ବିଜେଡିର ବଡ଼ ବିଜୟ, ଯୁଆଡେ ଚାହିଁବ ସିଆଡେ ଶଙ୍ଖ
ଭାଙ୍ଗିଲା ସବୁ ରେକର୍ଡ।ପଞ୍ଚାୟତ ନିର୍ବାଚନରେ ବିଜେଡିର ବଡ଼ ବିଜୟ । ଗାଁ ଗାଁରେ ଦେଖବାକୁ ମିଳିଛି ନବୀନ କ୍ରେଜ୍ । ୮୫୧ ଜିଲ୍ଲା ପରିଷଦ ଆସନରୁ ବର୍ତମାନ ୮୨୯ର ଫଳାଫଳ ଆସିଛି । ସେଥିରୁ ୭୪୩ ଜୋନରେ ବାଜିମାତ କରିଛି ବିଜେଡି । ବିଜେପି ଖାତାକୁ ମାତ୍ର ୪୨ ଆସନ ଯାଇଥିବା ବେଳେ କଂଗ୍ରେସ ୩୭ଟି!-->…
Read More...
Read More...