା କାଳରେ କମ୍ପିବ ପିପିଲି

ପିପିଲି ପଲିଟିକ୍ସ: ଆଜିଠୁ ମୈଦାନକୁ ଓହ୍ଲାଇବେ ଯୋଦ୍ଧା ଭୁବନେଶ୍ବର: କିଏ ପିନ୍ଧିବ ପିପିଲିରେ ବିଜୟ ମୁକୁଟ? ପିପିଲି ଉପନିର୍ବାଚନରେ କିଏ ମାରିବ ବାଜିମାତ୍‌? ଆସନ୍ତା ୩୦ ତାରିଖରେ ପଡିବାକୁ ଯାଉଛି ଭୋଟ । ଏଥିପାଇଁ ଆଜିଠୁ ବିଧବଦ୍ଧ ଭାବେ ପ୍ରଚାର ମୈଦାନକୁ ଓହ୍ଲାଇବେ ୩ ରାଜନୈତିକ ଦଳ ।
Read More...

ରେମୋ ସେୟାର କଲେ ପତ୍ନୀଙ୍କ ଫଟୋ..

ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ଜଣାଶୁଣା ଡ୍ୟାନ୍ସ କୋରିଓଗ୍ରାଫର ଓ ନିର୍ଦ୍ଦେଶକ ରେମୋ ଡିସୋଜା ନିଜ ପତ୍ନୀଙ୍କର ଏକ ଫଟୋ ସେୟାର କରିଛନ୍ତି ଯାହାକୁ ଦେଖିଲେ ଯେ କେହି ବି ଆଶ୍ଚର୍ଯ୍ୟ ହୋଇଯିବ। ରେମୋ ତାଙ୍କ ପତ୍ନୀ ଲିଜେଲିଙ୍କ ଟ୍ରାନ୍ସଫର୍ମସେନ ଫଟୋ ସେୟାର କରିଛନ୍ତି । ଯେଉଁଥିରେ ରେମୋ
Read More...

ଟ୍ରେଣ୍ଡ କରୁଛି ନିରଜଙ୍କ ନୂଆ ବିଜ୍ଞାପନ

ନୂଆଦିଲ୍ଲୀ: ଭାରତର ସୁନା ପୁଅ ତଥା ଟୋକିଓ ଅଲିମ୍ପିକ୍ସର ସ୍ୱର୍ଣ୍ଣ ପଦକ ବିଜେତା ନିରଜ ଚୋପ୍ରା ଏବେ ପୁଣି ସୋସିଆଲ ମିଡିଆରେ ଚର୍ଚ୍ଚାରେ। ଏଥର କିନ୍ତୁ ସେ ତାଙ୍କର ଖେଳକୁ ନେଇ ନୁହେଁ; ନୂଆ ବିଜ୍ଞାପନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଟୁଇଟରରେ ନିରଜଙ୍କ ଏହି ବିଜ୍ଞାପନଟି ଜବରଦସ୍ତ ଟ୍ରେଣ୍ଡ
Read More...

ଏକାଧିକ ଘୁର୍ଣ୍ଣିବଳୟ ସାମ୍ନା କରିବ ଓଡିଶା

ଭୁବନେଶ୍ୱର, ୧୯/୯ : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗର ରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି ହେବାକୁ ଯାଉଛି | ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି |
Read More...

କିଏ ହେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ?

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଅମରିନ୍ଦର ସିଂ ଇସ୍ତଫା ଦେବା ପରେ ଏବେ ପରବର୍ତ୍ତୀ କଂଗ୍ରେସ ମୁଖିଆ କିଏ ହେବ, ସେ ନେଇ ହାଇକମାଣ୍ଡଙ୍କ ଉପରେ ସମସ୍ତଙ୍କ ନଜର କେନ୍ଦ୍ରୀଭୂତ ରହିଛି। କଂଗ୍ରେସ ବିଧାୟକ ଦଳ ବୈଠକ ସବୁ ନିଷ୍ପତ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଉପରେ ଛାଡିଛନ୍ତି।
Read More...

ପୁଲିସକୁ ରାତି ଅନିଦ୍ରା କରାଇଦେଲା ଅଭିଯୁକ୍ତ

ଭୁବନେଶ୍ବର: ଅଭିଯୁକ୍ତକୁ ଧରିବାକୁ ଆସି ହଟ୍ଟହଟ୍ଟା ହେଲା ପୁଲିସ। ଛତ୍ରପୁରକୁ ଅଭିଯୁକ୍ତକୁ ଧରିବାକୁ ଆସି ଭଦ୍ରକ ପୁଲିସକୁ ନାକେଦମ ହେବାକୁ ପଡିଛି। ପୁଲିସ ଆସିଥିବା ଜାଣି ଘରର କବାଟ ବନ୍ଦ କରିଦେଇଥିଲା ଅଭିଯୁକ୍ତ। ଶେଷରେ ସାରା ରାତି ଅଭିଯୁକ୍ତର ଘର ଆଗରେ ଅନିଦ୍ରା ହୋଇ ବସିରହିଥିଲା
Read More...