ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ସାଂସଦଙ୍କ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ବିଜେପି ସଂସଦୀୟ ଦଳ ବୈଠକରେ ସାଂସଦଙ୍କ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୈଠକରେ ସଂସଦର ଶୀତକାଳୀନ ଅଧିବେଶନରେ ଯୋଗ ଦେଇନଥିବା ସାଂସଦମାନଙ୍କୁ ଚେତାବନୀ ଦେଇଛନ୍ତି ମୋଦୀ । କହିଛନ୍ତି, ସଂସଦରେ ସାଂସଦ ମାନେ ଉପସ୍ଥିତି ରହିବା ଆବଶ୍ୟକ । କିନ୍ତୁ ଏହା ସବୁ ଥର କହିବା ଠିକ
Read More...

ଘଣ୍ଟ ବଜାଇଲେ ବିରୋଧୀ..ଗଙ୍ଗାଜଳ ପକାଇଲା ଶାସକ ଦଳ

ସ୍ୱାଭାବିକ ହୋଇପାରୁନି ବିଧାନସଭା ଶୀତ ଅଧବେଶନ । ଷଷ୍ଠ ଦିନରେ ବି ଚାଲୁପାରୁନି ଗୃହ । ପ୍ରତିଦିନ ଗୃହରେ ଦେଖିବାକୁ ମିଳୁଛି ହାଇଡ୍ରାମା । ମମିତା ପ୍ରସଙ୍ଗରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିରୋଧୀ ଜିଦରେ ଅଟଳ ଥିବା ବେଳେ ପ୍ରତିଦିନ ନୂଆ ନୂଆ ତରିକାରେ ପ୍ରତିବାଦ
Read More...

କେତେ ଗୁରୁତ୍ବପୂର୍ଣ୍ଣ ଥିଲା ମୋଦୀ-ପୁଟିନ୍ ଆଲୋଚନା

ନୂଆଦିଲ୍ଲୀ: ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ଭାରତ ଗସ୍ତରେ ଆସିଥିଲେ। ୨୧ ତମ ଭାରତଋଷ ଶିଖର ସମ୍ମିଳନୀରେ ସାମିଲ ହେବା ଥିଲା ଗସ୍ତର ଉଦ୍ଦେଶ୍ୟ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଭେଟ ହେବା ସହ ବିଭିନ୍ନ ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ମଧ୍ୟ
Read More...

ଓମିକ୍ରନ ସଂପର୍କରେ ଆସିଲା ବିଶେଷଜ୍ଞଙ୍କ ପରାମର୍ଶ

ନୂଆଦିଲ୍ଲୀ: କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ ପୁଣି ଥରେ ଲୋକଙ୍କ ନିଦ ହଜାଇଦେଇଛି। ଓମିକ୍ରନ ଡେଲଟା ଭ୍ୟାରିଆଣ୍ଟଠୁ ତିନି ଗୁଣା ଅଧିକ ବେଗରେ ବ୍ୟାପୁଥିବା କୁହାଯାଉଛି। ଏମିତିରେ ପ୍ରଶ୍ନ ଉଠୁଛି ଏହି ନୂଆ ଭ୍ୟାରିଆଣ୍ଟକୁ ନିୟନ୍ତ୍ରଣ କରିବା ପାଇଁ ଲକଡାଉନ କଣ ଏକମାତ୍ର ରାସ୍ତା? ନା ତୃତୀୟ
Read More...

ମଡେଲିଂରେ ଡେବ୍ୟୁ କଲେ କ୍ରିକେଟ୍ ତାରକାଙ୍କ ଝିଅ

ମୁମ୍ବାଇ: ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଶେଷରେ ମଡେଲିଂରେ ପାଦ ଥୋଇଛନ୍ତି। ସାରା ତେନ୍ଦୁଲକର ଇନଷ୍ଟାଗ୍ରାମରେ ଏକ ଭିଡିଓ ସେୟାର କରିଛନ୍ତି, ଯେଉଁଥିରେ ସେ ଏକ କମ୍ପାନୀର ବିଜ୍ଞାପନରେ ନଜର ଆସିଛନ୍ତି। ସାରା ଏକ ପୋଷାକ ବ୍ରାଣ୍ଡ ପାଇଁ ବିଜ୍ଞାପନ କରିଥିବା
Read More...

