ଏପ୍ରିଲ ୧୪କୁ ସରକାରୀ ଛୁଟି ଘୋଷିତ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଭାରତୀୟ ସମ୍ବିଧାନର ପ୍ରଣେତା ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜନ୍ମ ବାର୍ଷିକୀ ଅର୍ଥାତ୍ ଏପ୍ରିଲ ୧୪କୁ କେନ୍ଦ୍ର ସରକାର ଏକ ସାଧାରଣ ଛୁଟି ଦିବସ ଭାବରେ ଘୋଷଣା କରିଛନ୍ତି। କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଶୁକ୍ରବାର ଏକ ପୋଷ୍ଟରେ ସରକାରଙ୍କ ଏହି!-->…
Read More...
Read More...