ପ୍ରମୁଖ ଖବର

ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍‌ ସିଟି ଓ ମୋଟୋରସ୍ପୋର୍ଟସ୍‌ ସିଟି, ଆସିବ ଫର୍ମୁଲା-୧ ରେସ୍‌
ସତ୍ୟେନ୍ଦ୍ର ଜୈନ୍‌ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ

ବିବାଦ ବଢାଇଲା ୟୁକ୍ରେନ ଉପରେ ପୁଟିନଙ୍କ ଘୋଷଣା!

ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ରହିଛି । ଏହାରି ମଧ୍ୟରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ନିଜ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ସମ୍ବୋଧନରେ ପୁଟିନ ଏକ ବଡ଼ ଘୋଷଣା କରିଛନ୍ତି । ପୁଟିନ କହିଛନ୍ତି, ୟୁକ୍ରେନର ଦୁଇଟି ଅଞ୍ଚଳକୁ ସ୍ୱାଧୀନ ଘୋଷଣା କରିବା ପାଇଁ ନିଷ୍ପତ୍ତି
Read More...

ପଞ୍ଚାୟତ ଲଢେଇ: ଚତୃର୍ଥ ପର୍ଯ୍ୟାୟ ପାଇଁ ଭୋଟ ପଡୁଛି

ପଞ୍ଚାୟତ ନିର୍ବାଚନର ଆଜି ଚତୃର୍ଥ ପର୍ଯ୍ୟାୟ ଭୋଟ । ସକାଳ ୭ରୁ ଚାଲିଛି ମତଦାନା ଚତୃର୍ଥ ପର୍ଯ୍ୟାୟରେ ୨୭ଟି ଜିଲ୍ଲାର ୬୪ଟି ବ୍ଲକର ୧୬୩ଟି ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି । ମତଦାନ ସାବ୍ୟସ୍ତ କରିବେ ୫୧ ଲକ୍ଷ ୩୧ ହଜାର ୭୨୭ ଭୋଟର । ୬୬୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟ
Read More...

୧୨ରୁ ୧୮ ବର୍ଷ ପିଲାଙ୍କୁ ଦିଆଯିବ କୋର୍ବେଭାକ୍ସ ଟିକା, ମିଳିଲା ଅନୁମତି

ଦେଶରେ କରୋନା ସଂକ୍ରମଣ ଏବେ ନିୟନ୍ତ୍ରଣକୁ ଆସିଛି । କିନ୍ତୁ ବିପଦ ସଂପୂର୍ଣ୍ଣ ଟଳିନି । କରୋନାକୁ ମାତ୍ ଦେବା ପାଇଁ ଟିକାକରଣ ଜୋରଦାର କରାଯାଉଛି । ଏବେ କରୋନା ବିରୋଧୀ ଲଢେଇ ପାଇଁ ଆଉ ଏକ ଅସ୍ତ୍ର ମିଳିଯାଇଛି । ସ୍ୱଦେଶୀ କରୋନା ଟିକା କୋର୍ବେଭାକ୍ସକୁ ଜରୁରୀକାଳିନ ଅନୁମତି ମିଳିଛି । ୧୨ରୁ
Read More...

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ

ଯାଜପୁର ବିଝାଂରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ । ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୁଲିସ ଚିହ୍ନଟ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଯାଜପୁର ଏସପି କହିଛନ୍ତି । ଆଉ ୨୫ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ସେମାନଙ୍କୁ
Read More...

ନୂଆ ଲୁକରେ ମଇଦାନରେ ମୁଖ୍ୟମନ୍ତ୍ରୀ

୫-ଟି କାର୍ଯ୍ୟକ୍ରମ ଅଧୀନରେ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ କଳିଙ୍ଗ ଷ୍ଟାଡିଅମ୍‌ କମ୍ପଲେକ୍‌ସରେ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ତଥା ୩୦୦ କୋଟି ଟଙ୍କାର କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଦେଶର ପ୍ରଥମ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ଖର୍ଚ୍ଚ
Read More...

ଲାଲୁଙ୍କୁ ୫ ବର୍ଷ ଜେଲ

ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ଦଣ୍ଡ । ଚାରା ଘୋଟାଲା ମାମଲାରେ ତାଙ୍କୁ ଦଣ୍ଡାଦେଶ ହୋଇଛି । ଗୋଖାଦ୍ୟ ଦୁର୍ନୀତି ମାମଲାରେ ସ୍ପେଶାଲ ସିବିଆଇ କୋର୍ଟ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି । ୫ ବର୍ଷର ଜେଲ ଦଣ୍ଡାଦେଶ ସହିତ ୬୦ ଲକ୍ଷ
Read More...

‘ପୁଷ୍ପା’ ଫିଲ୍ମ ଅଫ୍ ଦି ଇୟର, ରଣବୀର ଶ୍ରେଷ୍ଠ ଅଭିନେତା

ମୁମ୍ବାଇରେ ଅନୁଷ୍ଠିତ ହୋଇଯାଇଛି ଦାଦାସାହେବ ଫାଲକେ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ-୨୦୨୨ । ଏଥିରେ ଦେଖିବାକୁ ମିଳିଛି ଫିଲ୍ମ ‘ପୁଷ୍ପା’ର ଦବଦବା । ‘ପୁଷ୍ପା’କୁ ମିଳିଛି ‘ଫିଲ୍ମ ଅଫ ଦି ଇୟର’ସମ୍ମାନ । ସେହିପରି ରଣବୀର ସିଂହଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ଆୱାର୍ଡ । ଏବଂ ଶ୍ରେଷ୍ଠ
Read More...

ଟଳିବ ଯୁଦ୍ଧ ବିପଦ: ବାଇଡେନ-ପୁଟିନ ଆଲୋଚନା!

ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ବିପଦ ଟାଳିବାକୁ ପ୍ରୟାସ । ସମସ୍ୟାର ସମାଧାନ ପାଇଁ ଶିଖର ସମ୍ମିଳନୀ ଡାକିବାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜି ହୋଇଛନ୍ତି । ତେବେ ଏନେଇ ଗୋଟିଏ ସର୍ତ୍ତ ରହିଥିବା ହ୍ୱାଇଟ ହାଉସ ପକ୍ଷରୁ ସୂଚନା ରହିଛି । ସର୍ତ୍ତ
Read More...