ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ
Read More...

ଇଣ୍ଡିଗୋ ସଂକଟ: ୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନ୍ୟୁଜ୍ ବ୍ୟୁରୋ: ଇଣ୍ଡିଗୋରେ ଲଗାତାର ୫ ଦିନ ଧରି ପରିଚାଳନା ତ୍ରୁଟି ଦେଖାଦେଇଛି। ଇଣ୍ଡିଗୋ ସେବାରେ ଅନିୟମିତତାକୁ ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ ସ୍ଥିତି ଦେଇ ଗତି କରୁଛି। ଏହାରି ମଧ୍ୟରେ ଯାତ୍ରୀଙ୍କ
Read More...

ଗୋଆ ଅଗ୍ନିକାଣ୍ଡ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଗୋଆ: ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ)ରୁ ଆହତ ବ୍ୟକ୍ତିଙ୍କୁ ୫୦ହଜାର ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି ମୋଦୀ।
Read More...

ରାଜଧାନୀରେ ଖୋଲିବ ଆଉ ୨ ନୂଆ ତହସିଲ

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ଆଉ ଦୁଇଟି ତହସିଲ୍। ନୂଆ ତହସିଲ ଗୋଟିଏ ରସୁଲଗଡ଼ ଓ ଗୋଟିଏ ଖଣ୍ଡଗିରିରେ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏନେଇ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ସହରରେ ଦିନକୁ ଦିନ ଜମି କିଣାବିକା ବହୁ ମାତ୍ରାରେ ହେବାରେ ଲାଗିଥିବାବେଳେ, ଲୋକଙ୍କ ସୁବିଧା ପାଇଁ
Read More...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ୨୫ ମୃତ

ଗୋଆ: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ ଲାଗି ଯାଇଛି। ଏଥିରେ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ଗତ ବିଳମ୍ବିତ ରାତିରେ ଉତ୍ତର ଗୋଆର ଏକ ନାଇଟ୍ କ୍ଲବ୍‌ରେ ଅଗ୍ନିକାଣ୍ଡ ଘଟି ଚାରି ଜଣ
Read More...

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ

ଭୁବନେଶ୍ୱର, ୬/୧୨: ଓଡ଼ିଶାରେ ଜନସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ଼ କରିବାର ଉଦ୍ଦେଶ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରାରେ ବୁଧବାର ଏକ ନୂତନ ଆଂଟିରେଟ୍ରୋଭାଇରାଲ ଟ୍ରିଟମେଂଟ (ଏଆରଟି) ସେଂଟର ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାର ପ୍ରଥମ
Read More...

ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ନୂତନ ଭାବରେ ବିକଶିତ ୧୭ଟି ପାଠ୍ୟପୁସ୍ତକର ସମୀକ୍ଷା ଏବଂ ଅନୁମୋଦନ କରାଯାଇଛି। ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ପାଠ୍ୟକ୍ରମ ଏବଂ
Read More...

କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି କ୍ୟାବିନେଟ ବୈଠକ। ବୈଠକରେ ୫ଟି ବିଭାଗର ୬ଟି ପ୍ରସ୍ତାବରେ ବାଜିଛି ମୋହର। ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା, ମୁଖ୍ୟମନ୍ତ୍ରୀ ବୟନ ଶିଳ୍ପ ବିକାଶ ଯୋଜନାକୁ ମିଳିଛି ମନ୍ତ୍ରୀ ମଣ୍ଡଳର ମୋହର।
Read More...

ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଯାଜପୁର: ଏବେ କୌଣସି ବିଡିଓ ଏବଂ ତହସିଲଦାର ଛୁଟି ଦରଖାସ୍ତ ଦାଖଲ ନକରି ବିନା ଅନୁମତିରେ ଅନୁପସ୍ଥିତ ରହିପାରିବେ ନାହିଁ। ଯଦି କେହି ବିନା ଅନୁମତିରେ ଛୁଟିରେ ରୁହନ୍ତି ତେବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର କଡ଼ା ନିର୍ଦ୍ଦେଶ
Read More...

ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର

ନୂଆଦିଲ୍ଲୀ: ଇଣ୍ଡିଗୋର ବିମାନ ଉଡାଣ ଧୀରେ ଧୀରେ ସ୍ୱାଭାବିକ ହେଉଛି। ଗୋଟିଏ ଦିନ ପୂର୍ବରୁ ବିମାନ କମ୍ପାନୀ କେବଳ ଦିଲ୍ଲୀରୁ ୧୦୦୦ ରୁ ଅଧିକ ବିମାନ ବାତିଲ କରିଥିଲା। ବିମାନବନ୍ଦର ଅଧିକାରୀଙ୍କ କହିଛନ୍ତି ଯେ ପରିସ୍ଥିତି ଏବେ ସୁଧୁରୁଛି। ତେବେ ଯାତ୍ରୀମାନଙ୍କୁ ଘରୁ ବାହାରିବା ପୂର୍ବରୁ
Read More...