ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି।ଉତ୍କଳ ବିଶ୍ୱବିଦ୍ୟାଳୟ!-->…
Read More...
Read More...