ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଟଳିବ ଯୁଦ୍ଧ ବିପଦ: ବାଇଡେନ-ପୁଟିନ ଆଲୋଚନା!

ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ବିପଦ ଟାଳିବାକୁ ପ୍ରୟାସ । ସମସ୍ୟାର ସମାଧାନ ପାଇଁ ଶିଖର ସମ୍ମିଳନୀ ଡାକିବାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜି ହୋଇଛନ୍ତି । ତେବେ ଏନେଇ ଗୋଟିଏ ସର୍ତ୍ତ ରହିଥିବା ହ୍ୱାଇଟ ହାଉସ ପକ୍ଷରୁ ସୂଚନା ରହିଛି । ସର୍ତ୍ତ…
Read More...

ଆଜିଠୁ ବିନା କଟକଣାରେ ଜଗା ଦର୍ଶନ

ଆଜିଠୁ ଆରମ୍ଭ ହୋଇଛି କଟକଣା ମୁକ୍ତ ଜଗା ଦର୍ଶନ । କରୋନା ସଂକ୍ରମଣ ରାଜ୍ୟରେ କମିଥିବାରୁ ବିନା କଟକଣାରେ ଏବେ ଜଗାକୁ ଦେଖିପାରିବେ ଭକ୍ତ । ପାଖାପାଖି ଦୁଇ ବର୍ଷ ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ କଟକଣା କୋହଳ ହୋଇଛି । ଏଣିକି ବିନା କଟକଣାରେ ଭକ୍ତମାନେ ସକାଳ ୬ରୁ ରାତି ୯…
Read More...

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ

ଯାଜପୁର ବିଝାଂରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ । ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୁଲିସ ଚିହ୍ନଟ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଯାଜପୁର ଏସପି କହିଛନ୍ତି । ଆଉ ୨୫ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ସେମାନଙ୍କୁ…
Read More...

ଯୁଦ୍ଧ ଆଶଙ୍କା ଭିତରେ ପୁଟିନଙ୍କୁ ପ୍ରସ୍ତାବ ଦେଲେ ୟୁକ୍ରେନ ରାଷ୍ଟ୍ରପତି

ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ସ୍ଥିତି ଜାରି ରହିଛି । କ୍ରମାଗତ ଭାବେ କିଛି ଦିନ ଧରି ଅଶାନ୍ତି ଲାଗି ରହିଛି । ଆରୋପ-ପ୍ରତ୍ୟାରୋପ ଚାଲିଛି । ଏଭଳି ସ୍ଥିତିରେବିଗୁଡିଥିବା ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡାଇମିର ଜେଲେନସ୍କାଏ ଋଷ ରାଷ୍ଟ୍ରପତି ଭ୍ଲାଦିମିର…
Read More...

ପଞ୍ଜାବ,ୟୁପିରେ ପଡୁଛି ଭୋଟ

ଆଜି ପଞ୍ଜାବ ବିଧାନସଭା ନିର୍ବାଚନ । ୧୧୭ ଆସନ ପାଇଁ ଭୋଟ ଗ୍ରହଣ ଚାଲିଛି । ସକାଳ ୮ରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି , ସନ୍ଧ୍ୟା ୬ ଯାଏଁ ଚାଲିବ। ମଇଦାନରେ ରହିଛନ୍ତି ହଜାରେ ୩୦୪ ପ୍ରାର୍ଥୀ । ପ୍ରାର୍ଥୀଙ୍କ ମଧ୍ୟରେ ୯୧ ଜଣ ମହିଳା ଅଛନ୍ତ । ୨ କୋଟି ୧୪ ଲକ୍ଷ ଭୋଟର ଏମାନଙ୍କ ଭାଗ୍ୟ…
Read More...

ତୃତୀୟ ପର୍ଯ୍ୟାୟ ମତଦାନ: ଭୋଟ ଦେଉଛି ଓଡିଶା

ପଞ୍ଚାୟତ ନିର୍ବାଚନ ପାଇଁ ଆଜି ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି । ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି । ୬୭ ବ୍ଲକର ୧୭୧ ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି । ୧୩୮୨ଟି ପଞ୍ଚାୟତ ଓ ୧୮ ହଜାର ୪୯୫ଟି ୱାର୍ଡରେ ମତାଧିକାର ସାବ୍ୟସ୍ତ କରିବେ ଭୋଟର । ୧୭୧ ଟି ଜିଲ୍ଲା ପରିଷଦ…
Read More...