ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ
ନୂଆଦିଲ୍ଲୀ: ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ସମ୍ୱଲପୁର, ଭୁବନେଶ୍ୱରରେ ଥିଲା କାର୍ଯ୍ୟକ୍ରମ। ୨୧ ତାରିଖ ସନ୍ଧ୍ୟାରେ ଓଡ଼ିଶା ଆସିଥାନ୍ତେ ଅମିତ ଶାହ। ୨୧ ତାରିଖରେ ଅମିତ ଶାହ ଝାରସୁଗୁଡା ଏୟାରପୋର୍ଟରେ ଓହ୍ଲାଇବାର କାର୍ଯ୍ୟସୂଚୀ ଥିଲା। ହେଲେ କୌଣସି!-->…
Read More...
Read More...