ଅପାରଗ ଓ ଦୁର୍ନୀତିଗ୍ରସ୍ତଙ୍କୁ ଲାଗିବ ମୋଦୀ ଚାବୁକ
ନୂଆଦିଲ୍ଲୀ: ଅପାରଗ କିମ୍ବା ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କୁ ଚିହ୍ନଟ କର। ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବ। ସରକାରରେ ୩୦ବର୍ଷ କାର୍ଯ୍ୟ ପୂରଣ କରିଥିବା କର୍ମଚାରୀଙ୍କ ସେବା ରେକର୍ଡ ସମୀକ୍ଷା କରିବାକୁ କେନ୍ଦ୍ର ସମସ୍ତ ବିଭାଗକୁ ନିର୍ଦେଶ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->…
Read More...
Read More...