ଆଉ ୬ ଜଣଙ୍କୁ ବାଧ୍ୟତାମୂଳକ ଅବସର
ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୬ ଜଣଙ୍କୁ ବାଧ୍ୟତାମୂଳକ ଅବସର । ଏମାନଙ୍କ ମଧ୍ୟରେ ୩ ଜଣ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା ଯୋଗାଣ ଅଧିକାରୀ ଅଛନ୍ତି । ଏହାକୁ ମିଶାଇ ଏଯାଏଁ ୧୫୮ ଜଣ!-->…
Read More...
Read More...