ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଘରେ ରହି ଟିଭିରେ ଦେଖନ୍ତୁ ରଥଯାତ୍ରା

ରଥଯାତ୍ରା ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା ରଥଯାତ୍ରା ପୂର୍ବରୁ ପୁଲିସ ଡିଜି ଅଭୟ ଆଜି ପୁରୀ ଗସ୍ତ କରି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ପୂର୍ବ ବର୍ଷ ପରି ଚଳିତ ବର୍ଷ ପୁରୀବାସୀଙ୍କ ସହଯୋଗ ଲୋଡିଛନ୍ତି ଡିଜି ଅଭୟ । ରଥଯାତ୍ରା ବେଳେ କରୋନା ନିୟମ ମାନିବାକୁ ଆହ୍ୱାନ
Read More...

ଟିକାକରଣରେ ରେକର୍ଡ କଲା ଓଡିଶା

ଭୁବନେଶ୍ବର: କରୋନାକୁ ମାତ୍‌ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଟିକାକରଣକୁ ଜୋରଦାର କରାଯାଇଥିବା ବେଳେ ଏ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଓଡିଶା । ବଡ ବଡ ରାଜ୍ୟକୁ ପଛରେ ପକାଇ ନୂଆ ରେକର୍ଡ ସୃଷ୍ଟି କରିଛି ରାଜ୍ୟ । ଏକ ନୂଆ ମାଇଲଖୁଣ୍ଟ ଓଡ଼ିଶା ଅତିକ୍ରମ। । ରାଜ୍ୟରେ ଏକ
Read More...

୨୦୨୨ ସୁଦ୍ଧା ପୁରୀରୁ ଉଡିବ ବିମାନ

ଭୁବନେଶ୍ବର: ରାଜ୍ୟ ପାଇଁ ବଡ଼ ଖବର। ୨୦୨୨-୨୩ରୁ ପୁରୀରେ ବିମାନ ଉଡିବା ନେଇ ସୂଚନା ଦେଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ସବୁ ଠିକ୍ ଠାକ୍ ଚାଲିଲେ ପୁରୀରୁ ବିମାନ ଉଡିବା ଉଜ୍ୱଳ। ୨୦୨୨ ସୁଦ୍ଧା ବିମାନବନ୍ଦର କାମ ସରିବ। ମନ୍ତ୍ରୀ କହିଛନ୍ତି, କରୋନା ସ୍ଥିତି ପାଇଁ ବିମାନ
Read More...

ଅବତରଣ ବେଳେ ଜଳିଗଲା ବିମାନ

ମାନିଲା: ଫିଲିଫାଇନ୍ସରେ ସେନାର ଏକ ବିମାନ ବଡ ଧରଣର ଦୁର୍ଘଟଣା ହୋଇଛି। ଯେତେବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ସେତେବେଳେ ବିମାନରେ ୮୫ ଜଣ ଯାତ୍ରୀ ଥିଲେ । ବିମାନରେ ଥିବା ୮୫ ଜଣଙ୍କ ମଧ୍ୟରୁ ୧୫ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । କି ଦକ୍ଷିଣ ଫିଲିପାଇନ୍ସରେ ଦୁର୍ଘଟଣା
Read More...

ଭୟ ଭିତରେ ଆସିଲା ଭଲ ଖବର

ତୃତୀୟ ଲହରକୁ ନେଇ କାନପୁର ଆଇଆଇଟିର ଆକଳନ: ପଡିବନି ବଡ଼ ପ୍ରଭାବ! ଭୁବନେଶ୍ବର: କରୋନାର ଦ୍ୱିତୀୟ ଲହରର ପ୍ରଭାବ ଏଯାଏ ଯାଇନଥିବା ବେଳେ ତୃତୀୟ ଲହରକୁ ନେଇ ଲୋକଙ୍କ ଭିତରେ ଭୟ ଘାରିଛି। ତୃତୀୟ ଲହର କେବେ ଆସିବ ଓ ଏହା କେତେ ଭୟଙ୍କର ହେବ ଏନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ଆକଳନ
Read More...

