କିଏ ହେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ?
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଅମରିନ୍ଦର ସିଂ ଇସ୍ତଫା ଦେବା ପରେ ଏବେ ପରବର୍ତ୍ତୀ କଂଗ୍ରେସ ମୁଖିଆ କିଏ ହେବ, ସେ ନେଇ ହାଇକମାଣ୍ଡଙ୍କ ଉପରେ ସମସ୍ତଙ୍କ ନଜର କେନ୍ଦ୍ରୀଭୂତ ରହିଛି। କଂଗ୍ରେସ ବିଧାୟକ ଦଳ ବୈଠକ ସବୁ ନିଷ୍ପତ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଉପରେ ଛାଡିଛନ୍ତି।!-->…
Read More...
Read More...