କୃଷକ କେମିତି ଉଠିବେ ରାସ୍ତା ବାହାରିପାରୁନି

ନୂଆଦିଲ୍ଲୀ: ଆଜି ସକାଳ ୧୧ଟାରେ ସିଘୁଂ ସୀମାରେ କୃଷକ ସଂଗଠନର ବୈଠକ ବସିବ। ବୈଠକ ପୂର୍ବରୁ କୃଷକ ନେତାମାନେ କହିଛନ୍ତି ଯେ, ସରକାର ଆଲୋଚନା ନେଇ ଗମ୍ଭୀର ନୁହଁନ୍ତି। ଡିସେମ୍ବର ୪ରେ କୃଷକ ସଂଗଠନ ପାଞ୍ଚ ଜଣ ସଦସ୍ୟଙ୍କ ଏକ କମିଟି ଗଠନ କରିଥିଲେ, ଅଥଚ ଦୁଇ ଦିନ ମଧ୍ୟରେ ଆଲୋଚନା ପାଇଁ
Read More...

ବିଭିନ୍ନ ଦାବି ନେଇ ରାଜରାସ୍ତାରେ ଅଙ୍ଗନୱାଡି କର୍ମୀ

ଗୋଟେ ପଟେ ପାଞ୍ଚ ଦିନ ହେବ ବିଧାନସଭା ଶୀତ ଅଧିବେଶନ ଦିନଟିଏ ଚାଲିପାରୁନି । ହଟ୍ଟଗୋଳ, ହୋହଲ୍ଲା ମଧ୍ୟରେ ବାରମ୍ବାର ଗୃହ ମୁଲତବି ହେଉଛି । ଏପଟେ ରାଜଧାନୀ ରାଜରାସ୍ତାରେ ଏକାଠି ହୋଇଛନ୍ତି ଶହ ଶହ ଅଙ୍ଗନୱାଡି କର୍ମୀ । ୧୩ ଦଫା ଦାବିରେ ଆଜି ମାଷ୍ଟିର କ୍ୟାଣ୍ଟିନ ଛକରେ ଗର୍ଜିଛନ୍ତି
Read More...

ପଞ୍ଚମ ଦିନରେ ବି ଗୃହ ଅଚଳ

ବିଧାନସଭା ଶୀତ ଅଧିବେଶନର ପଞ୍ଚମ ଦିନରେ ମଧ୍ୟ ଗୃହରେ ଅଚଳାବସ୍ଥା ଜାରି ରହିଛି । ସ୍ୱାଭାବିକ ହୋଇପାରୁନି ଗୃହ । ଆଜି ଗୃହ ଆରମ୍ଭ ହେବା ମାତ୍ରେ ଉଭୟ ବିରୋଧୀ ଓ ଶାସକ ଦଳର ସଦସ୍ୟ ପ୍ରବଳ ହୋହଲ୍ଲା କରିଥିଲେ । ଫଳରେ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ
Read More...

ଆଜି ଭାରତ ଗସ୍ତରେ ଆସୁଛନ୍ତି ପୁଟିନ୍‌

ଆଜି ଭାରତ ଆସିବେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ନୂଆ ଦିଲ୍ଲୀରେ ୨୧ ତମ ଭାରତ-ଋଷ ବାର୍ଷିକ ଶିଖର ସମ୍ମିଳନୀ ଆୟୋଜିତ କରାଯାଉଛି । ଏହି ଶିଖର ସମ୍ମିଳନୀରେ ସାମିଲ ହେବାକୁ ପୁଟିନ ଭାରତ ଆସୁଛନ୍ତି । ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏସ-୪୦୦ ବାୟୁ ରକ୍ଷା ପ୍ରଣାଳୀ ମଡେଲ
Read More...

ବିଦେଶ ପଳାଉଥିଲେ,ବିମାନବନ୍ଦରରେ ଫସିଗଲେ

ନୂଆଦିଲ୍ଲୀ: ବିମାନ ବନ୍ଦରରେ ଫସିଗଲେ ଅଭିନେତ୍ରୀ। ବଲିଉଡ ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଡିଜ ଗତକାଲି ଦୁବାଇ ଯାଉଥିବା ବେଳେ ମୁମ୍ବାଇ ବିମାନ ବନ୍ଦରରେ ତାଙ୍କୁ ଇଡି ଅଟକାଇଦେଇଥିଲା। ମନି ଲଣ୍ଡରିଂ ମାମଲାରେ ଜ୍ୟାକଲିନଙ୍କ ନାଁରେ ଇଡି ଏହି ଲୁକ୍ ଆଉଟ ନୋଟିସ ଜାରି କରିଥିବା ଜଣାପଡିଛି।
Read More...