ପ୍ରମୁଖ ଖବର

କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍‌ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍‌, କିନ୍ତୁ ଇଞ୍ଜିନ୍‌କୁ କ୍ଷତିର ପ୍ରମାଣ ନାହିଁ

୩ ମହଲା କୋଠାରେ ଭୟଙ୍କର ବିସ୍ଫୋରଣ, ୮ ମୃତ

ବିହାର ଭାଗଲପୁରରେ ବଡ଼ ଅଘଟଣ ଘଟିଛି । ତିନି ମହଲା କୋଠାରେ ବିସ୍ପୋରଣ ହେବା ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଦୁଇ ମହିଳା ଅଛନ୍ତି । ୮ ଜଣ ଗୁରୁତର ଥିବା ମଧ୍ୟ ଜଣାପଡିଛି । ତେବେ ବିସ୍ଫୋରଣ ହେଉଥିବା କୋଠାରେ ବୋମା ତିଆରି ହେଉଥିବା ପଡୋଶୀ କହିଛନ୍ତି । ଭାଗଲପୁର ଜିଲ୍ଲା
Read More...

ମୋଦୀ ରଖିଲେ ପ୍ରସ୍ତାବ, କହିଲେ କୂଟନୀତି ଓ ଆଲୋଚନା ମାଧ୍ୟମରେ ସମାଧାନ ହେଉ

ୟୁକ୍ରେନ ଉପରେ ଋଷ ଘମାଘୋଟ ଆକ୍ରମଣ ଜାରି ରଖିଛି । ଗୋଟିଏ ପରେ ଗୋଟିଏ ସହରକୁ ବିସ୍ଫୋରଣ କରି ଧ୍ୱଂସବିଧ୍ୱସ୍ତ କରିଦେଉଛି । ଏହାରି ମଧ୍ୟରେ କ୍ୱାର୍ଡ ବୈଠକରେ ଭାରତ ନିଜର ପକ୍ଷ ରହିଛି । ମୋଦୀ କହିଛନ୍ତି, ଆଲୋଚନା ଓ କୂଟନୀତି ମାଧ୍ୟମରେ ବିବାଦରେ ସମାଧାନ ହେବା ଉଚିତ । ବିବାଦର ସମାଧାନ
Read More...

କିଭରୁ ଆସୁଥିବା ଭାରତୀୟ ଛାତ୍ରଙ୍କ ଦେହରେ ବାଜିଲା ଗୁଳି..

ଋଷ-ୟୁକ୍ରେନ ମଧ୍ୟରେ ହେଉଥିବା ଯୁଦ୍ଧର ଆଜି ନବମ ଦିନ। ଏବଂ ଦୁଇ ଦେଶ ମଧ୍ୟରେ ଲଢେଇ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଏବେ କି କିଛି ଭାରତୀୟ ଛାତ୍ର ୟୁକ୍ରେନ ରାଜଧାନୀ କିଭ ଓ ଖାରକିଭରେ ଫସି ରହିଛନ୍ତି। ଋଷ ସେନା ଗତ ୨୪ ଘଣ୍ଟା ରେ ଖାରକିଭ,ଚେର୍ନାହିବ,ମାରିୟୁପୋଲ, ବୋରଦୟାଙ୍କାରେ
Read More...

ୟୁରୋପର ସବୁଠୁ ବଡ ପରମାଣୁ ପ୍ଲାଣ୍ଟରେ ଆକ୍ରମଣ

ୟୁକ୍ରେନ ଉପରେ ଋଷର ଆକ୍ରମଣ ତୀବ୍ର ହେବାରେ ଲାଗିଛି । ଆଜିକୁ ନବମ ଦିନ ହେବ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଚାଲିଛି । ୟୁରୋପର ସବୁଠୁ ବଡ଼ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ଋଷ ଆକ୍ରମଣ କରିଛି । ଝେପୋରଜିଆ ଓ ଏନୋହର୍ଦ୍ଦର ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ରେ ଋଷର ଆକ୍ରମଣ ପରେ ପ୍ଲାଣ୍ଟ ରେ ନିଆଁ
Read More...

ଭୂକମ୍ପରେ ଥରିଲା ଓଡିଶା

ଭୂକମ୍ପରେ ଥରିଲା ଓଡିଶା । କଳାହାଣ୍ଡି ଓ ନବରଙ୍ଗପୁରରେ ଭୂମିକମ୍ପର ଝଟ୍‌କା ଅନୁଭୂତ ହୋଇଛି । ଆଜ ଦିନ ପ୍ରାୟ ସାଢେ ୨ଟା ସମୟରେ ଏହିଭୂକମ୍ପର ଝଟକା ୧୦ରୁ ୧୫ ସେକେଣ୍ଡ ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା । ହଠାତ ବଡ ଜୋରରେ ଶଦ୍ଦ ହେବା ସହ ଘରର ଆସବାବପତ୍ର ହଲିବାକୁ ଲାଗିଥିଲା । ଫଳରେ ଲୋକମାନେ
Read More...

ଖାରକିଭ୍‌ରେ ଋଷର ବଡ଼ ଧରଣର ଆକ୍ରମଣ, ମାଟିରେ ମିଶିଲା ସ୍କୁଲ,ଚର୍ଚ୍ଚ

ୟୁକ୍ରେନ-ଋଷ ମଧ୍ୟରେ ଯୁଦ୍ଧର ଆଜି ହେଉଛି ଅଷ୍ଟମ ଦିନ । ଋଷ ଘନ ଘନ ମିସାଇଲ ମାଡ଼ କରୁଛି । ୟୁକ୍ରେନର ଅକ୍ଟିର୍କା ଓ ଖାରକିଭରେ ଋଷର ଆକ୍ରମଣ ହେତୁ ବଡ଼ ଧରଣର କ୍ଷତି ହୋଇଛି । ୟୁକ୍ରେନ ଦାବି କରିଛି ଯେ, ଆକ୍ରମଣରେ ଖାରକିଭର ତିନୋଟି ସ୍କୁଲ ଓ ଚର୍ଚ୍ଚ ଧ୍ୱଂସ ହୋଇଯାଇଛି । ଅକ୍ଟିର୍କାରେ
Read More...

ମୋଦୀ -ପୁଟିନ ଆଲୋଚନା

ୟୁକ୍ରେନ ଉପରେ ଋଷର ପ୍ରଚଣ୍ଡ ଆକ୍ରମଣ ଜାରି ରହିଛି । ଏହାରି ମଧ୍ୟରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଯୁଦ୍ଧ ସମୟରେ ଏହା ପୁଟିନ ଓ ମୋଦୀଙ୍କ ମଧ୍ୟରେ ଦ୍ୱିତୀୟ ଥର କଥାବାର୍ତ୍ତା। ୟୁକ୍ରେନରେ ଫସିରହିଥିବା ଭାରତୀୟଙ୍କୁ ସୁରକ୍ଷିତ
Read More...

ୟୁପିରେ ଆଜି ଷଷ୍ଠ ପର୍ଯ୍ୟାୟ ମତଦାନ, ଯୋଗୀଙ୍କ ଭାଗ୍ୟ ପରୀକ୍ଷା

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ୧୦ଟି ଜିଲ୍ଲାର ୫୭ ବିଧାନସଭା ଆସନ ପାଇଁ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ୧୦ ଜିଲ୍ଲାର ୫୭ ଆସନରେ ପ୍ରତିଦ୍ୱନ୍ଦିତା କରୁଥିବା ୬୭୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ
Read More...