ବାରବାଟୀ ଦିନିକିଆ ପାଇଁ ୫ରୁ ଅନଲାଇନ୍ ଟିକେଟ୍
ଭୁବନେଶ୍ବର: ଭାରତ-ୱେଷ୍ଟ୍ଇଣ୍ଡିଜ୍ ମଧ୍ୟରେ ଚଳିତମାସ ୨୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ଦିବା-ରାତ୍ର ଦିନିକିଆ ମ୍ୟାଚ୍ ଅନୁଷ୍ଠିତ ହେବ। ଏଥିପାଇଁ ୫ ତାରିଖରୁ ଅନ୍ଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ। ୧୫ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। www.paytm.com କିମ୍ବା www.insider.in!-->…
Read More...
Read More...