ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ରେଭେନ୍ସାରେ ରାଗିଂ :୧୦ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ରାଗିଂ ଅଭିଯୋଗ ପରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଣ୍ଟି ରାଗିଂ କମିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି। ହଷ୍ଟେଲ ୱାର୍ଡେନ ବାରଣ କରିବା ସତ୍ତ୍ୱେ ଏହି ରାଗିଂ କରାଯାଇଥିଲା। ରାତି ଅଧରେ ପ୍ରଥମ ବର୍ଷ ଅନ୍ତେବାସୀଙ୍କୁ
Read More...

ଖୋଲାରେ ପେଟ୍ରୋଲ ନଦେବାକୁ ସଂଘର ନିଷ୍ପତ୍ତି : ସରକାର ଡାକିଲେ ବୈଠକ

ନ୍ୟୁଜବ୍ୟୁରୋ: ବାଲେଶ୍ୱର ଓ ବଳଙ୍ଗାରେ ପେଟ୍ରୋଲ ଦୂରୁପଯୋଗ ସମ୍ପର୍କିତ ଅଘଟଣ ପରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ନେବାକୁ ଯାଉଛନ୍ତି। ଖୋଲା ପାତ୍ର କିମ୍ବା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ଓ ଡିଜେଲ ବିକ୍ରି ଉପରେ କଟକଣା ଲଗାଇବା ପାଇଁ ନୂଆ ଗାଇଡ଼ଲାଇନ ପ୍ରସ୍ତୁତ କରାଯାଉଛି। ଏନେଇ ଆଜି
Read More...

କଲେଜ ଉପରେ ଖସିପଡ଼ିଲା ବିମାନ

ବାଂଲାଦେଶ: ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା। ସ୍କୁଲ ଉପରେ ଖସିପଡିଲା ସାମରିକ ତାଲିମ ପାଇଁ ବ୍ୟବହୃତ ବିମାନ। ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ। ବାଂଲାଦେଶର ଉତ୍ତରାଞ୍ଚଳରେ ଆଜି ମଧ୍ୟାହ୍ଣରେ ଏପରି ଦୁର୍ଘଟଣା ଘଟିଯାଇଛି। ସୋମବାର ଦ୍ଵିପ୍ରହର ସମୟରେ ବାଂଲାଦେଶ ବାୟୁସେନାର F7 ଟ୍ରେନିଂ
Read More...

୨୦୦୬ ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ଘଟଣାରେ ସମସ୍ତ ୧୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ମୁମ୍ବାଇ: ସୋମବାର ବମ୍ବେ ହାଇକୋର୍ଟ ୨୦୦୬ ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏହି ରାୟ ଅନୁଯୟୀ ସମସ୍ତ ୧୨ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ବୋମ୍ବେ ହାଇକାର୍ଟ। ଏହି ନିଷ୍ପତ୍ତି ଜଷ୍ଟିସ୍ ଅନିଲ କିଲୋର ଏବଂ ଜଷ୍ଟିସ୍
Read More...

ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ

ଭୁବନେଶ୍ଵର: ଥଣ୍ଡା ପାନୀୟରେ ନିଶା ଦେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ। ଗତକାଲି ଥାନାରେ ଅଭିଯୋଗ ପରେ ପୋଲିସ ପୀଡ଼ିତାଙ୍କ ବୟାନ ରେକର୍ଡ କରି ଉଦିତଙ୍କୁ ଗିରଫ କରିଛି। ଗତ ମାର୍ଚ୍ଚ ମାସ ୧୮ ତାରିଖରେ ଏକ ହୋଟେଲରେ ଜଣେ ୧୯ ବର୍ଷୀୟା
Read More...

ପୁଲିସ୍ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୁଣି ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ୨ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗ ଦେଇଥିବା ସୂଚନା ମିଳିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି।
Read More...

ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି

ଭୁବନେଶ୍ବର: ପିପିଲି ନିକଟ ବଳଙ୍ଗା ଥାନା ବାୟାବର ଗାଁରେ ଘଟିଥିବା ଅଭାବନୀୟ ଘଟଣାରେ ନାବାଳିକାଙ୍କ ଶରୀର ୭୦ପ୍ରତିଶତ ଜଳି ଯାଇଥିବା ଏମ୍ସ ପକ୍ଷରୁ କୁହାଯାଇଛି। ଭୁବନେଶ୍ବର ଏମ୍ସ ଟ୍ରମା କେୟାରରୁ ବର୍ଣ୍ଣ ୟୁନିଟ୍ କୁ ସ୍ଥାନାନ୍ତରିତ ହୋଇଛି। ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଦ୍ବାରା
Read More...

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’

ଦିଲ୍ଲୀ: ଓଡ଼ିଆ ଫିଲ୍ମ ଇତିହାସରେ ପ୍ରଥମ। ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେଲା ଓଡିଆ ଫିଲ୍ମ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବରର କଥାବସ୍ତୁକୁ ନେଇ ପ୍ରସ୍ତୁତ ଫିଲ୍ମ 'ଶ୍ରୀଜଗନ୍ନାଥଙ୍କ ନବକଳେବର' ରାଷ୍ଟ୍ରପତି ପ୍ରଦର୍ଶିତ ହୋଇଛି। ପୂରା ଟିମ୍‌ ସହ ଫିଲ୍ମ ଦେଖି ଭାବବିହ୍ବଳ ହେଲେ
Read More...

ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଜିଲା ଅଞ୍ଚଳ, ବଳଙ୍ଗା ଥାନା ବାୟାବର ଗାଁରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏବଂ କହିଛନ୍ତି ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପୀଡିତାଙ୍କୁ ଏମ୍ସକୁ ସ୍ଥାନାନ୍ତର
Read More...

ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌

ବାଲେଶ୍ଵର: ଜଳେଶ୍ଵର ଏନଏଚ୍ ୬୦ ବସ୍ତା ଥାନା ଜୁଣବଳଦା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା
Read More...