କାଉନସିଲରଙ୍କ ସ୍ବାମୀଙ୍କୁ ହତ୍ୟା
ସୋନପୁର:ସୁବର୍ଣ୍ଣପୁର ଜିଲ୍ଲା ତରଭା ଏନଏସିର ୧୦ ନମ୍ବର ୱାର୍ଡର କାଉନସିଲରଙ୍କ ସ୍ୱାମୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସଞ୍ଜୀବ ଗୁରୁ। ଏନେଇ କାଉନସିଲର ନଳିନୀ ନାଏକ ତରଭା ଥାନାରେ ଅଭିଯୋଗ କରିଛନ୍ତି।ଆଜି ସଞ୍ଜୀବଙ୍କ ମୃତଦେହ ରକ୍ତଜୁଡ଼ୁବୁଡ଼ୁ!-->…
Read More...
Read More...