ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ନୌସେନାରେ ସାମିଲ ହେଲା ଆଇଏନ୍‌ଏସ୍‌ ମାଙ୍ଗରୋଲ୍‌

ନ୍ୟୁ୍ଜ୍ ବ୍ୟୁରୋ: ଭାରତୀୟ ନୌସେନାରେ ସାମିଲ ହୋଇଛି ତୃତୀୟ ଅଗଭୀର ଜଳ ଆଣ୍ଟି-ସବମେରିନ୍‌ ଯୁଦ୍ଧପୋତ ଆଇଏନ୍‌ଏସ୍‌ ମାଙ୍ଗରୋଲ୍‌। ଏହା ଦ୍ୱାରା ବିଶେଷକରି ଉପକୂଳବର୍ତ୍ତୀ ଅଞ୍ଚଳ ଓ ଅଗଭୀର ସମୁଦ୍ର ଜଳସୀମାରେ ଭାରତର ବୁଡ଼ାଜାହାଜ ବିରୋଧୀ ଯୁଦ୍ଧ କ୍ଷମତା ଅଧିକ ସୁଦୃଢ଼ ହେବ। କୋଚିସ୍ଥିତ…
Read More...

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ

ରାଜ୍ୟ କ୍ୟାବିନେଟ୍‌ରେ ୧୬ଟି ପ୍ରସ୍ତାବକୁ ମଞ୍ଜୁରି; ମାଗଣା ପାଠ୍ୟପୁସ୍ତକ ଯୋଗାଣ ପାଇଁ ୨୮୪.୦୭ କୋଟିଭୁବନେଶ୍ବର: ଶିକ୍ଷକଙ୍କ ଦୀର୍ଘଦିନର ଦାବି ପୂରଣ ଦିଗରେ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ସରକାରୀ ହାଇସ୍କୁଲ ଶିକ୍ଷକଙ୍କ ପାଇଁ ନୂଆ ସେବା ନିୟମାବଳୀ, ହିନ୍ଦୀ ଓ ସଂସ୍କୃତ ଶିକ୍ଷକଙ୍କୁ…
Read More...

ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜଧାନୀର ନୟାପଲ୍ଲୀ ନୂଆସାହିସ୍ଥିତ ପୋଖରୀରେ ବୁଡ଼ି ଜଣେ ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସହିଦନଗର ଥାନା ଅନ୍ତର୍ଗତ ପଥରବନ୍ଧ ବସ୍ତିର ବିପିନି ପାତ୍ରଙ୍କ ପୁଅ ରାହୁଲ ପାତ୍ର। ମଙ୍ଗଳବାର ପୋଖରୀରେ ଗାଧୋଉଥିବା ସମୟରେ ସେ ବୁଡ଼ିଯାଇଥିବା ଜଣାପଡ଼ିଛି। ଏହି…
Read More...

ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି

ନୂଆଦିଲ୍ଲୀ: ଡିଜିଟାଲ୍‌ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଆସିଛି ବଡ଼ ଖବର। ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କେତେକ ବ୍ୟବସାୟିକ ୟୁପିଆଇ (UPI) କାରବାର ଉପରେ ନୂଆ ଶୁଳ୍କ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ନ୍ୟାସନାଲ୍‌ ପେମେଣ୍ଟ୍‌ସ କର୍ପୋରେସନ୍‌ ଅଫ୍‌ ଇଣ୍ଡିଆ…
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ ପାଳିତ

ଭୁବନେଶ୍ୱର: ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର। ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି। ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ ଆଣିଲେ ଏହି ରୋଗରୁ ମଣିଷ ସୁସ୍ଥ ହୋଇପାରିବ ବୋଲି ବିଶ୍ୱ ଗଣ୍ଠିବାତ ଦିବସ ପରିପ୍ରେକ୍ଷୀରେ ବିଶେଷଜ୍ଞ ମତ ରଖିଛନ୍ତି। ଶିକ୍ଷା ଓ…
Read More...

ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲ୍‌ରେ ଗବେଷଣା ଓ ନବସୃଜନ ୟୁନିଟ୍ ଉଦ୍‌ଘାଟିତ

ଭୁବନେଶ୍ୱର, ଅକ୍ଟୋବର ୧୩: ଆଧୁନିକ ସ୍ୱାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ନବସୃଜନର ଗୁରୁତ୍ୱ ବୃଦ୍ଧି ପାଉଥିବାବେଳେ ଗବେଷଣାଭିତିକ ନୂତନ ଚିନ୍ତାଧାରାକୁ ବାସ୍ତବ ସ୍ୱାସ୍ଥ୍ୟସେବାରେ ପ୍ରୟୋଗ କରିବା ଦିଗରେ ଆଉ ଏକ ପଦକ୍ଷେପ ନେଇଛି ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ପରିଚାଳିତ…
Read More...

ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ: ରୋଗୀଙ୍କୁ ସ୍ୱଚ୍ଛ ଓ ଉତ୍ତରଦାୟୀ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ହସ୍ପିଟାଲଗୁଡ଼ିକରେ ବିଭିନ୍ନ ଚିକିତ୍ସା ଓ ସ୍ୱାସ୍ଥ୍ୟସେବାର ଦର ସ୍ପଷ୍ଟ ଭାବେ ପ୍ରଦର୍ଶନ କରିବାକୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କହିଛନ୍ତି କେନ୍ଦ୍ର ସରକାର। ଏହାଦ୍ୱାରା ରୋଗୀମାନେ…
Read More...

ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ: ଦିଲ୍ଲୀ-ଏନ୍‌ସିଆର୍‌ରେ ବାଣଫୁଟା ଉପରେ କଟକଣା ଲଗାଇବା ଦାବି ସମ୍ପର୍କିତ ମାମଲାର ଶୁଣାଣି କରି ପରିବେଶ ସୁରକ୍ଷା ସହ ଧାର୍ମିକ ଭାବନାର ସମ୍ମାନ ରକ୍ଷା କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଦୂଷଣ ନିୟନ୍ତ୍ରଣ ଓ ଜନସ୍ୱାସ୍ଥ୍ୟକୁ ଅଣଦେଖା କରାଯାଇପାରିବ ନାହିଁ…
Read More...

ଓଡ଼ିଶାର ନୂଆ ରାଜ୍ୟପାଳ ହେବେ ବ୍ରଜମୋହନ ରାମ

ନୂଆଦିଲ୍ଲୀ: ରାଜ୍ୟପାଳ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କ ନିଯୁକ୍ତି ନେଇ ଘୋଷଣା କରାଯାଇଛି। ଏହି କ୍ରମରେ ହରିବାବୁ କମ୍ଭମପାଟିଙ୍କ ସ୍ଥାନରେ ବ୍ରଜମୋହନ ରାମ ଓଡ଼ିଶାର ନୂଆ ରାଜ୍ୟପାଳ ହେବେ। …
Read More...

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସ୍ଥାୟୀ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ଅକ୍ଟୋବର ୧୨: କୃଷି ଓ ଶିଳ୍ପଜାତ ବର୍ଜ୍ୟବସ୍ତୁ ତଥା ଉପଜାତ ପଦାର୍ଥର ବିନିଯୋଗ ମାଧ୍ୟମରେ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ଗବେଷଣା ଓ ଆଧୁନିକ ଜ୍ଞାନକୁ ନେଇ ପ୍ରସ୍ତୁତ ପୁସ୍ତକ ‘ଫିସ୍ ଫିଡ୍ ଫର୍ମୁଲେସନ୍ ୱିଥ୍ ଆଗ୍ରୋ-ଇଣ୍ଡଷ୍ଟ୍ରିଆଲ୍‌ ୱେଷ୍ଟସ୍ ଆଣ୍ଡ ବାଏପ୍ରଡକ୍ଟସ୍‌’କୁ…
Read More...