ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ
ଭୁବନେଶ୍ଵର, ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ଭୁବନେଶ୍ଵର ଖାରବେଳନଗର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ!-->…
Read More...
Read More...