ଚିନ୍ତା ବଢ଼ାଇଲାଣି ତିନି ଜିଲ୍ଲାର ସଂକ୍ରମଣ

୧୦ ଜିଲ୍ଲାରେ ଅଧିକ ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ କଟକରୁ ସର୍ବାଧିକ କୋଭିଡ୍ ରୋଗୀ ଚିହ୍ନଟଲକ୍ ଡାଉନ୍ କଟକଣା ସତ୍ତ୍ବେ ସୁଧାର ଆସୁନି, ରାଜ୍ୟରେ ସଂକ୍ରମଣ ହାର ୪ ପ୍ରତିଶତକୁ ଖସିଲା ଭୁବନେଶ୍ବର: ୧୦ ଜିଲ୍ଲାରେ ଅଧିକ ସଂକ୍ରମଣ। ରାଜ୍ୟରେ କରୋନା ସଂକ୍ରମଣ ହାର ୪ ପ୍ରତିଶତକୁ ଖସି
Read More...

କିଏ ହେବେ ପରବର୍ତ୍ତୀ ରାଜ୍ୟ ମୁଖ୍ୟ ସୂଚନା କମିସନର

ଅଗଷ୍ଟ ୧୫ରେ ରାଜ୍ୟ ମୁଖ୍ୟ ସୂଚନା କମିସନର ସୁନୀଲ ମିଶ୍ରଙ୍କ କାର୍ଯ୍ୟକାଳ ସରୁଛିଜୁଲାଇ ୩୧ ତାରିଖ ସୁଦ୍ଧା କରିବାକୁ ହେବ ଆବେଦନ, ଡିସିଙ୍କ ଅଧ୍ୟକ୍ଷତାରେ କମିଟିପୁଲିସ ଡିଜି ଅଭୟ, ବରିଷ୍ଠ ଆଇପିଏସ୍ ଏମ୍ ଅକ୍ଷୟଙ୍କ ନାମକୁ ନେଇ ଚାଲିଛି ଚର୍ଚ୍ଚା ଭୁବନେଶ୍ବର: ରାଜ୍ୟ ମୁଖ୍ୟ ସୂଚନା କମିସନ
Read More...

ବଦଳିବ ପାଣିପାଗ, ଲଘୁଚାପ ଆଣିକି ଆସୁଛି ବଡ଼ ବର୍ଷା

ଭୁବନେଶ୍ବର: ସଂପ୍ରତି ମୌସୁମୀ ଦୁର୍ବଳ ରହିଛି। ବିଭିନ୍ନ ସ୍ଥାନରେ ହେଉଥିବା ପରିଚଳନ ଜନିତ ବର୍ଷା ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ୧୩ ତାରିଖରୁ ଲଘୁଚାପ ଜନିତ ବର୍ଷା ପାଗରେ ବଡ଼ ଧରଣର ପରିବର୍ତ୍ତନ ଆଣିବ। ପାଣିପାଗ ଚିତ୍ର ସଂପର୍କରେ ଏଭଳି ପୂର୍ବାନୁମାନ କରିଛନ୍ତି ଓୟୁଏଟି
Read More...

କ୍ରିଷନ ଜଣାଇଲେ ରଥ ପ୍ରସ୍ତୁତି

ପୁରୀ: ମହାମାରୀ କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବିନା ଭକ୍ତରେ ହେଉଥିବା ବେଳେ କେବେଳ ସେବାୟତ ଟାଣିବେ ମହାପ୍ରଭୁଙ୍କ ତିନି ରଥ । ଛତିଶା ନିଯୋଗ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡାକ୍ତର କ୍ରିଷନ କୁମାର । ଗତବର୍ଷ ଭଳି କେବଳ ସେବାୟତ ମାନେ ହିଁ ଟାଣିବେ
Read More...

ଏବେ ରାଜ୍ୟରେ ଗର୍ଭବତୀଙ୍କୁ ଦିଆଯିବନି ଟିକା

ଭୁବନେଶ୍ବର: ଏବେ ରାଜ୍ୟରେ ଗର୍ଭବତୀଙ୍କୁ ଦିଆଯିବନି ଟିକା> ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିସନର ଓ ସିଡିଏମ୍ଓଙ୍କୁ ଚିଠି ଲେଖାଯାଇଛି । ରାଜ୍ୟ ସରକାର କହିଛନ୍ତି ଯେ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଖୁବଶୀଘ୍ର କର୍ମଶାଳାର ଆୟୋଜନ କରିବ । ଏହା ପରେ
Read More...