ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ
କେନ୍ଦ୍ରାପଡା: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି। ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ!-->…
Read More...
Read More...