ସମୁଦ୍ରରେ ବୁଡ଼ିଲା ମାଛଧରା ଡଙ୍ଗା
ଅଳ୍ପକେ ବଞ୍ଚିଲେ ୮ ମତ୍ସ୍ୟଜୀବୀ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ସାତଭାୟା ନିକଟ ସମୁଦ୍ରରେ ଗତକାଲି ବିଳମ୍ବିତ ରାତିରେ ଏକ ମାଛ ଧରା ଡଙ୍ଗା ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୮ ଜଣ ମତ୍ସ୍ୟଜୀବୀ। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ନିଷିଦ୍ଧାଞ୍ଚଳରେ ବେଆଇନ ଭାବରେ ମାଛ!-->!-->!-->…
Read More...
Read More...