ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ସହୀଦ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି

ଭୁବନେଶ୍ୱର; ଯୁଦ୍ଧ ତଥା ଉଗ୍ରବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣ କୁ ପାଞ୍ଚ ଲକ୍ଷ ଟଙ୍କା ରୁ ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି।
Read More...

ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ଘୂର୍ଣ୍ଣିବଳୟ ନେବ କି ବାତ୍ୟାର ରୂପ?

ଦକ୍ଷିଣ ଆଣ୍ଡାମାନସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା
Read More...

ପାଣିପାଗ ସଂପର୍କରେ କିଛି ନୂଆ ଖବର

ଭୁବନେଶ୍ବର: ଆଜି ଦକ୍ଷିଣ ଆଣ୍ଡାମାନସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପାଣିପାଗ ବିଭାଗ ଏ ନେଇ ପୂର୍ବାନୁମାନ କରିଛି। ଏହା ଆସନ୍ତା ୬ ତାରିଖ ସୁଦ୍ଧା ଗୋଟିଏ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଅଧିକ। କେବଳ ସେତିକି ନୁହେଁ, ପରବର୍ତ୍ତୀ ୨୪ ଘଣ୍ଟାରେ ଏହା
Read More...

ଆଇନ ଜାଲରେ ନେତା, ମନ୍ତ୍ରୀ, ବିଧାୟକ

ଏ ପାଳିରେ ପାଞ୍ଚ ବିଧାୟକ ଗିରଫ ହୋଇସାରିଲେଣିଚାରି ମନ୍ତ୍ରୀଙ୍କୁ ନେଇ ଓଡ଼ିଶାରେ ଏଯାଏ ଚର୍ଚ୍ଚା ଥମିନାହିଁପ୍ରକାଶ ମାଝୀଙ୍କୁ ଗିରଫ ନେଇ ଚାପ ବଢ଼ିବାରେ ଲାଗିଛି ଭୁବନେଶ୍ବର: ଜଣେ ପରେ ଜଣେ ବିଧାୟକ ଭୁଲ୍ କାମ ପାଇଁ ଏବେ ଚର୍ଚ୍ଚାରେ। ନିର୍ବାଚନର ତିନିବର୍ଷ ଛୁଇଁନି, ଦଳମତ
Read More...

ଡେନମାର୍କରେ ମୋଦୀଙ୍କ ଓଡିଶାର ପଟ୍ଟଚିତ୍ର ଚର୍ଚ୍ଚା

• ଓଡ଼ିଶାର ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ• ଡ଼େନମାର୍କର ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡିକ୍ସନଙ୍କୁ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେବର୍ଣ୍ଣିତ ଓଡ଼ିଶାର
Read More...

ସ୍ତ୍ରୀକୁ କାଠ ଫାଳିଆରେ ମାରି ହତ୍ୟା କଲା ସ୍ବାମୀ

ସୋର: ସଇତାନ ସାଜିଲା ସ୍ବାମୀ। ନିଜ ସ୍ତ୍ରୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିବା ପରେ ଶବକୁ ୨୪ ଘଣ୍ଟା ଲୁଚାଇ ରଖିଥିଲା। ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା କଇଁଷି ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅଭିଯୁକ୍ତ ସ୍ଵାମୀକୁ
Read More...

ଚେଲ୍ଲା-ବିଜୟଙ୍କ କଥା କଟାକଟିରୁ ଆସିଲା ନୂଆ ଖବର

ବିଜୟ ସ୍ପଷ୍ଟ କରିଦେଲେ ସେ କୌଣସି ଜାତୀୟ ଦଳରେ ଯୋଗଦେବେ ନାହିଁ୬ମାସ ଧରି ଜ୍ବାଇଁ ପୁଅ ଭଳି ଚର୍ଚ୍ଚା, ତା ପରେ ସାବତ ପୁଅର ବ୍ୟବହାରପ୍ରଶାନ୍ତ କିଶୋରଙ୍କ ଆଞ୍ଚଳିକ ଦଳର ସାରଥୀ ହେବେ କି ବିଜୟ ମହାପାତ୍ର?ନବୀନଙ୍କୁ ସମାଲୋଚନା କରୁନାହାନ୍ତି, ପ୍ରଶାସନିକ ଅଧିକାରୀଙ୍କୁ ଟାର୍ଗେଟ
Read More...

କେଉଁ ମନ୍ତ୍ରରେ ହେବ ମହାପ୍ରଭୁଙ୍କ ରଥ ଅନୁକୂଳ?

ପୁରୀ: ପବିତ୍ର ଅକ୍ଷୟତୃତୀୟା ଅବସରରେ ଆଜିଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ। ରଥଯାତ୍ରାର ଏହି ଗୁରୁତ୍ବପୂର୍ଣ୍ଣ ପର୍ବ ସହିତ ରଥଯାତ୍ରା ପ୍ରକ୍ରିୟା ଆରମ୍ଭ ହୋଇଯିବ। ଆଜି ରଥ ନିର୍ମାଣ ଅନୁକୂଳ ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସାମ୍ନାରେ ତିନିଟି
Read More...

ବ୍ରଜରାଜନଗରରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ବିଜେଡି ବିଧାୟକ କିଶୋର କୁମାର ମହାନ୍ତିଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିବା ବ୍ରଜରାଜନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ। ମେ’ ୩୧ ତାରିଖରେ ଏଠାରେ ପଡ଼ିବ ଭୋଟ୍‌। ଆଜି ଭାରତୀୟ ନିର୍ବାଚନ କମିଶନ ଏନେଇ ଘୋଷଣା କରିଛନ୍ତି। ଏହା ସହିତ ଝାରସୁଗୁଡ଼ା ଜିଲ୍ଲାରେ ଆଜିଠାରୁ
Read More...

ବାଘୁଆ ମହୁମାଛିଙ୍କ ଆକ୍ରମଣରେ ଛାତ୍ରଙ୍କ ସମେତ ସ୍କୁଲ କର୍ମଚାରୀ ଆହତ

ବାଘୁଆ ମହୁମାଛି ଆକ୍ରମଣରେ ୮ ରୁ ୧୦ ଜଣ ଛାତ୍ରଙ୍କ ସମେତ, ସ୍କୁଲ ରୋଷେୟା, ୨ ଜଣ ଅଭିଭାବକ ଓ ଶିକ୍ଷକ ଆହତ ହୋଇଛନ୍ତି।। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଧକାଟିଆ ପଞ୍ଚାୟତର ଜୁବିଲୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ସୂଚନାନୁସାରେ, ନିଶ୍ଚିନ୍ତକୋଇଲି ବ୍ଲକ
Read More...