ପ୍ରମୁଖ ଖବର

କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍‌ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍‌, କିନ୍ତୁ ଇଞ୍ଜିନ୍‌କୁ କ୍ଷତିର ପ୍ରମାଣ ନାହିଁ

ୟୁକ୍ରେନରୁ ଫେରିଲେ ଓଡିଆ, ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ଆଶ୍ୱସ୍ତ’

ୟୁକ୍ରେନରୁ ଫେରିଲେ ଓଡିଆ । ୟୁକ୍ରେନରୁ ଫେରି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଓଡିଆ ଛାତ୍ରଙ୍କ ସହ ଆଲୋଚନା କରି କହିଛନ୍ତି, ଓଡିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ମୁଁ ଆଶ୍ୱସ୍ତ ।
Read More...

ତୃତୀୟ ଦିନର ଗଣତି, ଏବେ ସୁଦ୍ଧା କିଏ ଆଗରେ କିଏ ପଛରେ?

ଶନିବାରଠୁ ଆରମ୍ଭ ହୋଇଥିବା ପଞ୍ଚାୟତ ନିର୍ବାଚନ ଭୋଟ ଗଣତିର ଆଜି ଶେଷ ଦିନ । ଉପକୂଳରୁ ପଶ୍ଚିମ , ଦକ୍ଷିଣରୁ ଉତ୍ତର ଓଡିଶା ପର୍ଯ୍ୟନ୍ତ ସବୁଠି ନବୀନଙ୍କ କ୍ରେଜ୍ ଦେଖିବାକୁ ମିଳିଛି। ବିଜେଡି ବଡ଼ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବହୁ ପଛରେ ପଡିଛନ୍ତି ବିଜେପି ଓ କଂଗ୍ରେସ । ଆଜି ଆସିବ
Read More...

ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରଙ୍କୁ ମାରପିଟ୍‌, ଭିଡିଓ ଭାଇରାଲ

ୟୁକ୍ରେନରେ ଫସିଥିବା ଭାରତୀୟ ମେଡିକାଲ ଛାତ୍ରଙ୍କ ସହିତ ମାରପିଟ୍ ଓ ହିଂସାର ଚିନ୍ତାଜନକ ଖବର ସାମନାକୁ ଆସିଛି । ଏନେଇ ଏକ ଭିଡିଓ ଭାଇରାଲ ହେବା ପରେ ଭାରତୀୟଙ୍କ ପରିବାର ଲୋକ ଏବେ ଚିନ୍ତାରେ । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି ଭିଡିଓ ଜାରି କରିଛନ୍ତି । ଏବଂ ତୁରନ୍ତ ସେଠାରୁ
Read More...

ଋଷ ଆକ୍ରମଣରେ ୩୫୨ ୟୁକ୍ରେନ ନାଗରିକଙ୍କ ମୃତ୍ୟୁ..ଅଛନ୍ତି ୧୪ ଛୋଟ ପିଲା

ଋଷ ଓ ୟୁକ୍ରେନ ମଧ୍ୟ ଯୁଦ୍ଧ ଲାଗି ରହିଛି । ପାଞ୍ଚ ଦିନ ଧରି ଲଗାତର ଋଷ, ୟୁକ୍ରେନ ଉପରେ ମିସାଇଲ ଛାଡୁଛି । ଋଷ ଆକ୍ରମଣରେ ୟୁକ୍ରେନ ରାଜଧାନୀ କିବ୍ ସମେତ ଅନେକ ଅ ଳ ଧ୍ୱଂସବିଧ୍ୱଂସ୍ତ ହୋଇଯାଇଛି । ବହୁ ଧନ ଜୀବନ କ୍ଷତି ହୋଇଛି । ୟୁକ୍ରେନର ଗୃହ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା
Read More...

ଭୋଟ ଗଣତିର ଶେଷ ଦିନ: ସ୍ପଷ୍ଟ ହେବ କାହାକୁ ମିଳିଲା କେତେ ଆସନ?

ପଞ୍ଜାୟତ ନିର୍ବାଚନର ଭୋଟ ଗଣତିର ଆଜି ତୃତୀୟ ଦିନ ।ଆଜି ଶେଷ ଦିନରେ ୨୩୦ଟି ଜିଲ୍ଲା ପରିଷଦ ଜୋନରେ ଭୋଟ ଗଣତି ଆରମ୍ଭ ହୋଇଛି । ଆଜି ସାରା ରାଜ୍ୟରେ ଫଳାଫଳ ଆସିବା ପରେ ସ୍ପଷ୍ଟ ହୋଇଯିବ କିଏ କେଉଁଠି ଅଧ୍ୟକ୍ଷ ପଦ ଦଖଲ କରିବ । ପ୍ରଥମ ଦୁଇ ଦିନର ଫଳାଫଳ ଅନୁସାରେ ରାଜ୍ୟରେ ବିଜେଡି ନିଜର ଦବଦବା
Read More...

ଦୁଇ ବର୍ଷ ପରେ ସ୍କୁଲ ଗଲେ ପ୍ରଥମରୁ ସପ୍ତମ ପିଲା, ପ୍ରଥମ ସପ୍ତାହରେ ହେବନି ପାଠପଢା

ଆଜିଠୁ ଖୋଲିଲା ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏଁ ପିଲାଙ୍କ ସ୍କୁଲ । ପାଖାପାଖି ଦୁଇ ବର୍ଷ ପରେ ସ୍କୁଲ ମାଟି ମାଡିଛନ୍ତି ଛାତ୍ରଛାତ୍ରୀ । ହେଲେ ସ୍କୁଲ ଖୋଲିଥିଲେ ମଧ୍ୟ ପ୍ରଥମ ସପ୍ତାହରେ ପିଲାଙ୍କୁ ମାନସିକ ଚାପରୁ ମୁକ୍ତ ରଖିବା ପାଇଁ ପାଠପଢା ହେବ ନାହିଁ । ଦୁଇ ବର୍ଷ ହେବ ପିଲାମାନେ ଘରେ
Read More...

‘ମୁଁ ଦେଶ ଛାଡି ଯିବିନାହିଁ, ମୋତେ ଅସ୍ତ୍ର ଓ ଗୋଳାବାରୁଦ ଦିଅ’

ଋଷ ଗତ ତିନି ଦିନ ଧରି ୟୁକ୍ରେନ ଉପରେ ଭୟଙ୍କର ଆକ୍ରମଣ କରୁଛି । କିନ୍ତୁ ଋଷର ଘନ ଘନ ଆକ୍ରମଣର ବି ଜବାବ ଦେଉଛି ୟୁକ୍ରେନ । ତେବେ ଏହାକୁ ନେଇ ଭୟଭୀତ ହୋଇନାହାନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲଦିମିର ଜେଲେନସ୍କି । ତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ
Read More...